୧ରେ ଓଡ଼ିଶା ଆସିବେ ଆନ୍ଧ୍ର ରାଜ୍ୟପାଳ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଆନ୍ଧ୍ର ପ୍ରଦେଶର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଆସନ୍ତା ୧ତାରିଖରେ ଓଡ଼ିଶା ଗସ୍ତରେ ଯିବାକୁ ଥିବାବେଳେ ୨ରେ କୋଲକାତାରେ ଥିବା ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ସେ ୧ତାରିଖ ଦିନ ଅପରାହ୍ନ ୪ଟା ସମୟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଅବତାରଣ କରି ଜଗତ୍‌ସିଂହପୁର ଜିଲାର ମା’ ସାରଳାଙ୍କ ପୀଠ ତେନ୍ତୁଳିପଦା ଗ୍ରାମଠାରେ ଅନୁଷ୍ଠିତ ଆଦିକବି ସାରଳା ଦାସ ମେମୋରିଆଲ କାର୍ଯ୍ୟକ୍ରମରେ ଯୋଗଦେବେ। ୨ତାରିଖ ଦିନ ବିମାନ ଯୋଗେ କୋଲକାତା ଜାତୀୟ ପାଠାଗାରର ଭାଷା ଭବନଠାରେ ଅନୁଷ୍ଠିତ ଏକ ଖବର କାଗଜର ଶତ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ଯୋଗଦେବେ। ଜାନୁୟାରୀ ୩ତାରିଖ ଦିନ କଟକ ଓ ଭୁବନେଶ୍ୱରର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରି ୪ରେ ଆନ୍ଧ୍ରପ୍ରଦେଶ ରାଜଭବନକୁ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ଆଇଙ୍କୁ କାମୁଡ଼ିିଦେଲେ ମହିଳା

ଭୁବନେଶ୍ୱର,୪।୮(ବ୍ୟୁରୋ):ଲକ୍ଷ୍ମୀସାଗର ଥାନା ଅଧୀନ ଚିନ୍ତାମଣିଶ୍ୱର ଅଞ୍ଚଳରେ ମଙ୍ଗଳବାର ଏକ ଘଟଣାର ତଦନ୍ତ କରିବାକୁ ଯାଇଥିବା ମହିଳା ଏସ୍‌ଆଇ ପ୍ରିୟଦର୍ଶିନୀ ବେହେରାଙ୍କୁ ଜଣେ ଘର ମାଲିକାଣୀ ମାଡ଼...

ଆକର୍ଷିତ କରୁଛି ପୁରାତନ ସାମଗ୍ରୀ

କଟକ ଅଫିସ,୯।୮: ବିଦେଶୀଙ୍କୁ ଆକୃଷ୍ଟ କରୁଛି କଟକ ଜିଲା ଖପୁରିଆସ୍ଥିତ ଆଇଟିଆଇ ସରକାରୀ କଲେଜ। ଏଠାରେ ଏକ ଦକ୍ଷତା ସଂଗ୍ରହାଳୟ ରହିଛି। ଏହା ରାଜ୍ୟର କୌଣସି...

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୯(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୩୬୦୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ପୁରୀରୁ ୪୧୫, କଟକରୁ...

ସ୍ପେସ୍‌ ଆଣ୍ଡ୍‌ ସ୍ପେସ୍‌

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଜାତୀୟସ୍ତରୀୟ ଚିତ୍ରକଳା ପ୍ରଦର୍ଶନୀ ‘ସ୍ପେସ୍‌ ଆଣ୍ଡ୍‌ ସ୍ପେସ୍‌’ ରବିବାର ଓଡ଼ିଶା ମଡର୍ନ ଆର୍ଟ ଗ୍ୟାଲେରୀ ପରିସରରେ ଉଦ୍‌ଘାଟିତ ହୋଇଯାଇଛି। ପ୍ରଦର୍ଶନୀକୁ ଅଭିନେତା ତଥା ନିକଟରେ...

ଖୋଲାମେଲା ରେଳ ଷ୍ଟେଶନ: କରୋନା ଧରିବ କ୍ୟାମେରା

ଭୁବନେଶ୍ୱର,୧୮ା୩ (ବ୍ୟୁରୋ): କରୋନା ଭାଇରସ୍‌କୁ ନେଇ ସବୁଠି ଭୟ ଓ ଆଶଙ୍କାର ବାତାବରଣ। ସଂକ୍ରମଣ ରୋକିବାକୁ କଡ଼ା ନିର୍ଦ୍ଦେଶ ଜାରି ପରେ ସବୁଠି କଟକଣା ଲଗାଯାଇଛି।...

୪୫ ବୁଥ୍‌ରେ ଶେଷ ହେଲା ସାନି ମତଦାନ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଜାରି ରହିଛି। ଏହାର ଅନ୍ତିମ ତଥା ୫ମ ପର୍ଯ୍ୟାୟ ନିର୍ବାଚନ ଗୁରୁବାର ଅନୁଷ୍ଠିତ ହେବ। ଅପରପକ୍ଷେ ପ୍ରଥମ ଓ...

ଅଖିଳ ଭାରତ ଡାକ ଭାରୋତ୍ତୋଳନ; ଯୁବକମାନେ ସକାରାତ୍ମକ ବିଶ୍ୱାସ ଜାଗ୍ରତ କରନ୍ତୁ : ରାଜ୍ୟପାଳ

ବ୍ରହ୍ମପୁର ଅଫିସ,୩୦ା୯-ସକାରାତ୍ମକ ଆତ୍ମବିଶ୍ୱାସ ଅସଫଳ କାର୍ଯ୍ୟକୁ ମଧ୍ୟ ସଫଳତାରେ ପରିଣତ କରିଥାଏ ା ନିଜ ଭିତରେ ଥିବା ସକାରାତ୍ମକ ବିଶ୍ୱାସ ଜାଗ୍ରତ କରିବା ଆବଶ୍ୟକ। ଯୁବକଙ୍କ...

ଲିଙ୍କ୍‌ରେ କ୍ଲିକ୍‌ ନ କରିବାକୁ ଡିସିପିଙ୍କ ପରାମର୍ଶ

ଭୁବନେଶ୍ୱର,୧୫ା୫ (ବ୍ୟୁରୋ): ନିଜର କଓ୍ବୋଇସି ଅପ୍‌ଡେଟ୍‌ କରିବା କିମ୍ବା ମାଗଣା ମୋବାଇଲ୍‌ ଡାଟା ମିଳିବାର ପ୍ରତିଶ୍ରୁତି ଦେଉଥିବା ବିଭ୍ରାନ୍ତକାରୀ ମେସେଜଗୁଡିକ ପ୍ରତି ସାବଧାନ ରୁହନ୍ତୁ। ଏଭଳି...

Advertisement
Archives

Model This Week