ୟୁନିୟନ ବ୍ୟାଙ୍କ- ବ୍ୟାଙ୍କ ବାଜାର ଚୁକ୍ତି

ଭୁବନେଶ୍ୱର, ୨୯-୮: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ବ୍ୟାଙ୍କ ବାଜାର ଡଟ୍‌ କମ୍‌ ସହ ଚୁକ୍ତିରେ ସାମିଲ ହୋଇଛି। ଡିଟିଟାଲ ସୋର୍ସିଂ ଏବଂ ହାଉସିଂ ଲୋନ କ୍ଷେତ୍ରରେ କାର୍ଯ୍ୟ କରିବା ଲାଗି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା ବ୍ୟାଙ୍କ ପକ୍ଷରୁ କୁହାଯାଇଛି। ଆର୍ଥତ୍କ ସେବା କ୍ଷେତ୍ରରେ ଡିଜିଟାଲ ଟ୍ରେଣ୍ଡ ବୃଦ୍ଧି ଘଟୁଥିବାରୁ ବ୍ୟାଙ୍କ ଏଦିଗରେ ଅଗ୍ରସର ହେଉଛି। ପାରମ୍ପରିକ ଚ୍ୟାନେଲ ବାଦ କାର୍ଯ୍ୟଧାରାକୁ ତ୍ୱରାନ୍ବିତ କରିବାକୁ ବ୍ୟାଙ୍କ ଯୋଜନା ରଖିଛି। ଡିଜିଟାଲ ଚ୍ୟାନେଲରେ ଅଧିକ ସକ୍ରିୟ ହେବା ଦିଗରେ ଏହା କାର୍ଯ୍ୟ କରିବ ବୋଲି ୟୁନିୟନ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫,୩୪୦ କୋଟି ଟଙ୍କାର ଜିଏସ୍‌ଟି କ୍ଷତିପୂରଣ

ନୂଆଦିଲ୍ଲୀ,୨୧।୫-ଚଳିତ ଆର୍ଥତ୍କ ବର୍ଷ ବର୍ତ୍ତମାନ ସୁଦ୍ଧା କେନ୍ଦ୍ର ସରକାର ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳଗୁଡ଼ିକୁ ୧୫,୩୪୦ କୋଟି ଟଙ୍କାର ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି)...

ଆଇସିଆଇସିଆଇର ‘ପ୍ରୁ ସୁଖ୍‌ ସମୃଦ୍ଧି’

ନୂଆଦିଲ୍ଲୀ,୨୩।୧୧: ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍‌ ଇନ୍ସ୍ୟୁରାନ୍ସ ପକ୍ଷରୁ ଏକ ନୂଆ ପାର୍ଟିସିପେଟିଙ୍ଗ୍‌ ସେଭିଙ୍ଗ୍‌ସ ପ୍ରଡକ୍ଟ ‘ଆଇସିଆଇସିଆଇ ପ୍ରୁ ସୁଖ୍‌ ସମୃଦ୍ଧି’ର ଶୁଭାରମ୍ଭ କରାଯାଇଛି। ଏହା ଗ୍ରାହକଙ୍କୁ...

ଜିଓ ଇଣ୍ଟରକନେକ୍ସନ ମାମଲା;ଏୟାରଟେଲ୍‌, ଭୋଡାଫୋନ ଦେଇପାରନ୍ତି ୩୦୫୦ କୋଟି ପେନାଲ୍ଟି

ନୂଆଦିଲ୍ଲୀ,୧୮-୬: ଟେଲିକମ୍‌ ଡିପାର୍ଟମେଣ୍ଟର ସମସ୍ତ ନିଷ୍ପତ୍ତି ନେଉଥିବା ସଂସ୍ଥା ଡିଜିଟାଲ କମ୍ୟୁନିକେଶନ୍ସ କମିଶନ(ଡିସିସି) ସୋମବାର ଭାରତୀ ଏୟାରଟେଲ ଓ ଭୋଡାଫୋନ ଆଇଡିଆ ଠାରୁ ପେନାଲ୍ଟି ଆଦାୟ...

ଅମ୍ଫନ୍‌ ପାଇଁ ଲକ୍ଷେ କୋଟି କ୍ଷତି

କୋଲକାତା,୨୪।୫: ମହାବାତ୍ୟା ଅମ୍ଫନ୍‌ ଯୋଗୁ ପୂର୍ବାଞ୍ଚଳ ରାଜ୍ୟ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷତିକ୍ଷତି ଘଟିଥିଲେ ହେଁ ଓଡ଼ିଶା ସେତେଟା ପ୍ରଭାବିତ ହୋଇନାହିଁ। ଅମ୍ଫନ୍‌ ଯୋଗୁ ଭିତ୍ତିଭୂମି, କୃଷି...

କରୋନାର ପ୍ରଭାବରେ ଅର୍ଥବ୍ୟବସ୍ଥା ଟଳମଳ: ଭାରତର ଅଭିବୃଦ୍ଧି ହାରକୁ କମାଇଲା ମୁଡିଜ୍‌

ନୂଆଦିଲ୍ଲୀ,୧୭।୨: ପୃଥିବୀର ଦ୍ୱିତୀୟ ବୃହତମ ଅର୍ଥ ବ୍ୟବସ୍ଥା ଚାଇନାରେ ଦେଖାଦେଇଥିବା କରୋନା ଭୁତାଣୁ ସଂକ୍ରମଣ ଯୋଗୁ ଅନ୍ତର୍ଜାତୀୟ ବଜାର ବେଶ୍‌ ପ୍ରଭାବିତ ହୋଇଛି। କରୋନା ଯୋଗୁ...

ଜିଓ ମାର୍ଟ, ସ୍ମାର୍ଟ ଷ୍ଟୋରରେ ‘ବେଷ୍ଟିଭାଲ୍‌ ସେଲ୍‌’

ନୂଆଦିଲ୍ଲୀ,୧୬।୧୦: ରିଲାଏନ୍ସ ରିଟେଲ୍‌ର ଜିଓ ମାର୍ଟ ଏବଂ ସ୍ମାର୍ଟ ଷ୍ଟୋର ପକ୍ଷରୁ ‘ବେଷ୍ଟିଭାଲ୍‌ ସେଲ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ସ୍ବତନ୍ତ୍ର ସେଲ୍‌ (ଅଫର)...

‘ଊର୍ଜା ଚାହିଦାର କେନ୍ଦ୍ରବିନ୍ଦୁ ହୋଇ ରହିବ ଭାରତ’

ନୂଆଦିଲ୍ଲୀ,୧୨।୪: ଭାରତ ପୂର୍ବଭଳି ବିଶ୍ୱ ଊର୍ଜା ଚାହିଦାର କେନ୍ଦ୍ରବିନ୍ଦୁ ହୋଇ ରହିବ। କରୋନା ପରବର୍ତ୍ତୀ ସମୟରେ ମଧ୍ୟ ଊର୍ଜା ଚାହିଦା କ୍ଷେତ୍ରରେ ଭାରତ ଏହାର ପ୍ରମୁଖ...

ଚାହିଦା, ଅଭିବୃଦ୍ଧି ଲାଗି ସରକାର ନେବେ ଅଧିକ ପଦକ୍ଷେପ

ନୂଆଦିଲ୍ଲୀ,୨୦ -୧୦: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଅଭିବୃଦ୍ଧି ୬ ବର୍ଷର ସର୍ବନିମ୍ନ ସ୍ତରକୁ ଖସିଛି। ଚାହିଦା ପ୍ରଭାବିତ ସ୍ଥିତିରେ ରହିଛି। ଏହାକୁ ବଢାଇବା...

Advertisement
Archives

Model This Week