Posted inଜାତୀୟ

ୟେଦୁରପ୍ପାଙ୍କୁ ମୋଦି-ଶାହଙ୍କ ନିର୍ଦ୍ଦେଶ: ରାଜ୍ୟ ସରକାରରେ ଅସ୍ଥିରତା ସୃଷ୍ଟି ନ କରନ୍ତୁ

ବେଙ୍ଗାଲୁର,୧।୬: ମଳିନ ପଡିଯାଇଛି କର୍ନାଟକ ଭାଜପା ଅଧ୍ୟକ୍ଷ ବିଏସ୍‌ ୟେଦୁରପ୍ପାଙ୍କ ଆଶା। ତାଙ୍କୁ ଲାଗିଛି ଏକ ଶକ୍ତ ଧକ୍କା। କାରଣ ଶୁକ୍ରବାର ମୋଦିଙ୍କ ମନ୍ତ୍ରିମଣ୍ଡଳର ଭାଗ ବଣ୍ଟାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ୟେଦୁରପ୍ପାଙ୍କୁ କହିଛନ୍ତି ରାଜ୍ୟରେ ଥିବା କଂଗ୍ରେସ-ଜେଡିଏସ୍‌ ସରକାରକୁ ଅସ୍ଥିର କରିବାକୁ ଚେଷ୍ଟା ନ କରନ୍ତୁ। ସୂଚନାଯୋଗ୍ୟ, ପୂର୍ବରୁ କର୍ନାଟକ ମୁଖ୍ୟମନ୍ତ୍ରୀ ଆସନ ହାତେଇବା ଲାଗି ୟେଦୁରପ୍ପା ଅନେକ ଥର ଚେଷ୍ଟା କରିଥିବା ବେଳେ ରାଜ୍ୟର କଂଗ୍ରେସ-ଜେଡିଏସ୍‌ ସରକାରରେ ଫାଟ ସୃଷ୍ଟି କରିବାକୁ ସେ ଚେଷ୍ଟା କରୁଥିବା ଅଭିଯୋଗ ହୋଇଥିଲା। ଏବେ ଦଳ ମୁଖିଆଙ୍କ ଏଭଳି ନିଷ୍ପତ୍ତି ତାଙ୍କୁ ଶକ୍ତ ଧକ୍କା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ଫୁଲବାଣୀ, ୨୦ା୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ପୁଣି ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିଭାଗ ଦ୍ୱାରା ପରିଚାଳିତ ଏକ ବିଦ୍ୟାଳୟରେ…

ଗୁଡାରିରୁ ଭୁବନେଶ୍ୱର ବସ୍‌ ସେବା ପାଇଁ ସ୍ବର ଉଠାଇଲେ ଭୃଗୁ: ଦାବି ପୂରଣ ନ ହେଲେ…

ଗୁଡାରି,୨୦।୭,(ପ୍ରମୋଦ କୁମାର ପତି ) : ଭୁବନେଶ୍ୱରରେ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦର ଚିନ୍ତନ ବୈଠକ ସଭାପତି ଭୃଗୁ ବକ୍ସିପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ଦିନେ ତାଙ୍କୁ କୋଳରେ ଧରିଥିଲେ ମେସି, ଆଜି ପଡ଼ିଆରେ ହରାଇବା ପରେ କହିଲେ..

ନୂଆଦିଲ୍ଲୀ,୨୦।୭: ଫାଇନାଲରେ ଆର୍ଜେଣ୍ଟିନାକୁ ୧-୦ରେ ପରାସ୍ତ କରି ସ୍ପେନ ୨୦୨୬ ଫିଫା ବିଶ୍ୱକପ ଟାଇଟଲ ଜିତିଛି। ଏହି ମ୍ୟାଚରେ ପ୍ରଶଂସକଙ୍କ ଆଖି ସମସ୍ତ ଷ୍ଟାର ଖେଳାଳିଙ୍କ ଉପରେ…

ବଡ଼ଧରଣର ଚଢ଼ାଉ: ୧୦ ଲକ୍ଷରୁ ଅଧିକ ମହୁଲ ପୋଚ ନଷ୍ଟ ; ପୋଲିସ, ଅବକାରୀ ଟିମ୍‌କୁ ଦେଖି ମାଫିଆ…

ପାଟଣା ,୨୦।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଅବକାରୀ ସୁପରିଟେଣ୍ଡେଟ୍‌ ତେଜରାତ ଯାନିଙ୍କ ନିର୍ଦ୍ଦେଶରେ ସୋମବାର ପାଟଣା ବ୍ଲକ ଅନ୍ତର୍ଗତ ବାଉଁଶୁଳି ପଞ୍ଚାୟତ ହୀରାପଶି ଗ୍ରାମରେ ବେଆଇନ…

ସରକାରଙ୍କ ନିଦ ଉଡାଇଲା CJPର ୩ ଦାବି: ମୃତ NEET ପରୀକ୍ଷାର୍ଥୀଙ୍କ ପରିବାରକୁ ମିଳୁ…

ନୂଆଦିଲ୍ଲୀ, ୨୦।୭:‘କକରୋଚ ଜନତା ପାର୍ଟି’ର ପ୍ରଦର୍ଶନ ମଧ୍ୟରେ ସୋମବାର ସିଜେପିର ପ୍ରତିନିଧି ଦଳ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡାଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ପ୍ରାୟ ତିନି…

ପେଟ୍ରୋଲ ପମ୍ପ ନିକଟରୁ ନବଜାତ ଶିଶୁ ଉଦ୍ଧାର, କୁକୁର ପଲ ଦେଲେ ସୁରକ୍ଷା

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ ପେଟ୍ରୋଲ ପମ୍ପ ନିକଟରେ ସୋମବାର ଅପରାହ୍ନ ୪ଟା ସମୟରେ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରାଯାଇଛି…

ରାୟଗଡ଼ାରେ ବଡ଼ ଧରଣର ଡକାୟତି, ଗ୍ରିଲ୍‌ ଭାଙ୍ଗି ନେଇଗଲେ ୧୫ ଭରି ସୁନା ଅଳଙ୍କାର

ରାୟଗଡ଼ା,୨୦।୭(କୈଳାଶ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଏବେ ଲୁଟେରାଙ୍କ ଆଡ୍ଡାସ୍ଥଳୀ ପାଲଟିଛି l ଅଞ୍ଚଳରେ ଚୋରି, ଡକାୟତି, ରାହାଜନୀ, ଲୁଯ୍‌ ଭଳି ଘଟଣା ଦିନକୁ ଦିନ ବଢ଼ିବାରେ…

ରଥକାଠ ଭାଙ୍ଗିଲେ ଅଭିମାନିନୀ ମହାଲକ୍ଷ୍ମୀ: ସାନ୍ତ୍ୱନା ଦେଲେ ମହାପ୍ରଭୁ

କେସିଙ୍ଗା,୨୦।୭(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକ ଅଧିନସ୍ଥ ସିର୍ଜାପାଲି ଗ୍ରାମରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ମହାଆଡମ୍ବରରେ ହେରାପଞ୍ଚମୀ ସୋମବାର ପାଳିତ ହୋଇଯାଇଛି। ଉକ୍ତ ଗ୍ରାମର ଶ୍ରୀପଦ୍ମନାଭ(ବଳଭଦ୍ର) ପ୍ରମୋଦ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri