୧୦ଟା ପର୍ଯ୍ୟନ୍ତ ଛାଡୁନି କୁହୁଡ଼ି, ୧୧ଡିଗ୍ରୀ ତଳେ ପାରଦ

ବାଲିଗୁଡା,୨୯ା୧୧ (ଡି.ଏନ୍‌.ଏ.)- କନ୍ଧମାଳ ଜିଲା ବାଲିଗୁଡାରେ ଘନ କୁହୁଡି ସହ ଶୀତ ଲହରି ଜାରି ରହିଛି। ସକାଳ ୧୦ ପଯର୍‌ୟନ୍ତ କୁହୁଡି ଆଚ୍ଛାଦିତ ହୋଇ ରହୁଥିବାରୁ ଜନଜୀବନ ଅସ୍ତବ୍ୟସ୍ତ କରିପକାଉଛି। ଘନକୁହୁଡି କାରଣରୁ ରାତିରେ ଗାଡି ଚଳାଚଳ ବାଧାପ୍ରାପ୍ତ ହେଉଛି। ବିଶେଷକରି ରାତ୍ରକାଳୀନ ବସ୍‌ ଗୁଡିକ ଗନ୍ତବ୍ୟସ୍ଥଳରେ ଠିକ୍‌ ସମୟରେ ପହଞ୍ଚତ୍ବାରେ ଅସୁବିଧା ହେଉଛି। କୁହୁଡି ଯୋଗୁ ଗାଡି ଲାଇଟରେ ମାତ୍ର ୨୦ରୁ୩୦ ମିଟର ପର୍ଯ୍ୟନ୍ତ ରାସ୍ତା ଦେଖାଯାଉଛି। ବିଳମ୍ବିତ ରାତିରେ ବର୍ଷା ଭଳି କାକର ପଡିବା ସହ ଶୀତ ବଢୁଛି। ପାରଦ ୧୧ଡିଗ୍ରୀ ତଳକୁ ଖସିଆସିଛି। ଆଗାମୀ ଦିନରେ ଶୀତର ପ୍ରକୋପ ଆହୁରି ବଢିବ ବୋଲି ଆଶା କରାଯାଉଛି। କୁହୁଡି ଓ ଥଣ୍ଡା ଯୋଗୁ ଲୋକେ ସକାଳ ୧୦ଟା ପୂର୍ବରୁ ଘରୁ ବାହାରିବାକୁ ମୁସ୍କିଲ ହୋଇପଡୁଛି। ରାତି ୮ଟା ହେଲେ ବଜାରଘାଟ ଶୂନ୍‌ଶାନ୍‌ ହୋଇଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ କୋର୍ଟରେ ଶୁଣାଣି: ୧୦୩ ଚାଷୀଙ୍କୁ ବୀମାରାଶି ପ୍ରଦାନ ନିର୍ଦ୍ଦେଶ

ଯାଜପୁର ଅଫିସ,୩ା୧: ଯାଜପୁର ଜିଲା ଦଶରଥପୁର ବ୍ଲକ ଅନ୍ତର୍ଗତ ଥାଳକୁଡି ଗ୍ରାମ ପଞ୍ଚାୟତର କସବା ଓ ଥାଳକୁଡି ଗ୍ରାମର ୧୦୩ ଚାଷୀଙ୍କ ବୀମା ଅର୍ଥ ହେରଫେର...

ବୌଦ୍ଧରେ ଯୋଗ ଦେଲେ ନୂତନ ଆରକ୍ଷୀ ଅଧୀକ୍ଷକ

ବୌଦ୍ଧ,୩ା୨(ସ୍ବ.ପ୍ର.): ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ପରେ ରାଜ୍ୟ ସରକାର ଆରକ୍ଷୀ ଅଧୀକ୍ଷକ ସ୍ତରରେ ଅଦଳ ବଦଳ କରିଥିଲେ। ବୌଦ୍ଧରେ ଥିବା ଆରକ୍ଷୀ ଅଧୀକ୍ଷକ ପ୍ରହଲାଦ...

ରକ୍ତ କର୍କଟରେ ଆକ୍ରାନ୍ତ, ଚିକିତ୍ସାରେ ଅର୍ଥ ବାଧକ

ରାଉରକେଲା ଅଫିସ,୧୪।୩: ରାଉରକେଲା ସେକ୍ଟର-୧୬ରେ ରହୁଥିବା ଗରିବ ମହିଳା ସୁବର୍ଣ୍ଣମାଳା ପଟ୍ଟନାୟକ ରକ୍ତ କର୍କଟରେ ପୀଡ଼ିତ ଅଛନ୍ତି। ଏହି ରୋଗର ଉଚ୍ଚତର ଚିକିତ୍ସା ପାଇଁ ଅଧିକ...

ଆଖଣ୍ଡଳମଣି ପୀଠରେ ଅସମ୍ଭାଳ ଭିଡ଼

ଆରଡ଼ି, ୨୬।୭ (ଡି.ଏନ.ଏ.) ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ମନ୍ଦିରରେ ଲକ୍ଷାଧିକ କାଉଡ଼ିଆ ଜଳଲାଗି କରିଛନ୍ତି। ସୀମିତ ସ୍ଥାନରେ ଏତେସଂଖ୍ୟକ...

ଦୃଷ୍ଟି ଆଢୁଆଳରେ ପର୍ଯ୍ୟଟନ ବିଭାଗ

ଢେଙ୍କାନାଳ ଅଫିସ,୨୪ା୧୨: ପର୍ଯ୍ୟଟନ କ୍ଷେତ୍ରରେ ରାଜ୍ୟ ଏବଂ ଜାତୀୟସ୍ତରରେ ଢେଙ୍କାନାଳ ଜିଲାର ଏକ ସ୍ବତନ୍ତ୍ର ପରିଚୟ ରହିଛି। ପ୍ରସିଦ୍ଧ ଶୈବପୀଠ କପିଳାସ, ସବୁଜିମା ସପ୍ତଶଯ୍ୟା, ମହିମାଧର୍ମର ପୀଠ...

ଅପ୍‌ଡେଟ ହେଲା ଜିଲା ସୂଚନା ବିଜ୍ଞାନ କେନ୍ଦ୍ର ୱେବ୍‌ସାଇଟ

ନୂଆପଡ଼ା ଅଫିସ,୧୭।୧୦: ଜିଲା ସୂଚନା ବିଜ୍ଞାନକେନ୍ଦ୍ରର ୱେବସାଇଟ ବର୍ଷ ବର୍ଷ ଧରି ଅପଡେଟ ନ ହେବା ସହିତ ଅନେକ ଭୂଲ ତଥ୍ୟ ଦିଆଯାଉଥିଲା। ଏ ସମ୍ପର୍କିତ...

ଧାନବିକ୍ରିକୁ ନେଇ ଚିନ୍ତାରେ ଚାଷୀ

ପଟ୍ଟାମୁଣ୍ଡାଇ, ୪ା୧(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକରେ ଚାଷୀମାନେ ଅଭାବୀ ଧାନ ବିକ୍ରିର ସମ୍ମୁଖୀନ ହୋଇ ନିରାଶ ହୋଇପଡିଲେଣି। ଚାଷୀଙ୍କୁ ଅଭାବୀ ଧାନ ବିକ୍ରି କରିବାକୁ...

‘ବସୁଧା’ରୁ କୁରୁମଟାପ ବଞ୍ଚିତ

ପରିକ୍ଷିତ ସାହୁ ବଇଣ୍ଡା,୧୦ା୨ – ପ୍ରତି ଘରେ ପହଞ୍ଚିବ ବିଶୁଦ୍ଧ ପାଇପ୍‌ ପାଣି। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକାଧିକ ଯୋଜନା କାର୍ଯ୍ୟକାରୀ ହେଉଛି। ବିଶେଷକରି...

Advertisement
Archives

Model This Week