Posted inପୁରୀ

୧୦ଦିନରେ ବିଦେଶ, ରାଜ୍ୟ ବାହାରୁ ୭୮୩ ଫେରନ୍ତା

ନିମାପଡା,୨୮ା୩(ଡି.ଏନ୍‌.ଏ.)- ମହାମାରୀ କରୋନା ସଂକ୍ରମଣ ଭୟରେ ଗତ ୧୭ରୁ ୨୭ତାରିଖ ମଧ୍ୟରେ ବିଦେଶ ତଥା ରାଜ୍ୟ ବାହାରୁ ମୋଟ ୭୮୩ଜଣ ନିମାପଡ଼ା ବ୍ଲକର ବିଭିନ୍ନ ଗ୍ରାମକୁ ଫେରିଛନ୍ତି। ସେଥିମଧ୍ୟରୁ ୧୮ଜଣ ବ୍ୟକ୍ତି ବିଦେଶୀରୁ ଫେରିଥିବାବେଳେ ୭୬୫ଜଣ ବ୍ୟକ୍ତି ଆନ୍ଧ୍ର ପ୍ରଦେଶ, ହରିଆଣା, କେରଳ, ତେଲେଙ୍ଗାନା, ମହାରାଷ୍ଟ୍ର, ଗୁୁଜରାଟ, ତାମିଲାନାଡ଼ୁ, ରାଜସ୍ଥାନ, ଉତ୍ତରାଖଣ୍ଡ, କର୍ନାଟକ, ପଶ୍ଚିମବଙ୍ଗ ଆଦି ରାଜ୍ୟରୁ ନିମାପଡ଼ା ଫେରିଥିବା ପ୍ରଶାସନିକ ଅଧିକାରୀଙ୍କଠାରୁ ଜଣାପଡ଼ିଛି। ତେବେ ଏତେ ସଂଖ୍ୟାରେ ନିମାପଡ଼ାକୁ ଫେରିବାରୁ ଗ୍ରାମବାସୀ ଭୟଭୀତ ହୋଇପଡ଼ିଛନ୍ତି। ଅନ୍ୟପକ୍ଷେ ଅନ୍ୟୁନ ୧୪ଦିନ ପାଇଁ ଏହି ଲୋକମାନେ ହୋମ ଆଇସୋଲେଶନରେ ଏକାକି ସତର୍କତାର ସହ ରହିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏମାନଙ୍କ ଉପରେ ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗ କଡ଼ା ନଜର ରଖିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବୀ ନଦୀରେ ବନ୍ୟାଜଳ :ବାଉରିଆକଣରେ ବିପଦ ସଙ୍କେତଠାରୁ ଊର୍ଦ୍ଧ୍ୱରେ ପ୍ରବାହିତ, ଲୋକେ ଆତଙ୍କିତ

କାକଟପୁର,୧୫ା୮(ଡି.ଏନ୍‌.ଏ.): ଦେବୀ ନଦୀରେ ବନ୍ୟାଜଳ ବୁଧବାରଠାରୁ ବୃଦ୍ଧି ପାଇବାରେ ଲାଗିଛି। ତେବେ ଗୁରୁବାର ପ୍ରାୟ ୨ଟାରେ ବନ୍ୟାଜଳ ବାଉରିଆକଣଠାରେ ବିପଦସଙ୍କେତ ଟପି ପ୍ରବାହିତ ହେଉଥିବାରୁ ନଦୀ...

ଆରମ୍ଭ ହେଲା ପିତୃପକ୍ଷ

ପୁରୀ ଅଫିସ,୨ା୯: ବୁଧବାରଠାରୁ ଆରମ୍ଭ ହୋଇଛି ପିତୃପକ୍ଷ । ଏହା ୧୫ ଦିନ ଅର୍ଥାତ୍‌ ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ଚାଲିବ। ଏହି ୧୫ ଦିିନରେ ପିତୃ...

ସରକାରୀ ଅଧିକାରୀ,କର୍ମଚାରୀଙ୍କୁ ଜିଲାପାଳଙ୍କ ଚେତାବନୀ: ଅନୁପସ୍ଥିତ ରହିଲେ ନିଲମ୍ବନ

ପୁରୀ ଅଫିସ,୬ା୪: ବିଶ୍ୱ ମହାମାରୀ କରୋନା ସହିତ ଲଢୁଛି ବିଶ୍ୱ। କିପରି ଏହାକୁ ମୁକାବିଲା କରାଯାଇପାରିବ ତାହାକୁ ନେଇ ସମସ୍ତେ ଚିନ୍ତିତ। ଦିନକୁ ଦିନ ଅଧିକ...

ଖିରିସାହି ସମୁଦ୍ର କୂଳରେ ଆଣ୍ଡାମାନ ବୋଟ

କୃଷ୍ଣପ୍ରସାଦ, ୨୫।୧୦(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଖିରିସାହି ସମୁଦ୍ର କୂଳରେ ଆଣ୍ଡାମାନର ଏକ ବୋଟ ଲାଗିଛି। ବୋଟରେ ଥିବା ଜଣେ କର୍ମଚାରୀଙ୍କୁ ସ୍ଥାନୀୟ ଗ୍ରାମବାସୀ...

ଖୁବ୍‌ଶୀଘ୍ର ସେବାୟତଙ୍କୁ ପରିଚୟପତ୍ର

ପୁରୀ ଅଫିସ, ୩୦।୭: ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି ବେଳେ ସେବକ ଏବଂ କର୍ମଚାରୀଙ୍କୁ ପରିଚୟପତ୍ର ପ୍ରଦାନ ପାଇଁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହାକୁ କିପରି...

ପ୍ଲାଷ୍ଟିକମୁକ୍ତ ପୁରୀ ଅଭିଯାନ: ଖଲିପତ୍ର ଥାଳି, କପଡ଼ା ବ୍ୟାଗ ବ୍ୟବହାରକୁ ଗୁରୁତ୍ୱ

ପୁରୀ ଅଫିସ, ୩।୮: ପର୍ଯ୍ୟଟନ ସହର ପୁରୀ। ଏଠାକୁ ଦୈନିକ ଦେଶ ବିଦେଶର ପର୍ଯ୍ୟଟକ ଆସୁଛନ୍ତି। ତେଣୁ ସହରକୁ ସ୍ବଚ୍ଛ ଓ ପରିଷ୍କାର ରଖିବାକୁ ହେବ।...

ବାଲୁଙ୍କେଶ୍ୱର ଶୈବପୀଠରେ ଅଘଟଣ: ଦୀପରୁ ନିଆଁ ଲାଗି ନଣନ୍ଦ ଗୁରୁତର, ଭାଉଜ ଆହତ

ଗୋପ,୨୧।୨: ପୁରୀ ଜିଲା ଗୋପ ନିକଟ ବଣିଆସାହିସ୍ଥିତ ବାବା ବାଲୁଙ୍କେଶ୍ୱର ଶୈବପୀଠରେ ଶୁକ୍ରବାର ଅଘଟଣ ଘଟିଛି। ଜାଗର ଥିବାରୁ ମନ୍ଦିରକୁ ଶ୍ରଦ୍ଧାଳୁମାନଙ୍କ ଭିଡ଼ ଲାଗିଥିଲା ବେଳେ...

ଖୋଲାଯାଉଛି ତାଳଧ୍ୱଜ ରଥ

ପୁରୀ ଅଫିସ,୬।୮: ସିଂହଦ୍ୱାର ସମ୍ମୁଖରେ ଥିବା ୩ ରଥ ଖୋଲା କାର୍ଯ୍ୟ ଜାରି ରହିଛି। ବୁଧବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଖୋଲା ଶେଷ ହୋଇଥିବା...

Coronavirus Update


Archives

Model This Week

Why Dharitri