Posted inଜାତୀୟ

୧୦ଦିନ ବଢ଼ିପାରେ ଚଳିତ ଅଧିବେଶନର କାର୍ଯ୍ୟକାଳ: ଶାହ ଦେଲେ ସୂଚନା

ନୂଆଦିଲ୍ଲୀ,୨୩।୭: ଚଳିତ ଅଧିବେଶନର କାର୍ଯ୍ୟକାଳ ୧୦ ଦିନ ବଢ଼ିପାରେ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସୂଚନା ଦେଇଛନ୍ତି। ମଙ୍ଗଳବାର ସଂସଦୀୟ ଦଳ ବୈଠକରେ ଶାହ ସମସ୍ତ ସଦସ୍ୟଙ୍କୁ ଏଥିପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଣ ଦେଇଛନ୍ତି। ସଂସଦର ଲାଇବ୍ରେରୀ ବିଲ୍ଡିଂରେ ହୋଇଥିବା ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରକ୍ଷାମନ୍ତ୍ରୀ ରାଜନାଥ ସିଂ ମଧ୍ୟ ଉପସ୍ଥିତ ଥିଲେ। ସରକାର ଚଳିତ ଅଧିବେଶନରେ ୨୫ଟି ପ୍ରସ୍ତାବକୁ ପାସ୍‌ କରିବା ଲାଗି ତାଲିକାଭୁକ୍ତ କରିଥିବା ଶାହ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ଶେଷରେ ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୨୫।୭: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି…

ଦିଲ୍ଲୀ ଛାତ୍ର୍ର ଆନ୍ଦୋଳନକୁ ସମର୍ଥନ ଜଣାଇ ଗଣଧାରଣା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି…

ବଲାଙ୍ଗୀର,୨୫ା୭(ସୁନିଲ କୁମାର ମହାନ୍ତି): ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ସମର୍ଥନରେ ଶନିବାର…

ଜୁଆଆଡ୍ଡାରେ ଚଢ଼ାଉ: ୫ ଜଣଙ୍କୁ ଗିରଫ କଲା ପୋଲିସ, ସୁଯୋଗ ନେଇ ଅନ୍ୟମାନେ…

ଦିଗପହଣ୍ଡି୨୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଟିମ୍‌ ପୋଡ଼ାମାରି ଗ୍ରାମ ନିକଟ ଏକ କୁକୁଡ଼ାଫାର୍ମରେ ଚାଲିଥିବା ଜୁଆଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ରାତ୍ରୀଭୋଜନରେ ଟ୍ରମ୍ପଙ୍କ ମନ୍ତବ୍ୟ ଶୁଣି ସମସ୍ତେ ଆଶ୍ଚର୍ଯ୍ୟ, କହିଲେ ତୃତୀୟ ଥର ରାଷ୍ଟ୍ରପତି…

ଓ୍ବାଶିଂଟନ,୨୫।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ୱାଇଟ୍ ହାଉସ୍ କରେସପଣ୍ଡେଣ୍ଟସ୍ ଆସୋସିଏସନ୍ ରାତ୍ରୀଭୋଜନରେ ସମ୍ଭାବ୍ୟ ତୃତୀୟ ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ ବିଷୟରେ ମନ୍ତବ୍ୟ ଦେଇଥିଲେ । ଯାହାକି ସମସ୍ତଙ୍କୁ…

ମୃତ୍ୟୁମୁଖରୁ ଯୁବତୀଙ୍କୁ ବଞ୍ଚାଇଥିଲେ ସାହସୀ ଯୁବକ ବଳରାମ, ଏବେ ମିଳିଲା…

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଥିବା ଏକ ଅଭାବନୀୟ ଘଟଣା ମଧ୍ୟରେ ମାନବିକତା, ସାହସ ଓ କର୍ତ୍ତବ୍ୟନିଷ୍ଠାର ଏକ ଉଜ୍ଜ୍ୱଳ ଦୃଷ୍ଟାନ୍ତ ଉଦାହରଣ…

CJP ର ବଡ଼ ଘୋଷଣା, ଜୁଲାଇ ୨୬ରେ ପୁଣି ଦେଶରେ ହେବ ବଡ଼ ଆନ୍ଦୋଳନ, ଦିଲ୍ଲୀରେ ଚହଳ!

ନୂଆଦିଲ୍ଲୀ,୨୫।୭: କକରୋଚ୍ ଜନତା ପାର୍ଟି (CJP) ରବିବାର, ୨୬ ଜୁଲାଇ ୨୦୨୬ରେ ସାରା ଦେଶରେ କ୍ୟାଣ୍ଡେଲ ମାର୍ଚ୍ଚ ବାହାର କରିବା ପାଇଁ ଆହ୍ୱାନ ଦେଇଛି। ପାର୍ଟିର ସୂଚନା…

ପୁଣି ଭିଡିଓ ଜାରି କଲେ ସୋନମ ଓ଼୍ବାଙ୍ଗଚୁକ୍‌, ଆନ୍ଦୋଳନକୁ ନେଇ କଲେ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୫।୭: ଦେଶ-ବିଦେଶରେ ପ୍ରସିଦ୍ଧ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ଏକ ନୂଆ ଭିଡିଓ ଜାରି କରିଛନ୍ତି। ୨୬ ଦିନର ଆମରଣ ଅନଶନ ଭାଙ୍ଗିବା ପରେ ଉଠିଥିବା ପ୍ରଶ୍ନଗୁଡ଼ିକୁ…

ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି, କହିଲେ ମୋ’ ବିରୋଧରେ…

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ୨୨ରୁ ୨୧ ଜଣ ଓ୍ବାର୍ଡ ସଭ୍ୟା/ସଭ୍ୟ ଅନାସ୍ଥା ଆଣିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri