Advertisement

୦.୨୫% କମିପାରେ ରେପୋ ରେଟ୍‌

ନୂଆଦିଲ୍ଲୀ,୫-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ବୁଧବାର ଚଳିତ ଆର୍ଥିକ ବର୍ଷର ତୃତୀୟ ଦ୍ୱିମାସିକ ମୁଦ୍ରାନୀତି ଘୋଷଣା କରିବ। କ୍ରମାଗତ ଚତୁର୍ଥ ଥର ପାଇଁ ଏହା ରେପୋ ରେଟ୍‌ ୦.୨୫% ହ୍ରାସ କରିବା ସମ୍ଭାବନା ରହିଛି। ବିଶେଷଜ୍ଞଙ୍କ କହିବାନୁଯାୟୀ, ଅର୍ଥନୀତି ଧିମା ହୋଇଥିବା ବେଳେ ଏହାକୁ ଦ୍ରୁତତର କରିବା ପାଇଁ ଆର୍‌ବିଆଇ ସୁଧ ହାର ପୁନର୍ବାର ହ୍ରାସ ଘୋଷଣା କରିପାରନ୍ତି। ସୂଚନାଥାଉ କି ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ ମୁଦ୍ରାନୀତି କମିଟି(ଏମ୍‌ପିସି) ବୈଠକ ଆସନ୍ତା ୫ରୁ ୭ଯାଏ ଚାଲିବ। ବର୍ତ୍ତମାନ ରେପୋ ରେଟ ୫.୭୫% ରହିଛି। ବର୍ତ୍ତମାନ ରେପୋ ରେଟ ୫.୭୫% ରହିଥିବା ବେଳେ ରିଭର୍ସ ରେପୋ ରେଟ୍‌ ୫.୫% ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋନିର ଅଲ୍‌ଫା ଆର୍‌ ଆଇଭି ମଡେଲ

ନୂଆଦିଲ୍ଲୀ,୯-୧୦: ସୋନି ପକ୍ଷରୁ ଆଲ୍‌ଫା ଆର୍‌ ଆଇଭି ମଡେଲ ଓଡିଶା ବଜାରରେ ପ୍ରବେଶ କରିଛି। ଏଥିରେ ୧୬ ମେଗାପିକ୍ସେଲ ସିଏମ୍‌ଓଏସ୍‌ ଇମେଜ୍‌ ସେନ୍‌ସର ରହିଛି। ସେହିଭଳି...

ହାଲ୍‌ର ୧୫% ପର୍ଯ୍ୟନ୍ତ ଅଂଶଧନ ବିକ୍ରି ହେବ

ନୂଆଦିଲ୍ଲୀ,୨୮।୮: କେନ୍ଦ୍ର ସରକାର ରାଷ୍ଟ୍ରାୟତ୍ତ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ(ହାଲ୍‌)ର ୧୫% ଅଂଶଧନ ବିକ୍ରି କରିବା ନେଇ ଯୋଜନା ରଖିଛନ୍ତି। ଏହା ଦ୍ୱାରା ପ୍ରାୟ ୫ ହଜାର...

ସ୍ପାଇସଜେଟ୍‌ରେ ଯାତ୍ରା; ୩ ଘଣ୍ଟାର ରାସ୍ତାକୁ ଲାଗିଗଲା ୧୫ ଘଣ୍ଟା

ନୂଆଦିଲ୍ଲୀ,୧୨-୫: ବିମାନରେ ଯାତ୍ରା କରିବା ସମୟ ଅପେକ୍ଷାକୃତ କମ୍‌ ହୋଇଥାଏ। ତେବେ ଏଥିପାଇଁ ଯାତ୍ରୀଙ୍କୁ ଅଧିକ ଭଡ଼ା ଗଣିବାକୁ ପଡେ। କିନ୍ତୁ ସ୍ପାଇସଜେଟ୍‌ ବିମାନରେ ବେଙ୍ଗାଲୁରୁରୁ...

ୟୁକୋ ବ୍ୟାଙ୍କର ୯୨୯.୭୬ କୋଟି ଲାଭ

ଭୁବନେଶ୍ୱର,୧୫।୫: ରାଷ୍ଟ୍ରାୟତ୍ତ ୟୁକୋ ବ୍ୟାାଙ୍କ ୨୦୨୧-୨୨ ଆର୍ଥିକ ବର୍ଷରେ ମୋଟ୍‌ ୯୨୯.୭୬ କୋଟି ଟଙ୍କା ନେଟ୍‌ ଲାଭ ଉପାର୍ଜନ କରିଛି। ବ୍ୟାଙ୍କର ୨୦୨୧-୨୨ ଆର୍ଥିକ ବର୍ଷର ଚତୁର୍ଥ...

ଏକ୍‌ଜିଟ୍‌ ପୋଲ୍‌କୁ ନେଇ ଉଦ୍ୟୋଗ ଜଗତ ଚୁପ୍‌

ନୂଆଦିଲ୍ଲୀ,୨୧-୫: ଭାରତୀୟ ଉଦ୍ୟୋଗ ଜଗତ ସୋମବାର ଏକ୍‌ଜିଟ୍‌ ପୋଲ୍‌କୁ ନେଇ ଚୁପ୍‌ ରହିଛି। କେହି କୌଣସି ପ୍ରତିକ୍ରିୟା ଦେଇନାହାନ୍ତି। ରବିବାର ସାଧାରଣ ନିର୍ବାଚନର ଶେଷ ପର୍ଯ୍ୟାୟ...

ଲଗାତର ୬ ଦିନ ପାଇଁ ବଢ଼ିଲା ପେଟ୍ରୋଲ

ଭୁବନେଶ୍ୱର,୨୬।୮: ପେଟ୍ରୋଲ ଦର ବୃଦ୍ଧିରେ ବିରତି ଲାଗି ପାରୁନାହିଁ। ଲଗାତର ତେଲ ଦର ବଢିବା ଫଳରେ ଏହା ଖାଉଟିଙ୍କ ଚିନ୍ତା ବଢାଉଛି। ୬ ଦିନ ହେବ...

ଧାନର ଏମ୍‌ଏସ୍‌ପି ୧୮୧୫ଟଙ୍କାକୁ ବୃଦ୍ଧି; ୧୪ଖରିଫ ଫସଲର ସହାୟକ ମୂଲ୍ୟ ବଢ଼ିଲା

ନୂଆଦିଲ୍ଲୀ,୪-୭: କେନ୍ଦ୍ର ସରକାର ବୁଧବାର ୨୦୧୯-୨୦ ଆର୍ଥିକ ବର୍ଷ ଲାଗି ଧାନ ସମେତ ୧୪ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ବୃଦ୍ଧି କରିଛନ୍ତି। ଧାନର...

କରୋନା ଭାଇରସ୍‌ ସହ ମୁକାବିଲା ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି: ଅଟୋମୋବାଇଲ୍‌ କମ୍ପାନୀ ତିଆରି କରିବେ ଭେଣ୍ଟିଲେଟର

ନୂଆଦିଲ୍ଲୀ,୩୦।୩: ମହାମାରୀ କରୋନା ଭାଇରସ୍‌ ସହ ମୁକାବିଲା ପାଇଁ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ସୋମବାର ଅଟୋମୋବାଇଲ୍‌ କମ୍ପାନୀକୁ ଭେଣ୍ଟିଲେଟର ତିଆରି କରିବାକୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ...

Advertisement
Archives

Model This Week