ୟୁନିୟନ ବ୍ୟାଙ୍କ ପକ୍ଷରୁ ଋଣ ମୁକ୍ତି ଶିବିର

ନୂଆଦିଲ୍ଲୀ,୩-୧୧: ୟୁନିୟନ ବ୍ୟାଙ୍କ ପକ୍ଷରୁ ଋଣ ମୁକ୍ତି ଶିବିର ସମ୍ପର୍କରେ ଘୋଷଣା କରାଯାଇଛି। ଏହା ଚଳିତ ମାସ ୧୧ ତାରିଖ ଯାଏ ଚାଲିବ। ଏହା ସାରା ଦେଶରେ ଥିବା ବ୍ୟାଙ୍କର ସବୁ ଶାଖାଗୁଡିକରେ ଆୟୋଜନ କରାଯାଉଛି। ଏଥିରେ କ୍ଷୁଦ୍ର ଋଣଧାରୀଙ୍କଠାରୁ ଆରମ୍ଭ କରି ୫୦ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ନେଇଥିବା ବ୍ୟକ୍ତି ବିଶେଷ ସେମାନଙ୍କ ଅନାଦାୟ ଋଣ(ଏନ୍‌ପିଏ)କୁ ଏକକାଳୀନ ପରିଶୋଧ କରିବାକୁ ସୁଯୋଗ ପାଇ ପାରିବେ। ସେହିଭଳି ବ୍ୟାଙ୍କର କ୍ଷେତ୍ରୀୟ କାର୍ଯ୍ୟାଳୟ ଅନ୍ତର୍ଗତ ସବୁ ଶାଖାରେ ଏହା ଆୟୋଜନ କରାଯାଉଛି। ଋଣଧାରୀମାନେ ସେମାନଙ୍କ ନିକଟସ୍ଥ ଶାଖା ପ୍ରବନ୍ଧକମାନଙ୍କୁ ସାକ୍ଷାତକରି ବ୍ୟାଙ୍କ ଦ୍ୱାରା ପ୍ରଦାନ କରାଯାଉଥିବା ସୁବିଧା ସୁଯୋଗ ନେଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ଇରାନ ସହ ବଡ଼ ଡିଲ୍‌ କଲେ ଟ୍ରମ୍ପ! ସାରା ବିଶ୍ୱ ଦେଖି କାବା

ଓ଼୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

ଆସନ୍ତୁ, ଆମ ନାରୀ ଶକ୍ତିକୁ ସଶକ୍ତ କରିବା

ଉ କିଛିଦିନ ପରେ, ସମଗ୍ର ଭାରତବର୍ଷ ଉତ୍ସବମୁଖର ହୋଇଉଠିବ ଏବଂ ଦେଶର କୋଣ ଅନୁକୋଣରେ ହର୍ଷୋଲ୍ଲାସର ସହ ପାର୍ୱଣର ପରିବେଶ ଦେଖିବାକୁ ମିଳିବ। ଆସାମର ଲୋକମାନେ ରଙ୍ଗାଲି…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଆମେରିକା-ଇସ୍ରାଏଲକୁ ଚେତାବନୀ ଦେଲା ଇରାନ: ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ

ଓ୍ବାଶିଂଟନ୍‌,୯।୩: ଯଦିଓ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ସମ୍ପର୍କରେ ଏକ ଚୁକ୍ତି ହୋଇଛି। ତଥାପି ଯୁଦ୍ଧବିରତି ମଧ୍ୟରେ ମଧ୍ୟ ଇସ୍ରାଏଲର ଲେବାନନ ଉପରେ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri