କାଇରୋ,୧।୧୧:ୟେମେନରେ ଲାଗିରହିଥିବା ଗୃହଯୁଦ୍ଧରେ ୨୦୧୫ରୁ ବର୍ତ୍ତମାନ ସୁଦ୍ଧା ଲକ୍ଷେରୁ ଊର୍ଦ୍ଧ୍ୱ ଲୋକ ପ୍ରାଣ ହରାଇଲେଣି। ଏଥିରେ ୧୨ ହଜାରରୁ ଅଧିକ ସାଧାରଣ ଲୋକଙ୍କ ଜୀବନ ଯାଇଥିବା ଆର୍ମଡ୍ କନ୍ଫ୍ଲିକ୍ଟ ଲୋକେଶନ ଆଣ୍ଡ ଇଭେଣ୍ଟ ଡାଟା ପ୍ରୋଜେକ୍ଟ (ଏସିଏଲ୍ଇଡି) ରିପୋର୍ଟରେ କୁହାଯାଇଛି। ୨୦୧୪ରେ ଇରାନ ସମର୍ଥିତ ବିଦ୍ରୋହୀ ଉତ୍ତର ଓ କେନ୍ଦ୍ରୀୟ ୟେମେନକୁ ଅକ୍ତିଆର କରିବା ପରେ ଆରବ ଜଗତର ଏହି ଦରିଦ୍ରତମ ଦେଶରେ ସଂଘର୍ଷ ସୃଷ୍ଟି ହୋଇଥିଲା। ଏହାର କିଛିମାସ ପରେ ସୌଦି ନେତୃତ୍ୱରେ ମିଳିତ ଶକ୍ତି ହୌଥି ବିଦ୍ରୋହୀକୁ ପ୍ରତିହତ କରିବା ଲାଗି ଏୟାରଷ୍ଟ୍ରାଇକ୍ ଆରମ୍ଭ କରିଥିଲା। ଏହି ଆକ୍ରମଣରେ ସ୍କୁଲ, ହସ୍ପିଟାଲ ଆଦି କ୍ଷତିଗ୍ରସ୍ତ ହେବା ସହ ହଜାର ହଜାର ନିରୀହ ଲୋକ ପ୍ରାଣ ହରାଇଥିଲେ। ହୌଥି ବିଦ୍ରୋହୀମାନେ ସୌଦି ଆରବ ଉପରେ ଡ୍ରୋନ୍ ଓ କ୍ଷେପଣାସ୍ତ୍ର ଆକ୍ରମଣ କରିବା ସହ ଲୋହିତ ସାଗରରେ ଥିବା ଏହାର ଜାହାଜଗୁଡ଼ିକୁ ଟାର୍ଗେଟ କରିଥିଲେ। ଏହି ସଂଘର୍ଷରେ ଗତବର୍ଷ ୩୦,୮୦୦ ଲୋକଙ୍କ ମୃତ୍ୟୁ ଘଟିଥିଲାବେଳେ ଚଳିତ ବର୍ଷ ପ୍ରାୟ ୨୦ ହଜାର ନିହତ ହେଲେଣି ବୋଲି ଏସିଏଲ୍ଇଡି ପକ୍ଷରୁ କୁହାଯାଇଛି।
Posted inHome, Home Left, ଅନ୍ତର୍ଜାତୀୟ View All
କେସିଙ୍ଗାରେ ବିଜେଡି ଯୁବ ରାଜ୍ୟ ସଭାପତି, କହିଲେ ଆଗାମୀ ପଞ୍ଚାୟତ ନିର୍ବାଚନରେ…
କେସିଙ୍ଗା,୨୦ା୮(ତୁମେଶ୍ୱର ସାହୁ): ରାଜ୍ୟ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଚିନ୍ମୟ କୁମାର ସାହୁ ନବରଙ୍ଗପୁରରେ ହେବାକୁ ଥିବା ଛାତ୍ର ସମାବେଶରେ ଯୋଗ ଦେବାପାଇଁ ଗୁରୁବାର…
ପୋଖରୀରେ ମୃତଦେହ-ଘରେ ମିଳିଲା କଟାମୁଣ୍ଡ, ବଲାଙ୍ଗୀରରେ ହଇଚଇ
ବଲାଙ୍ଗୀର, ୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ବଡ଼ ଖୁଲାସା ହୋଇଛି ।…
ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…
ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…
ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..
ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…
ସୋରେନ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟଙ୍କ ଝଟକା, JSSC-CGL ସମେତ ୨୨ଟି ରଦ୍ଦ ପରୀକ୍ଷା ଉପରେ…
ରାଞ୍ଚି, ୨୦।୮: ଝାଡ଼ଖଣ୍ଡର ହେମନ୍ତ ସୋରେନ ସରକାରଙ୍କୁ ବଡ଼ ଝଟକା ଲାଗିଛି । JSSC-CGL ସମେତ ୨୨ଟି ନିଯୁକ୍ତି ପରୀକ୍ଷା ରଦ୍ଦ କରିବା ନେଇ ସରକାର ନେଇଥିବା…
ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…
ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…
କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ
ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…
ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…
ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…
Archives

