Posted inଜାତୀୟ

ୟୁପିରେ ବର୍ଷାର ପ୍ରକୋପ,ଝଡ଼ ତୋଫାନ ନେଲା ୧୯ଜୀବନ

ଲକ୍ଷ୍ନୌ,୭।୬: ଭୀଷଣ ଖରାରେ ସିଝୁଥିବା ଉତ୍ତରପ୍ରଦେଶରେ ଗୁରୁବାର ବର୍ଷା ହେବା ପରେ ଗରମରୁ ଟିକେ ନିସ୍ତାର ମିଳିଛି। ଗୁରୁବାର ସନ୍ଧ୍ୟାରେ ଲକ୍ଷ୍ନୌ ଓ ଆଖପାଖ ଅଞ୍ଚଳରେ ଭାରି ବର୍ଷା ହେବା ଯୋଗୁ ବହୁ ଲୋକଙ୍କ ଜୀବନ ହାନି ହୋଇଥିବା ଜଣାପଡ଼ିଛି। ଝଡ ତୋଫାନ ଯୋଗୁ ୟୁପିର ୬ଟି ଜିଲାରେ ୧୯ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ସବୁଠାରୁ ଅଧିକ ମେନପୁରୀରେ ୬ଜଣ ଲୋକ ମୃତ୍ୟୁବରଣ କରିଛନ୍ତି। ଅପରପକ୍ଷରେ ଏନେଇ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖ ପ୍ରକାଶ କରିବା ସହ ପ୍ରଭାବିତ ଅଞ୍ଚଳର ପରିଦର୍ଶନ କରି ପ୍ରଭାବିତ ଲୋକଙ୍କୁ ତୁରନ୍ତ ରିଲିଫ ପ୍ରଦାନ ସହ ସମସ୍ତ ପ୍ରକାର ସାହାଯ୍ୟ କରିବା ପାଇଁ ଯୋଗୀ ଆଦିତ୍ୟନାଥ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଖୁବ୍‌ ଶୀଘ୍ର ପ୍ରଭାବିତ ଅଞ୍ଚଳର କ୍ଷୟକ୍ଷତି ଆକଳନ କରି ସହାୟତା ରାଶି ଘୋଷଣା କରିବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକେ ନିଜେ ଜାରି କଲେ ୧୦ ଦିନିଆ ଲକ୍‌ଡାଉନ୍‌…

ଅହମଦାବାଦ,୨୦।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ କେତେକ ଅଞ୍ଚଳରେ ସ୍ଥାନୀୟ ଲୋକେ ସରକାର ଅବା ସ୍ଥାନୀୟ ପ୍ରଶାସନର...

ପଞ୍ଜାବ ନିର୍ବାଚନ ପୂର୍ବରୁ ଚାଷୀ ଆନ୍ଦୋଳନ ଶେଷ ହେବା ସମ୍ଭାବନା, କ୍ୟାପଟେନ୍‌ ଦେଲେ ସଙ୍କେତ…

ଚଣ୍ଡିଗଡ଼,୨୦।୧୦: ଆସନ୍ତା ୨୦୨୨ ଫେବୃୟାରୀ-ମାର୍ଚ୍ଚରେ ପଞ୍ଜାବରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହା ପୂର୍ବରୁ ଦେଶରେ ସଂଶୋଧିତ କୃଷି ଆଇନକୁ ନେଇ ଜାରି ରହିଥିବା ଚାଷୀ...

ଜୋଷୀମଠ ପ୍ରସଙ୍ଗର ଶୁଣାଣି ଶୀଘ୍ର କରିବାକୁ ମନା କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୯।୧ : ଉତ୍ତରାଖଣ୍ଡର ଅନ୍ୟତମ ପ୍ରସିଦ୍ଧ ସହର ଜୋଷୀମଠ କ୍ରମାଗତ ଭାବରେ ଦବିବାରେ ଲାଗିଛି। ଏହି ପ୍ରସଙ୍ଗରେ ଶୀଘ୍ର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରି...

ରୋବୋ ମାଧ୍ୟମରେ ଆରମ୍ଭ ହେଲା କରୋନା ସଚେତନତା କାର୍ଯ୍ୟକ୍ରମ

କୋଚି,୧୩।୩: କରୋନା ଭାଇରସ ସମ୍ପର୍କରେ ସଚେତନତା ସୃଷ୍ଟି କରିବାକୁ ଆରମ୍ଭ କରାଯାଇଛି ଷ୍ଟାର୍ଟ ଅପ୍‌ ମିଶନ। କେରଳର କୋଚିରେ ଆରମ୍ଭ କରାଯାଇଥିବା ଏହି କାର୍ଯ୍ୟକ୍ରମରେ ୨ଟି...

ବାଘ ମୃତ୍ୟୁ: କେନ୍ଦ୍ରର ଜବାବ ଲୋଡିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୪।୩ : ଦେଶରେ ବାଘଙ୍କ ମୃତ୍ୟୁ ଘଟଣାରେ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କଠାରୁ ଜବାବ ଲୋଡିଛନ୍ତି। ଜଷ୍ଟିସ କେ.ଏମ ଜୋସେଫ ଏବଂ ବି.ଭି ନାଗରତ୍ନାଙ୍କ ଏକ ବେଞ୍ଚ...

ପରମେଶ୍ୱରନ ନୀତି ଆୟୋଗର ସିଇଓ

ନୂଆଦିଲ୍ଲୀ,୨୪।୬: ପରମେଶ୍ୱରନ ଆୟର ନୀତି ଆୟୋଗର ସିଇଓ ଭାବେ ନିଯୁକ୍ତ ହୋଇଛନ୍ତି। ଶୁକ୍ରବାର କେନ୍ଦ୍ର ସରକାର ପରମେଶ୍ୱରନକୁ ଏହି ପଦରେ ନିଯୁକ୍ତ ଦେଇଛନ୍ତି। ବର୍ତ୍ତମାନ ଯିଏ...

ବିମାନରେ ମହିଳାଙ୍କ ଉପରେ ପରିସ୍ରା କରିଥିବା ମାମଲା, ଏଫଆଇଆର ରୁଜୁ କଲା ଏୟାର ଇଣ୍ଡିଆ…

ନୂଆଦିଲ୍ଲୀ,୪।୧ : ଏୟାର ଇଣ୍ଡିଆ ବିମାନରୁ ଏକ ମାମଲା ସାମ୍ନାକୁ ଆସିଛି। ଆମେରିକାରୁ ଦିଲ୍ଲୀ ଆସୁଥିବା ବିମାନରେ ଜଣେ ମଦ୍ୟପ ବ୍ୟକ୍ତି ୭୦ ବର୍ଷ ବୟସ୍କା...

ଶୀତରେ ବେଆଇନ ବ୍ରିଜ୍‌ ନିର୍ମାଣ ଶେଷ କରିବାକୁ ଚାଇନାର ଷଡ଼ଯନ୍ତ୍ର, ଉପଗ୍ରହ ଚିତ୍ରରୁ ପର୍ଦ୍ଦାଫାଶ୍‌…

ଲଦାଖ, ୧୮।୧ : ଶୀତଋତୁରେ ପୂର୍ବ ଲଦାଖରେ ପ୍ରବଳ ଥଣ୍ଡାରେ ପାଙ୍ଗୋଙ୍ଗ୍‌ ହ୍ରଦର ପାଣି ବରଫ ପାଲଟି ଯାଇଛି। ଏପରିସ୍ଥଳେ ଚାଇନା ଏଠାରେ ୪୦୦ ମିଟର...

Advertisement
Archives

Model This Week