Posted inପୁରୀ

୧୦ଦିନରେ ବିଦେଶ, ରାଜ୍ୟ ବାହାରୁ ୭୮୩ ଫେରନ୍ତା

ନିମାପଡା,୨୮ା୩(ଡି.ଏନ୍‌.ଏ.)- ମହାମାରୀ କରୋନା ସଂକ୍ରମଣ ଭୟରେ ଗତ ୧୭ରୁ ୨୭ତାରିଖ ମଧ୍ୟରେ ବିଦେଶ ତଥା ରାଜ୍ୟ ବାହାରୁ ମୋଟ ୭୮୩ଜଣ ନିମାପଡ଼ା ବ୍ଲକର ବିଭିନ୍ନ ଗ୍ରାମକୁ ଫେରିଛନ୍ତି। ସେଥିମଧ୍ୟରୁ ୧୮ଜଣ ବ୍ୟକ୍ତି ବିଦେଶୀରୁ ଫେରିଥିବାବେଳେ ୭୬୫ଜଣ ବ୍ୟକ୍ତି ଆନ୍ଧ୍ର ପ୍ରଦେଶ, ହରିଆଣା, କେରଳ, ତେଲେଙ୍ଗାନା, ମହାରାଷ୍ଟ୍ର, ଗୁୁଜରାଟ, ତାମିଲାନାଡ଼ୁ, ରାଜସ୍ଥାନ, ଉତ୍ତରାଖଣ୍ଡ, କର୍ନାଟକ, ପଶ୍ଚିମବଙ୍ଗ ଆଦି ରାଜ୍ୟରୁ ନିମାପଡ଼ା ଫେରିଥିବା ପ୍ରଶାସନିକ ଅଧିକାରୀଙ୍କଠାରୁ ଜଣାପଡ଼ିଛି। ତେବେ ଏତେ ସଂଖ୍ୟାରେ ନିମାପଡ଼ାକୁ ଫେରିବାରୁ ଗ୍ରାମବାସୀ ଭୟଭୀତ ହୋଇପଡ଼ିଛନ୍ତି। ଅନ୍ୟପକ୍ଷେ ଅନ୍ୟୁନ ୧୪ଦିନ ପାଇଁ ଏହି ଲୋକମାନେ ହୋମ ଆଇସୋଲେଶନରେ ଏକାକି ସତର୍କତାର ସହ ରହିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏମାନଙ୍କ ଉପରେ ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗ କଡ଼ା ନଜର ରଖିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ସେବା ସମିତିର ବସନ ସେବା: ବସ୍ତ୍ର ପାଇ ଖୁସିରେ ଫେରିଲେ ୨ ବନ୍ଧୁ

ପୁରୀ ଅଫିସ,୨ା୧: ନୂତନ ବର୍ଷ ଅବସରରେ ପୁରୀ ସେବା ସମିତି ପକ୍ଷରୁ ମରିଚିକୋଟ ସ୍ଥିତ କାର୍ଯ୍ୟାଳୟ ଆଗରେ ବସନ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବହୁ...

ତଦନ୍ତରେ ଅବହେଳା: ଚୋରିମୂର୍ତ୍ତି ପାଇଁ ରାସ୍ତାରୋକୋ

ସାକ୍ଷୀଗୋପାଳ,୫।୩(ଡି.ଏନ୍‌.ଏ): ପୁରୀ ଜିଲା ସତ୍ୟବାଦୀ ଥାନା ନୂଆ ସୋମେଶ୍ୱରପୁର ଶାସନ ଶ୍ରୀ ଗୋପୀନାଥ ମନ୍ଦିରରୁ ଲକ୍ଷାଧିକ ଟଙ୍କାର ୭ ଟି ଆଷ୍ଟଧାତୁ ମୂର୍ତ୍ତି ଚୋରି ହୋଇଥିଲା।...

୮ ବର୍ଷ ପରେ ନିଖୋଜ ଦିବ୍ୟାଙ୍ଗ ଘରକୁ ଫେରିଲେ

କଣାସ, ୨୩ା୭(ସ୍ବ.ପ୍ର): ଆନ୍ଧ୍ରପ୍ରଦେଶ ଚିତ୍ତୋର ଜିଲା ଅଧୀନ ବଡଗୁଟୁଲିପାଲ୍ଲି ଗ୍ରାମର ପରମେଶ୍ୱରମ୍‌ଙ୍କ ଦିବ୍ୟାଙ୍ଗ ନାବାଳିକା ଝିଅ ମାର୍‌ମା ୮ବର୍ଷ ତଳେ ନିଖୋଜ ହୋଇଯାଇଥିଲେ। ତାଙ୍କୁ ପୁରୀ...

ନିଷିଦ୍ଧାଞ୍ଚଳ ବାହାରେ ଅଭ୍ୟର୍ଥନା ଗୃହକୁ ଅନୁମତି

ପୁରୀ ଅଫିସ,୨୧।୯: ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ନେଇ ପୁଣି ଚର୍ଚ୍ଚା ପରିସରକୁ ଆସିଛି। ପୂର୍ବରୁ ଏହି ପ୍ରକଳ୍ପ କାର୍ଯ୍ୟକୁ ନେଇ ବିବାଦ ଚାଲିଥିବା...

୨୬ଗ୍ରାମ ବ୍ରାଉନସୁଗାର ଜବତ, ମହିଳା ଗିରଫ

ପୁରୀ ଅଫିସ, ୧୫ା୧୧: ପୁରୀ ସହରରେ ନିଶା କାରବାର ବୃଦ୍ଧି ପାଇବାରେ ଲାଗିଥିବାବେଳେ ଏବେ ଏଥିରେ ମହିଳା ମାନଙ୍କୁ ବ୍ୟବହାର କରାଯାଉଛି। ଫଳରେ କଲେଜ ବିଦ୍ୟାର୍ଥୀ,...

ଶ୍ରୀକ୍ଷେତ୍ରରେ ରଥ ନିର୍ମାଣ ଅନୁକୂଳ, ଉତ୍ସବମୁଖର ରଥଖଳା

ପୁରୀ ଅଫିସ,୩।୫: ପବିତ୍ର ଅକ୍ଷୟ ତୃତୀୟା ଉପଲକ୍ଷେ ମଙ୍ଗଳବାର ପରମ୍ପରା ମୁତାବକ ରଥ ନିର୍ମାଣ ଶୁଭ ଅନୁକୂଳ କରାଯାଇଛି। ଏହାକୁ ନେଇ ବଡ଼ଦାଣ୍ଡରେ ଥିବା ରଥଖଳା...

ପିପିଲି ଥାନା ହାଜତ ନିର୍ଯାତନା ଘଟଣା: ସନ୍ଦେହରେ ପୋଲିସ କାର୍ଯ୍ୟାନୁଷ୍ଠାନ

ପିପିଲି,୨୨।୧୧(ସ୍ବ.ପ୍ର.): ପୁରୀ ବାସେଳି ସାହି ଥାନା ହାଜତ ମୃତ୍ୟୁ ଅଭିଯୋଗକୁ ନେଇ ଚର୍ଚ୍ଚା ଥମି ନ ଥିବାବେଳେ ଜିଲାରେ ପୁଣି ଏକ ହାଜତ ନିର୍ଯାତନା ଅଭିଯୋଗ...

ସିବିଆଇକୁ ଦିଆଯିବ ଭକ୍ତଙ୍କ ଦସ୍ତଖତପତ୍ର

ପୁରୀ ଅଫିସ,୯।୩: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆରବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛି। ବ୍ୟାଙ୍କର ଆର୍ଥତ୍କ ସ୍ଥିତି ବିଗିଡ଼ି ଥିବାରୁ...

Advertisement
Archives

Model This Week