Posted inଜାତୀୟ

ୟୁପି ମନ୍ତ୍ରୀଙ୍କ ‘ସୁପ୍ରିମକୋର୍ଟ ଆମର’ ମନ୍ତବ୍ୟକୁ ନିନ୍ଦା

ନୂଆଦିଲ୍ଲୀ,୧୩-୯: ‘ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ହେବ, କାରଣ ସୁପ୍ରିମକୋର୍ଟ ଆମର। ଏ ଦେଶ, ନ୍ୟାୟପାଳିକା ଓ ମନ୍ଦିର ସବୁ ଆମର।’ ୨୦୧୮ ସେପ୍ଟେମ୍ବରରେ ଉତ୍ତରପ୍ରଦେଶର ମନ୍ତ୍ରୀ ମୁକୁଟ ବିହାରୀ ବର୍ମା ଦେଇଥିବା ଏଭଳି ମନ୍ତବ୍ୟକୁ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ନିନ୍ଦା କରିଛନ୍ତି। ଗୁରୁବାର ରାମ ଜନ୍ମଭୂମି ମାମଲା ଶୁଣାଣିର ୨୨ତମ ଦିନରେ ସୁନ୍ନି ଓ୍ବାକ୍‌ଫ ବୋର୍ଡ ପାଇଁ ମାମଲା ଲଢ଼ୁଥିବା ବରିଷ୍ଠ ଆଇନଜୀବୀ ରାଜୀବ ଧାଓ୍ବନ ମନ୍ତ୍ରୀଙ୍କ ଉପରୋକ୍ତ ମନ୍ତବ୍ୟ ସମ୍ପର୍କରେ ଅଦାଲତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ମାମଲା ସମ୍ପର୍କରେ ଯୁକ୍ତି ଉପସ୍ଥାପନ ପାଇଁ ବାତାବରଣ ଅନୁକୂଳ ନୁହେଁ ବୋଲି ସେ ୫ ଜଣିଆ ଖଣ୍ଡପୀଠରେ ଅଭିଯାଗ କରିଥିଲେ। ତାଙ୍କ ପାଖକୁ ଫେସ୍‌ବୁକ୍‌ରେ ଧମକପୂର୍ଣ୍ଣ ବାର୍ତ୍ତା ଆସୁଥିବା ଏବଂ ବୁଧବାର ତାଙ୍କ କିରାଣିଙ୍କୁ କେତେଜଣ ସୁପ୍ରିମକୋର୍ଟ ପରିସରରେ ମାଡ଼ ମାରିଥିବା ଧାଓ୍ବନ କହିଥିଲେ। ଏହା ଉପରେ ପ୍ରତିକ୍ରିୟା ପ୍ରକାଶ କରି ପ୍ରଧାନ ବିଚାରପତି କହିଥିଲେ, ଏଭଳି ମନ୍ତବ୍ୟ ନିନ୍ଦନୀୟ।


Enter your email to get our daily news in your inbox.

All Right Reserved By Dharitri.Com

ନିଆରା ବିବାହ : ମନ୍ତ୍ରରେ ନୁହେଁ, ଫିଲ୍ମ ଗୀତରେ ବିବାହ କାର୍ଯ୍ୟ ସମାପନ କଲେ ପଣ୍ଡିତ; ଦେଖନ୍ତୁ ଭିଡିଓ…

ସାଧାରଣତଃ ବିଧି ବିଧାନ ସହ ମନ୍ତ୍ର ଉଚ୍ଚାରଣ କରି ପଣ୍ଡିତ ବିବାହ କାର୍ଯ୍ୟ ସମ୍ପନ୍ନ କରିଥାନ୍ତି। ଏଥିରେ ଅଧିକ ବି ସମୟ ଲାଗିଥାଏ। କିନ୍ତୁ ଏପରି...

କମଲନାଥଙ୍କ ଉପରେ ବର୍ଷିଲେ ଶିବରାଜ କହିଲେ କଂଗ୍ରେସରେ ଭରି ରହିଛି ଅହଂକାର

ଇନ୍ଦୋର,୧୯ ।୧୦: ମଧ୍ୟପ୍ରଦେଶ ଉପନିର୍ବାଚନ ପୂର୍ବରୁ ରାଜ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ବୟାନକୁ ନେଇ ବିବାଦ ମୁଣ୍ଡ ଟେକିଛି । ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଶିବରାଜ...

‘କୃଷ୍ଣ, ହନୁମାନ ସବୁଠୁ ମହାନ୍‌ କୂଟନୀତିଜ୍ଞ’

ନୂଆଦିଲ୍ଲୀ,୩୦ା୧: ଭଗବାନ୍‌ କୃଷ୍ଣ ଓ ହନୁମାନ ବିଶ୍ୱର ସବୁଠୁ ବଡ଼ କୂଟନୀତିଜ୍ଞ ଥିଲେ। କୂଟନୀତି ଦୃଷ୍ଟିରୁ ମହାଭାରତ ଓ ରାମାୟଣର ଗୁରୁତ୍ୱ ସର୍ବାଧିକ ବୋଲି ବହିର୍ବ୍ୟାପାର...

ନମସ୍ତେ ବାପୁ କହି ଗାନ୍ଧୀଙ୍କ ଛାତିରେ ୩ଟି ଗୁଳି ଚଳାଇଥିଲେ ଗଡସେ

ନୂଆଦିଲ୍ଲୀ,୨।୧୦:ଅକ୍ଟୋବର ୨ ତାରିଖ। ଜାତିର ଜନକ ମହାତ୍ମା ଗାନ୍ଧିଙ୍କ ଜନ୍ମଦିନ। ଏବର୍ଷ ସାରା ଦେଶ ପାଳନ କରୁଛି ମହାତ୍ମାଙ୍କ ୧୫୦ ତମ ପୁଣ୍ୟତିଥି। ଏହି ପରିପ୍ରେକ୍ଷୀରେ...

ସୁପ୍ରିମକୋର୍ଟରେ ହେବ ଜରୁରୀ ଶୁଣାଣି

ନୂଆଦିଲ୍ଲୀ,୩।୩(ପି.ଟି.): ନିର୍ବାଚନ ବେଳେ ଭୋଟରମାନଙ୍କୁ ପ୍ରଲୋଭିତ କରିବା ଲାଗି ବିଭିନ୍ନ ଦଳ ପକ୍ଷରୁ ମାଗଣା ଉପହାର ପ୍ରତିଶ୍ରୁତି ଦିଆଯାଉଛି। ଉକ୍ତ ରାଜନୈତିକ ଦଳଗୁଡ଼ିକ ବିରୋଧରେ ଏତଲା...

ସ୍ବର ଚପାଇବାକୁ ବଳପ୍ରୟୋଗ

ନୂଆଦିଲ୍ଲୀ,୨୧ା୧୨: ସିଏଏକୁ ନେଇ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବାବେଳେ ଲୋକଙ୍କ ସ୍ବରକୁ ଚାପିଦେବା ପାଇଁ ସରକାର ନିଷ୍ଠୁରତାର ସହ ବଳପ୍ରୟୋଗ କରୁଥିବା କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ...

ସିଏଏ ବିରୋଧରେ ସୁପ୍ରିମକୋର୍ଟ ଗଲେ କେରଳ ସରକାର

ଥିରୁଭାନନ୍ତପୁରମ୍‌,୧୪।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ କେରଳ ରେକର୍ଡ ଉପରେ ରେକର୍ଡ ସୃଷ୍ଟି କରିଛି। ପୂର୍ବରୁ ରାଜ୍ୟରେ ସିଏଏ ଲାଗୁ ନ କରିବା ପାଇଁ ଏକ...

ପଦ୍ମଶ୍ରୀ ଗ୍ରହଣ କଲେ ମାଗୁଣି

ନୂଆଦିଲ୍ଲୀ,୨୩।୩:କଳା, ସମାଜ କଲ୍ୟାଣ, ବିଜ୍ଞାନ, ଡାକ୍ତରୀ, ସାହିତ୍ୟ, ଶିକ୍ଷା, କ୍ରୀଡ଼ା, ପ୍ରଶାସନିକ ସେବା ଆଦି କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ୧୦୬ ଜଣ ବିଶିଷ୍ଟ ବ୍ୟକ୍ତି...

Advertisement
Archives

Model This Week