Posted inଜାତୀୟ

ୟୁଟ୍ୟୁବରୁ ହଟିଲା ‘ପିଏମ୍‌ ନରେନ୍ଦ୍ର ମୋଦି’ ଫିଲ୍ମ ଗୀତ, ଟ୍ରେଲର

ନୂଆଦିଲ୍ଲୀ, ୧୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜୀବନୀ ଉପରେ ଆଧାରିତ ବାୟୋପିକ୍‌ ଫିଲ୍ମ ‘ପିଏମ୍‌ ନରେନ୍ଦ୍ର ମୋଦି’ର ଟ୍ରେଲର ଓ ଗୀତ ୟୁଟ୍ୟୁବରୁ ହଟାଇଦିଆଯାଇଛି। ଫିଲ୍ମକୁ ନେଇ ଲାଗିଥିବା ଝଡର ସମାଧାନ ନ ହେବା ଯାଏଁ ଗୀତ ଓ ଟ୍ରେଲର ପ୍ରସାରଣ ଉପରେ ରୋକ ଲଗାଯାଇଛି।

ସୂଚନାଯୋଗ୍ୟ, ଏପ୍ରିଲ ୧୧ରେ ଫିଲ୍ମର ରିଲିଜ ପାଇଁ ସୁପ୍ରିମକୋର୍ଟ ଗ୍ରୀନ ସିଗନାଲ ଦେଇଥିଲେ। କିନ୍ତୁ ନିର୍ବାଚନ କମିଶନ ବିବେକ ଓବେରୟ ଅଭିନୀତ ‘ପିଏମ୍‌ ନରେନ୍ଦ୍ର ମୋଦି’ଙ୍କ ଜୀବନୀ ଉପରେ ଆଧାରିତ ହିନ୍ଦୀ ଚଳଚ୍ଚିତ୍ରର ରିଲିଜ ଉପରେ ରୋକ ଲଗାଇଥିଲେ। ନିର୍ବାଚନବେଳେ କୌଣସି ନେତା କିମ୍ବା ଧର୍ମ ଉପରେ ଫିଲ୍ନ ରିଲିଜ ହେଲେ ଭୋଟରଙ୍କୁ ପ୍ରଭାବିତ କରିପାରେ ବୋଲି ଦର୍ଶାଇ ଏହି ବାୟୋପିକ ଫିଲ୍ମ ଉପରେ ରୋକ ଲଗାଇଥିଲେ। ନିର୍ବାଚନ କମିଶନଙ୍କ ରୋକ ପରେ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ଫିଲ୍ମ ନିର୍ମାତା ଉମଙ୍ଗ କୁମାର। ସୁପ୍ରିମକୋର୍ଟ ଏହାର ଶୁଣାଣି କରି ଫିଲ୍ମଟିକୁ ନିଜେ ଦେଖିବାକୁ ନିର୍ବାଚନ କମିଶନଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନିଆ ଜମ୍ମୁ-କଶ୍ମୀର ଗସ୍ତରେ ଯିବେ ଶାହ

ନୂଆଦିଲ୍ଲୀ, ୪।୮: ଜମ୍ମୁ-କଶ୍ମୀରରେ ସାଧାରଣ ଲୋକଙ୍କ ମଧ୍ୟରେ କେନ୍ଦ୍ର ସରକାରଙ୍କ ନୀତି ନେଇ ଶଙ୍କା ସୃଷ୍ଟି ହୋଇଛି। ତେବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଚଳିତ...

ନିର୍ବାଚନ ପୂର୍ବରୁ ପଦ୍ମ ଛାଡି ହାତ ଧରିବେ ବାବୁରାଓ

ବେଙ୍ଗାଲୁରୁ,୨୧।୩: କର୍ନାଟକ ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ପାର୍ଟି (ଭାଜପା)ବିଧାନ ପରିଷଦ ସଦସ୍ୟ ବାବୁରାଓ ଚିଞ୍ଚନସୁର ଭାଜପା ଛାଡି କଂଗ୍ରେସରେ ଯୋଗଦେବାକୁ ନିଷ୍ପତ୍ତି ନେଇଛନ୍ତି। ସେ...

ରାଷ୍ଟ୍ରପତିଙ୍କୁ ଭେଟି ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ ମୋଦି: ଲୋକ ସଭା ଭଙ୍ଗ ପାଇଁ ପ୍ରସ୍ତାବ ଗୃହୀତ

ନୂଆଦିଲ୍ଲୀ,୨୪।୫: ଚଳିତ ଲୋକ ସଭା ନିର୍ବାଚନରେ ଭାଜପା ବହୁମତରେ ବିଜୟୀ ହୋଇଛି। ବହୁମତ ପାଇବା ପରେ ଶୁକ୍ରବାର ସାରେ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ରାମନାଥ...

କଂଗ୍ରେସ ଶାସନ କ୍ଷମତାକୁ ଆସିଲେ କର୍ନାଟକକୁ ପିଏଫଆଇର ଘାଟି କରିଦେବ: ଆସାମ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୬।୫: ଆସାମର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା କର୍ନାଟକ ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ଶନିବାର କଂଗ୍ରେସ ଉପରେ ଖୁବ ବର୍ଷିଛନ୍ତି। ସେ କହିଛନ୍ତି ଡିକେ...

ଗୁପ୍ତଚରୀ ପାଇଁ ଅନ୍ତର୍ଜାତୀୟ କଲ୍‌କୁ ଲୋକାଲ କଲ୍‌ରେ କରାଯାଉଥିଲା ପରିବର୍ତ୍ତନ

ବେଙ୍ଗାଲୁରୁ,୨୨।୬: ଭାରତୀୟ ସେନାର ସମ୍ବେଦନଶୀଳ ତଥ୍ୟ ପାକିସ୍ତାନକୁ ଦେଉଥିବା ଏକ ର଼୍ୟାକେଟକୁ ଠାବ କରାଯାଇଛି। କର୍ନାଟକ ପୋଲିସ ଓ ସାମରିକ ଗୋଇନ୍ଦା ଅଧିକାରୀଙ୍କ ମିଳିତ ଚଢ଼ାଉ...

୨୪ ଘଣ୍ଟାରେ ୯ ହଜାର ୮୫୧ ନୂଆ ଆକ୍ରାନ୍ତ ଚିହ୍ନଟ: କରୋନା ସଂକ୍ରମିତଙ୍କ ସଂଖ୍ୟା ୨.୨୫ ଲକ୍ଷ ଟପିଲା

ନୂଆଦିଲ୍ଲୀ,୫।୬ : ମହାମାରୀ କରୋନା ଭାରତରେ କାୟା ବିସ୍ତାର କରିଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ୯ ହଜାର ୮୫୧ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

ତେଲେଙ୍ଗାନାରେ କେସିଆର୍‌ଙ୍କ ଦ୍ୱାରା ପରିଚାଳିତ ହେଉଛି ଭାଜପା: କଂଗ୍ରେସ

ହାଇଦ୍ରାବାଦ,୨।୮: ତେଲେଙ୍ଗାନା କଂଗ୍ରେସର କାର୍ଯ୍ୟକାରୀ ସଭାପତି ପୁନମ ପ୍ରଭାକର ଗୌଡ ଶୁକ୍ରବାର କହିଛନ୍ତି ତେଲେଙ୍ଗାନାରେ ଭାରତୀୟ ଜନତା ପାର୍ଟି(ଭାଜପା) ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓଙ୍କ ଦ୍ୱାରା...

୯ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୬।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛିି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୯ ହଜାର ତଳେ ରହିଛି। ଏହି ସମୟରେ ୮...

Advertisement
Archives

Model This Week