ୟେସ୍‌ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା ଜମା ଘଟଣା: କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ଏମ୍‌ପି

ଭୁବନେଶ୍ୱର, ୧୧।୩(ବ୍ୟୁରୋ): ୟେସ୍‌ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା ଫସି ରହିଛି। ଏହି ଟଙ୍କାକୁ ମୁକାଳିବା ପାଇଁ ବିଜେଡି ଏମ୍‌ପିମାନେ କେନ୍ଦ୍ର ଅଥର୍ର୍ମନ୍ତ୍ରୀ ନିର୍ମଳ ସୀତାରମନଙ୍କୁ ବୁଧବାର ସାକ୍ଷାତ କରିଛନ୍ତି। ରାଜ୍ୟସଭା ଏମ୍‌ପି ପ୍ରଶନ୍ନ ଆଚାର୍ଯ୍ୟଙ୍କ ନେତୃତ୍ୱରେ ଏକ ଟିମ୍‌ ସୀତାରମଣଙ୍କୁ ସାକ୍ଷାତକରି ମହାପ୍ରଭୁଙ୍କ ଟଙ୍କା କିପରି ଫେରିବ ସେ ନେଇ ଅର୍ଥମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ତେବେ ଏହି ଅର୍ଥ ଫସିରହିପାରିବ ନାହିଁ ବୋଲି ଅର୍ଥମନ୍ତ୍ରୀ ବିଜେଡି ଏମ୍‌ପିମାନଙ୍କୁ ଆଶ୍ୱାସନା ଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଖି ବୁଜିଲା ନନ୍ଦନକାନନର ଧଳା ବାଘୁଣୀ ‘ବିଜୟା’

ବାରଙ୍ଗ,୨୨।୧୦(ଡି.ଏନ୍‌.ଏ.): ଆଖି ବୁଜିଲା ନନ୍ଦନକାନନର ଧଳା ବାଘୁଣୀ ‘ବିଜୟା’। ଚିକିତ୍ସାଧୀନ ଅବସ୍ଥାରେ ବାଘୁଣୀ ଆଖି ବୁଜିଛି। ଅସୁସ୍ଥ ଥିବା ଯୋଗୁ ନନ୍ଦନକାନନ ଏବଂ ଓୟୁଏଟିର ସ୍ବତନ୍ତ୍ର...

ମଶା ଦାଉରେ କଲବଲ ରାଜଧାନୀବାସୀ

ଭୁବନେଶ୍ୱର, ୧୭।୧୨ (ବ୍ୟୁରୋ): ମଶା ଦାଉରେ କଲବଲ ରାଜଧାନୀବାସୀ। ରାତି ହେଉ କି ଦିନ ଘରେ, ବାହାରେ ସାଲୁବାଲୁ ହେଉଛନ୍ତି ମଶା। ବସ୍ତିରୁ ଆପାର୍ଟମେଣ୍ଟ, ସ୍କୁଲରୁ...

ଭୋଟ ଭିକ୍ଷାକଲେ ଖାର୍ଗେ

ଭୁବନେଶ୍ବର,୧୫।୧୦(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ସଭାପତି ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଏମ୍‌ପି ମଲ୍ଲିକାର୍ଜୁନ ଖାର୍ଗେ ଶୁକ୍ରବାର ଦ୍ୱିପ୍ରହର ସମୟରେ ଓଡ଼ିଶା ଗସ୍ତରେ ଆସି...

ଛତୁ ଫାର୍ମରେ ପ୍ରସ୍ତୁତ ହେଉଥିଲା ଗୁଟ୍‌ଖା

ବ୍ରହ୍ମପୁର ଅଫିସ/କୁକୁଡାଖଣ୍ଡି,୧୬।୩: ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଗଞ୍ଜାମ ଜିଲା କୁକୁଡାଖଣ୍ଡି ବ୍ଲକରେ ସକ୍ରିୟ ହେଇଛନ୍ତି ନକଲି ଗୁଟଖା ବେପାରୀ। ସୋମବାର ସନ୍ଧ୍ୟାରେ ବିଶ୍ୱସ୍ତ...

ଦିନ ମଜୁରିଆଙ୍କୁ ଖାଦ୍ୟ ପହଞ୍ଚାଇବାକୁ ସରକାରଙ୍କୁ ସୁରଙ୍କ ନିବେଦନ, ଯୁବ ସମାଜକୁ ଘରେ ରହିବାକୁ ଦେଲେ ପରାମର୍ଶ

ଭୁବନେଶ୍ୱର,୨୮।୨(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ସରକାର ୨୧ ଦିନ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ଏହା ଚାଲିବ। ତେବେ...

ମଧୁ ଆପ୍‌ରେ ପାଠ ପଢୁଛନ୍ତି ୧ଲକ୍ଷ ୧ହଜାର ସ୍କୁଲ ପିଲା: ଟୁଇଟ୍‌କରି ସୂଚନା ଦେଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର, ୨୩।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ପିଲାମାନଙ୍କ ପାଠପଢ଼ା ନିମନ୍ତେ ଗତବର୍ଷ ଠାରୁ ମଧୁ ଆପ୍‌ ଆରମ୍ଭ ହୋଇଛି। ଏହାକୁ ଭିଡିଓ କନ୍‌ଫରେନ୍ସିଂ...

ବିଏମ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଭାଜପାର ଧାରଣା: ଲୋକଙ୍କୁ ମୌଳିକ ସୁବିଧା ଯୋଗାଇବାକୁ ଦାବି

ଭୁବନେଶ୍ୱର,୧।୮(ବ୍ୟୁରୋ): ରାଜଧାନୀବାସୀ ମୌଳିକ ସୁବିଧାରୁ ବଞ୍ଚତ୍ତ ହେଉଛନ୍ତି। ଏହାର ପ୍ରତିବାଦରେ ବୁଧବାର ଭାରତୀୟ ଜନତା ପାର୍ଟି ଭୁବନେଶ୍ୱର ଜିଲା ପକ୍ଷରୁ ଜିଲା ସଭାପତି ହରେକୃଷ୍ଣ ଖୁଣ୍ଟିଆଙ୍କ...

୩ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ସିଆର୍‌ସିସିି

ବାରିପଦା ଅଫିସ/ଠାକୁରମୁଣ୍ଡା(ଡି.ଏନ୍‌.ଏ.),୧।୨- ଦରମା ବିଲ୍‌ କରାଇ ଦେବାକୁ କହି ଜଣେ ଶିକ୍ଷକଙ୍କଠାରୁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମୟୂରଭଞ୍ଜ ଜିଲା ରରୁଆଁ ବ୍ଲକ...

Advertisement
Archives

Model This Week