Posted inଜାତୀୟ

ୟୁପିଏସ୍‌ସି ମୁଖ୍ୟ ସାକ୍ଷାତକାର ପରୀକ୍ଷା ବାତିଲ

ନୂଆଦିଲ୍ଲୀ, ୨୧ା୩: କରୋନା ଭାଇରସ୍‌ ଯୋଗୁ ୟୁପିଏସ୍‌ସି ପକ୍ଷରୁ ମୁଖ୍ୟ ସାକ୍ଷାତକାର ପରୀକ୍ଷା(ଇଣ୍ଟରଭ୍ୟୁ)କୁ ବାତିଲ କରାଯାଇଛି। ଏହି ପରୀକ୍ଷା ଫେବୃୟାରୀରୁ ଆରମ୍ଭ ହୋଇ ଏପ୍ରିଲ ପର୍ଯ୍ୟନ୍ତ କରାଯିବାକୁ ଥିବାବେଳେ କରୋନା ଭୟରେ ଏହାକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ନୂଆ ସାକ୍ଷାତକାର ପରୀକ୍ଷା ଲାଗି ତାରିଖ ଘୋଷଣା କରାଯାଇ ପ୍ରାର୍ଥୀଙ୍କୁ ଅବଗତ କରାଯିବ ବୋଲି ୟୁପିଏସ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ଏହି ଘୋଷଣା ସହ ୟୁପିଏସ୍‌ସି ଅନ୍ୟ ସାକ୍ଷାତକାର ପରୀକ୍ଷାଗୁଡ଼ିକୁ ଏପ୍ରିଲ ୧୫ ଯାଏ ଘୁଞ୍ଚାଇ ଦେଇଛି। ପ୍ରକାଶଥାଉ କି, ମୁଖ୍ୟ ଲିଖିତ ପରୀକ୍ଷା ସହ ସାକ୍ଷାତକାର ପରୀକ୍ଷାର ମାର୍କ ମିଶି ପ୍ରାର୍ଥୀଙ୍କ ର଼୍ୟାଙ୍କ ଚୟନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବପ୍ନ ପୂରଣ କଲେ ଶିକ୍ଷକ: ଅବସର ଗ୍ରହଣ ପରେ ହେଲିକପ୍ଟରରେ ଗାଁକୁ ଫେରିଲେ

ଅଲଓ୍ବର,୧।୯: ରାଜସ୍ଥାନ ଅଲଓ୍ବରର ରମେଶ ଚାନ୍ଦ ମିନା ନାମକ ଜଣେ ଶିକ୍ଷକ ତାଙ୍କ ସ୍ବପ୍ନ ପୂରଣ କରିବା ଲାଗି ହେଲିକପ୍ଟରରେ ଯାତ୍ରା କରିଛନ୍ତି। କଥା ହେଲା...

ବଦଳିବ ବହିର୍ବ୍ୟାପାର ମନ୍ତ୍ରଣାଳୟ ଢାଞ୍ଚା

ନୂଆଦିଲ୍ଲୀ,୧ା୨(ଆଇଏଏନ୍‌ଏସ୍‌): ବହିର୍ବ୍ୟାପାର ମନ୍ତ୍ରଣାଳୟ (ଏମ୍‌ଇଏ)ର ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ସଂସ୍କାର ଆଣିବା ପାଇଁ କେନ୍ଦ୍ର ସରକାର ଏଥିରେ ଢାଞ୍ଚାଗତ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ମନ୍ତ୍ରଣାଳୟ...

ଗୁରୁବାର ଯାଏ ବଢ଼ିଲା ଚିଦାମ୍ବରମ୍‌ଙ୍କ ଅନ୍ତରୀଣ ସୁରକ୍ଷା

ନୂଆଦିଲ୍ଲୀ,୨୮।୮: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଅନ୍ତରୀଣ ଜାମିନ ଉପରେ ବୁଧବାର ସୁପ୍ରିମକୋର୍ଟ ଶୁଣାଣି କରି ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ଙ୍କ ଅନ୍ତରୀଣ ସୁରକ୍ଷା ଅବଧିକୁ ବଢ଼ାଇ ଦେଇଛନ୍ତି।...

ଇସ୍‌ଲାମାବାଦରେ ଭାରତୀୟ ଉଚ୍ଚାୟୁକ୍ତର ଦୁଇ ଅଧିକାରୀ ନିଖୋଜ

ନୂଆଦିଲ୍ଲୀ,୧୫।୬: ପାକିସ୍ତାନର ରାଜଧାନୀ ଇସ୍‌ଲାମାବାଦରେ ୨ ଭାରତୀୟ ଅଧିକାରୀ ନିଖୋଜ ହୋଇଥିବା ସୂଚନା ମିଳିଛି। ବିଶେଷ ସୂତ୍ରରୁ ମିଳିଥିବା ଏହି ସୂଚନା ଅନୁଯାୟୀ, ପାକିସ୍ତାନରେ ଭାରତୀୟ...

ଜମ୍ମୁ-କଶ୍ମୀର ପ୍ରସଙ୍ଗ: ଶାନ୍ତିଦୂତ ହେବାକୁ ଚାହାଁନ୍ତି ମୋଗଲ ବଂଶଜ ୟାକୁବ୍‌; ରାଷ୍ଟ୍ରପତିଙ୍କୁ ଲେଖିଛନ୍ତି ଚିଠି

ହାଇଦ୍ରାବାଦ୍‌,୨୦।୮: ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଶାନ୍ତିଦୂତ ହେବା ପାଇଁ ମୋଗଲ ବଂଶଜ ୟାକୁବ୍‌ ହବିବୁଦ୍ଦିନ୍‌ ତୁସି ଇଛା ପ୍ରକାଶ କରିଛନ୍ତି। ଏନେଇ ସେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ...

ପେଟ ରୋଗରୁ ଦୂରେଇ ରହିବା ପାଇଁ ସପ୍ତାହରେ ଥରେ ନଖ ଉଷୁମ ପାଣିରେ ମିଶାଇ ଖାଆନ୍ତୁ ଏହାକୁ…

ଶରୀରକୁ ସୁସ୍ଥ ରଖିବା ପାଇଁ ପାକସ୍ଥଳୀରେ ଥିବା ଏସିଡ୍‌ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ । ତେବେ ବେଳେବେଳେ କୌଣସି କାରଣରୁ ଏହା ସ୍ବାଭାବିକ ଭାବେ...

ଛାତ୍ରଙ୍କୁ ୧.୪୫ କୋଟି ଟଙ୍କାର ଚାକିରି ଅଫର୍‌ ଦେଲା ଫେସବୁକ୍‌

ନୂଆଦିଲ୍ଲୀ,୬।୧୧: ନୂଆଦିଲ୍ଲୀର ଇନ୍ଦ୍ରପ୍ରସ୍ଥ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇନଫରମେଶନ୍‌ ଟେକ୍ନୋଲୋଜି(ଆଇଆଇଆଇଟି)ର ଜଣେ ଛାତ୍ରଙ୍କୁ ଫେସବୁକ ୧.୪୫ କୋଟି ଟଙ୍କାର ଚାକିରି ଅଫର ଦେଇଛି। ଏହି ଇନ୍‌ଷ୍ଟିଚ୍ୟୁଟରେ ଏହା...

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ଭାଜପା ଗଡ଼ ରକ୍ଷା ଚିନ୍ତାରେ ଥିବାବେଳେ କଂଗ୍ରେସ ପାଇଁ ପୁରୁଣା ଗାଦି ବିଜୟ ଲକ୍ଷ୍ୟ

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ୯ଟି ରାଜ୍ୟର ୭୧ ଆସନ ପାଇଁ ସୋମବାର ମତଦାନ କରାଯିବ। ଏସବୁ ଆସନରେ ଭାଜପା ଗଡ଼ ରକ୍ଷା...

Coronavirus Update


Archives

Model This Week

Why Dharitri