Posted inଜାତୀୟ

ୟୁଟ୍ୟୁବ୍‌ ଦେଖି ପ୍ରେମିକାଙ୍କ ଡେଲିଭରୀ କରାଉଥିଲେ ପ୍ରେମିକ…

ଚେନ୍ନାଇ,୨୧।୩: ତାମିଲ୍‌ନାଡୁରେ ୨୭ ବର୍ଷ ବୟସ୍କ ଜଣେ ପ୍ରେମିକ ତାଙ୍କ ପ୍ରେମିକାଙ୍କ ଡେଲିଭରୀ ୟୁଟ୍ୟୁବ ଦେଖି କରୁଥିଲେ। ତେବେ ଅତ୍ୟଧିକ ରକ୍ତସ୍ରାବ ହେବାରୁ ୧୯ ବର୍ଷ ବୟସ୍କା ପ୍ରେମିକାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ପୋଲିସ ପ୍ରେମିକଙ୍କୁ ଗିରଫ କରି ତଦନ୍ତ ଜାରି ରଖିଛି। ସ୍ଥାନୀୟ ତିରୁବଲୁର ଜିଲାରେ ଏଭଳି ଘଟଣା ଘଟିଛି। ପ୍ରେମିକ ଜଣକ ସିଲିଣ୍ଡର ଡେଲିଭରୀ କାର୍ଯ୍ୟ କରିଥାନ୍ତି। ବିକମ୍‌ ପଢୁଥିବା ପ୍ରେମିକାଙ୍କ ସହିତ ତାଙ୍କର ପ୍ରେମ ସମ୍ପର୍କ ଗଢ଼ିଉଠିଥିଲା। ପରେ ଶାରୀରିକ ସମ୍ପର୍କରୁ ପ୍ରେମିକା ଗର୍ଭବତୀ ହୋଇଥିଲେ। ତେବେ ଉଭୟଙ୍କ ପରିବାର ବିବାହ ପାଇଁ ଅରାଜି ହେବାରୁ ପ୍ରେମିକ ୮ ମାସର ଗର୍ଭବତୀ ପ୍ରେମିକାଙ୍କ ଡେଲିଭରୀ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ଉତ୍ତେଜନା: ୨୦ ଚାଇନା ସୈନ୍ୟ ଆହତ

ନୂଆଦିଲ୍ଲୀ, ୨୫।୧: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ସିକିମ୍‌ରେ ଭାରତୀୟ ସେନା ଏବଂ ଚାଇନା ସୈନ୍ୟ...

ନିର୍ବାଚନ ଆୟୋଗ ଅଫିସରଙ୍କ ବିରୋଧରେ ହତ୍ୟା ମାମଲା ଦାଏର କରାଯିବା ଆବଶ୍ୟକ: ହାଇକୋର୍ଟ…

ଚେନ୍ନାଇ,୨୬।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏପରିସ୍ଥଳେ ବିଭିନ୍ନ ରାଜ୍ୟରେ ନିର୍ବାଚନ କରାଯାଉଛି। ନିର୍ବାଚନ ରାଲି ସହିତ ଅନ୍ୟ ପ୍ରଚାର କାର୍ଯ୍ୟକ୍ରମ...

ଭୂମିପୂଜା ପାଇଁ ଉତ୍ସବମୁଖରିତ ରାମନଗରୀ: ୧ଲକ୍ଷ ୧୧ହଜାର ଲଡ଼ୁରେ ମଣୋହି ହେବେ ରାମଲଲା

ଅଯୋଧ୍ୟା,୩୧।୭: ବହୁ ପ୍ରତିକ୍ଷୀତ ଆଯୋଧ୍ୟାରେ ରାମଲଲାଙ୍କ ପାଇଁ ଏବେ ରାମ ମନ୍ଦିର ନିର୍ମାଣ ହେବାକୁ ଯାଉଛି। ଅଗଷ୍ଟ ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୂମିପୂଜା ସହ...

ସୋନିଆଙ୍କ ଆଦେଶ ପରେ ଇସ୍ତଫା ଦେଲେ ଉତ୍ତରାଖଣ୍ଡ କଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୫।୩: ନିକଟରେ ଶେଷ ହୋଇଥିବା ୫ ରାଜ୍ୟର ବିଧାନସଭା ନିର୍ବାଚନରେ ପରାଜୟର ପ୍ରଭାବ କଂଗ୍ରେସରେ ଦେଖାଯାଉଛି। ଉତ୍ତରାଖଣ୍ଡ କଂଗ୍ରେସ ଅଧ୍ୟକ୍ଷ ପଦରୁ ଗଣେଶ ଗୋଡିୟାଲ ମଙ୍ଗଳବାର...

୩ ହରିଣଙ୍କୁ ଲିଭିଂ ରୁମ୍‌କୁ ଡାକି ୩୯୦୦୦ ଜରିମାନା ଗଣିଲେ ମହିଳା

ଓ୍ବାଶିଂଟନ୍‌,୧୨ା୨: ଆମେରିକାର କଲରାଡୋରେ ରହୁଥିବା ଜଣେ ମହିଳା ୩ ହରିଣଙ୍କୁ ଲିଭିଂ ରୁମ୍‌କୁ ଡାକି ଜରିମାନା ଗଣିଛନ୍ତି। ମହିଳା ଜଣଙ୍କ ହରିଣଙ୍କୁ ଦେଖି ବିଭୋର ହୋଇଯାଇଥିଲେ।...

ଜାମିଆ ପରେ ସିଲମପୁରକୁ ବ୍ୟାପିଲା ସିଏଏ ହିଂସା: ୩ ମେଟ୍ରୋ ଷ୍ଟେଶନ ବନ୍ଦ

ନୂଆଦିଲ୍ଲୀ,୧୭।୧୨: ଦିଲ୍ଲୀର ଜାମିଆ ପରେ ଏବେ ସିଲମପୁରକୁ ବ୍ୟାପିଛି ନାଗରିକତା ସଂଶୋଧନ ଆଇନ (ସିଏଏ) ହିଂସା। ମଙ୍ଗଳବାର ଜଫରାବାଦରେ ସିଏଏ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।...

କୁଲୁରେ ବାଦଲ ଫଟା ବର୍ଷା, ଶିମଲାରେ ଭୂସ୍ଖଳନ…

ଶିମଲା, ୬।୭ : ହିମାଚଳ ପ୍ରଦେଶରେ ପାଣିପାଗ ପରିସ୍ଥିତି ଖରାପ ହେବାରେ ଲାଗିଛି। ଏହାକୁ ଯୋଗୁ ଧନଜୀବନ କ୍ଷତି ଘଟିବା ଆରମ୍ଭ ହୋଇଛି। ବାଦଲ ଫଟା...

ସଙ୍କଟରେ ବିମାନ ଚଳାଚଳ

ନୂଆଦିଲ୍ଲୀ,୨୩ା୫ : କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ବିଶ୍ୱର ଅନେକ ଦେଶରେ ଲକ୍‌ଡାଉନ୍‌ ଓ ଯାତ୍ରା କଟକଣା ଜାରି କରାଯାଇଛି। ଏପରି କି ବିମାନ...

Advertisement
Archives

Model This Week