Posted inଜାତୀୟ

ୟୁନିଫର୍ମ ପିନ୍ଧି ଧାନ ରୋଇବା ଶିଖିଲେ ବିଦ୍ୟାର୍ଥୀ

ଗୁଆହାଟି,୧୧।୭: ୟୁନିଫର୍ମ ପିନ୍ଧି କେତେଜଣ ବିଦ୍ୟାର୍ଥୀ ଧାନ ରୋଇବାର ଏକ ଫଟୋ ଏବେ ସାରା ଦେଶରେ କୌତୁହଳ ସୃଷ୍ଟି କରିଛି। ଏହା ଆସାମ ତୁଦଳଗୁଡି ଜିଲାର ଏକ ସ୍କୁଲର ବୋଲି କୁହାଯାଉଛି। ଏଠାରେ ପିଲାମାନଙ୍କୁ ଶିକ୍ଷା ସହ ଗ୍ରାମୀଣ ଜୀବନ ବିଶେଷ ପରି ଚାଷ ସମ୍ପର୍କିତ ଅନୁଭବ ପାଇଁ ଏଭଳି ନିଆରା ଉପାୟ ବଛାଯାଇଛି। ୨୦୧୮ ପାଠ୍ୟକ୍ରମରେ ଧାନ ରୋଇବା ବିଷୟକୁ ସ୍ଥାନ ଦିଆଯାଇଥିବା ବେଳେ ଚଳିତ ବର୍ଷ ମଧ୍ୟ ଏହାକୁ ରଖାଯାଇଛି। ଫାର୍ମିଂ ପ୍ରାକ୍ଟିକାଲ କ୍ଲାସରେ ଏହି ପିଲାମାନଙ୍କୁ ବହି ଜ୍ଞାନ ସହ ଧାନ ରୋଇବା ବିଷୟରେ ମଧ୍ୟ ଶିକ୍ଷା ଦିଆଯାଉଛି। ସେଥିପାଇଁ ଶିକ୍ଷକ ପିଲାମାନଙ୍କୁ ସିଧାସଳଖ ଧାନ କ୍ଷେତକୁ ନେଇ ସେମାନଙ୍କୁ ଧାନ ରୋଇବା ଶିଖାଉଛନ୍ତି। ଏବେ ଏହି ଫଟୋଟିକୁ ଦେଖି ପ୍ରାୟ ସମସ୍ତେ ଖୁସି ପ୍ରକାଶ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟବ୍ୟସ୍ତତା ଯୋଗୁଁ କାର୍ଯ୍ୟାଳୟରେ ଆଇଏଏସ୍‌ ଅଫିସର ବିବାହ କଲେ ଆଇପିଏସ୍‌ଙ୍କୁ

କୋଲକାତା,୧୭।୨: ବିବାହକୁ ସ୍ମୃତି କରିବା ପାଇଁ ଯୁବକ ଯୁବତୀ ଭିନ୍ନ ଭିନ୍ନ ଉପାୟ ଆପଣାଇଥାନ୍ତି। ଏହାକୁ ଗ୍ରାଣ୍ଡଓ୍ବେରେ ସେଲିବ୍ରେଟ କରିବା ପାଇଁ ବହୁ ଦିନରୁ ଆୟୋଜନ...

ଆବାସିକ ସ୍କୁଲର ୨୮୮ ଛାତ୍ରୀ କରୋନା ପଜିଟିଭ୍‌…

ଖାମ୍ମାମ,୨୨।୧୧: ଦେଶରେ କରୋନା ସ୍ଥିତିରେ ସୁଧାର ଆସିବାରେ ଲାଗିଛି। ଏପରିସ୍ଥଳେ ତେଲେଙ୍ଗାନାରେ ଏକ ଅବାସିକ ସ୍କୁଲର ୨୮୮ ଛାତ୍ରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି।...

ବର୍ଷା ପରେ ବି କମୁନି ରାଜଧାନୀରେ ପ୍ରଦୂଷଣର ସ୍ତର

ନୂଆଦିଲ୍ଲୀ,୩।୧୧: ଦିଲ୍ଲୀ ଏନ୍‌ସିଆର୍‌ରେ ବର୍ଷା ପରେ ବି କମୁନି ପ୍ରଦୂଷଣର ମାତ୍ରା। ଶନିବାର ରାତିରେ ଦିଲ୍ଲୀର କିଛି ଅଂଶରେ ସାମାନ୍ୟ ବର୍ଷା ହୋଇଥିବା ବେଳେ ଏବେବି...

ଫିଲ୍ମ ଟିକଟ ପାଇଁ ଏଭଳି ଚରମ ନିଷ୍ପତ୍ତି ନେଲେ ନାବାଳକ

ତେଲେଙ୍ଗାନା, ୧୬।୨: ଫିଲ୍ମ ଟିକଟ ପାଇଁ ଆତ୍ମହତ୍ୟା କରିଛନ୍ତି ୧୧ ବର୍ଷିୟ ନାବାଳକ। ସେ ଅଷ୍ଟମ ଶ୍ରେଣୀରେ ପଢୁଥିଲେ। ସେ ନିଜ ସାଙ୍ଗମାନଙ୍କ ସହିତ ପୱନ...

ୟେଦୁରପ୍ପା ଦେଲେ ଇସ୍ତଫା…

ବେଙ୍ଗାଲୁରୁ,୨୬।୭: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ଇସ୍ତଫା ଦେଇଛନ୍ତି। ସୋମବାର ରାଜ୍ୟରେ ଭାଜପା ସରକାର ୨ ବର୍ଷ ପୂରଣ କରିଥିବାବେଳେ ୟେଦୁରପ୍ପା ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା...

‘ସମ୍ରାଟ ପୃଥ୍ବୀରାଜ’କୁ ଟ୍ୟାକ୍ସ୍‌ ଫ୍ରି ଘୋଷଣା କଲେ ଯୋଗୀ

ଲକ୍ଷ୍ନୌ,୨।୬: ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ଏବଂ ମାନୁଷୀ ଛିଲରଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ସମ୍ରାଟ ପୃଥ୍ବୀରାଜ’ ଏବେ ଖୁବ୍‌ ଚର୍ଚ୍ଚାରେ। ଫିଲ୍ମଟି ଆଉ ଗୋଟିଏ...

ଶାହାଙ୍କୁ ଘେରିଲେ ବିରୋଧୀ: ପ୍ରସାରଣ ବନ୍ଦ କଲା ଆର୍‌ଏସ ଟିଭି

ନୂଆଦିଲ୍ଲୀ,୧୨ା୧୨(ପି.ଟି.): ରାଜ୍ୟ ସଭାରେ ନାଗରିକତ୍ୱ (ସଂଶୋଧନ) ବିଲ୍‌ ଆଲୋଚନା ବେଳେ ବିରୋଧୀ ଦଳର ସଦସ୍ୟମାନେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କ ଉପରେ ବର୍ଷିବାରୁ ଗୃହର ଅଧ୍ୟକ୍ଷ ଏମ୍‌....

ଦକ୍ଷିଣ ପାର୍ଶ୍ୱ ମଠ, କୋଠା ଉଚ୍ଛେଦ ଅଭିଯାନ ଜାରି

ପୁରୀ ଅଫିସ୍‌, ୨୧।୧: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଚାଲିଛି ଉଚ୍ଛେଦ ଅଭିଯାନ। ମେଘନାଦ ପାଚେରିଠାରୁ ୭୫ ମିଟର ପରିଧି ମଧ୍ୟରେ ପ୍ରଶାସନ ପକ୍ଷରୁ ଏହି ଉଚ୍ଛେଦ...

Advertisement
Archives

Model This Week