ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ ପକ୍ଷରୁ ଧର୍ମଘଟ

ରାୟଗଡ଼ା ଅଫିସ,୩୧।୧: ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ ପକ୍ଷରୁ ଜାନୁୟାରୀ ୩୧ ଶୁକ୍ରବାର ଓ ଫେବୃୟାରୀ ୧ ଶନିବାର ସମସ୍ତ ବ୍ୟାଙ୍କ ବନ୍ଦ ଡାକରା ଦିଆଯାଇଛି। ସପ୍ତାହକୁ ୫ ଦିନ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା ପ୍ରଚଳନ, ଦରମାର ପୁନଃ ନିର୍ଦ୍ଧାରଣ, ସମାନ କାମକୁ ସମାନ ଦରମା, ଅବସରକାଳୀନ ସହାୟତାରୁ ଆୟକର ବ୍ୟବସ୍ଥାକୁ ବାଦ୍‌ ଦେବା ଆଦି ୧୨ ଦଫା ଦାବିରେ ଫୋରମ ଅଫ୍‌ ବ୍ୟାଙ୍କ ୟୁନିୟନ ପକ୍ଷରୁ ଏହି ଧର୍ମଘଟ ହୋଇଛି। ଏ ନେଇ ଶୁକ୍ରବାର ସକାଳୁ ରାୟଗଡ଼ା ମୁଖ୍ୟ ଏସ୍‌ବିଆଇ ବ୍ୟାଙ୍କ ସମ୍ମୁଖରେ ଶତାଧିକ କର୍ମଚାରୀ ଧର୍ମଘଟରେ ବସିଛନ୍ତି। ଏଥିରେ ରାୟଗଡ଼ା ରିଜନ ଫାଇଭର ଜୋନାଲ ସେକ୍ରେଟାରି ରାମଦାସ ବିଡିକା, ବି . ତାରିଣୀ , ରାୟଗଡ଼ା ଶାଖାର ସଭାପତି ସୁବାସ ଚନ୍ଦ୍ର ବିସମାଝି , ଏସ୍‌କେ ଶୁଭାନ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିଦେଶରେ ପ୍ରସ୍ତୁତ ହେବ ମାଣ୍ଡିଆ ଖାଦ୍ୟ

ପୋଲସରା,୧୫ା୧୦(ଡି.ଏନ.ଏ.): ଓଡ଼ିଶାର ମିଲେଟ ଖାଦ୍ୟ ପ୍ୟାରିସରେ ବିଦେଶୀମାନଙ୍କ ମନ ମୋହିବ। ଓଡିଶା ମିଲେଟ ମିଶନର ସହଯୋଗରେ ପୋଲସରା ବ୍ଲକ ଚିରିକିପଡା ଶାସନ ଗ୍ରାମର ରାଇମାଳି ମହିଳା...

ଗିରଫ ହେଲେ ଚିଟଫଣ୍ଡ ସଂସ୍ଥାର ମାଲିକ

ବ୍ରହ୍ମପୁର ଅଫିସ,୧୧ା୨: ଟାଉନ ଥାନା ପୋଲିସ ୱାରେଣ୍ଟ ବଳରେ ଏକ ଚିଟଫଣ୍ଡ ସଂସ୍ଥାର ମାଲିକଙ୍କୁ ଗିରଫ କରିଛି। ସେ ହେଲେ ଗ୍ରୀନ୍‌ ଇଣ୍ଡିଆ ଚିଟଫଣ୍ଡ ସଂସ୍ଥାର...

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର,୧୩।୧୦(ସ୍ବ.ପ୍ର.): ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫ଟି ସଚିବ ଭି.କେ.ପାଣ୍ଡିଆନ କେନ୍ଦୁଝର ଗସ୍ତରେ ଆସି ଜିଲା ମୁଖ୍ୟ ଡାକ୍ତରଖାନାରେ ରୋଗୀଙ୍କ ସହ ଆଲୋଚନା କରିଛନ୍ତି। ଡାକ୍ତରଖାନାର...

ସମ୍ମାନିତ ହେଲେ ପୋଲିସ ଅଧିକାରୀ

ଝାରସୁଗୁଡ଼ା ଅଫିସ,୨ା୪: ଝାରସୁଗୁଡା ଓଏସ୍‌ଏପି ଦ୍ୱିତୀୟ ବାଟାଲିଅନ ପଡିଆରେ ଜିଲା ପୋଲିସ ପ୍ରଶାସନ ତରଫରୁ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏସ୍‌ପି ବିକାଶ ଚନ୍ଦ୍ର...

କ୍ରାନ୍ତି ଦିବସରେ ପୌର କାର୍ଯ୍ୟାଳୟ ଘେରାଉ କଲା ଭାଜପା

ବଡ଼ବିଲ,୯ା୮(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ଭାଜପା ବଡ଼ବିଲ ନଗର ମଣ୍ଡଳ ପକ୍ଷରୁ ବୁଧବାର କ୍ରାନ୍ତି ଦିବସ ଅବସରରେ ବଡ଼ବିଲ ପୌର କାର୍ଯ୍ୟାଳୟ ଘେରାଉ କରି ପୋରାଞ୍ଚଳର...

କେୟାର ହସ୍ପିଟାଲରେ ଲୋକଙ୍କୁ ପାର୍କିଂ ମନା

ଭୁବନେଶ୍ୱର, ୩୧ା୧୦: ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ, ହସ୍ପିଟାଲ, ସିନେମା ହଲ୍‌, ଆପାର୍ଟମେଣ୍ଟ, ମଲ୍‌ରେ ଲୋକଙ୍କ ଗାଡ଼ି ରଖିବା ଆବଶ୍ୟକ ପାର୍କିଂ ସ୍ଥାନ ରଖିବାକୁ ବାଧ୍ୟ। ଏବେ...

ସ୍ୱାଭିମାନ ଅଞ୍ଚଳରେ ଘରେ ଘରେ ପୁଷ୍ଟି ପ୍ରୟାସର ଶୁଭାରମ୍ଭ କଲେ ମନ୍ତ୍ରୀ, ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଘୋଡ଼ା ଦୌଡ଼ ପ୍ରତିଯୋଗିତା

ଚିତ୍ରକୋଣ୍ଡା ,୦୭/୧: ଘରେ ଘରେ ପୁଷ୍ଟି ପ୍ରୟାସ ଶନିବାର  ଓଡିଶା ସରକାର ଆରମ୍ଭ କରିଛନ୍ତି। ରାଜ୍ୟ ସରକାରଙ୍କ ନ୍ୟୁଟ୍ରେଶନ ଆଟ ଡୋରଷ୍ଟେପ(ଘରେ ଘରେ ପୃଷ୍ଟି) ପ୍ରଥମେ...

ବାଡ଼ି ନୃସିଂହଙ୍କ ଚାରି ଆଶ୍ରମ ବିଜେ

ପୁରୀ ଅଫିସ, ୯ା୮: ପବିତ୍ର ଶ୍ରାବଣ ଶୁକ୍ଳ ନବମୀ ତିଥିରେ ଶୁକ୍ରବାର ବାଡ଼ି ନୃସିଂହ ଶ୍ରୀକ୍ଷେତ୍ରର ଚାରି ଆଶ୍ରମ ବିଜେ କରିଛନ୍ତିି। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ...

Advertisement
Archives

Model This Week