୧୦ଦିନ ହେଲା ଜଳଯୋଗାଣରେ ବ୍ୟାଘାତ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ

ଲାଠୋର,୩ା୧: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପ୍ରାଣୀଧନ ଚିକିତ୍ସା କେନ୍ଦ୍ର ନିକଟରେ ଥିବା ଓଭରହେଡ ଟ୍ୟାଙ୍କ ଚାବି ଖରାପ ହୋଇଯାଇଛି। ଏନେଇ ଗତ ୧୦ଦିନ ହେବ ଜଳଯୋଗାଣରେ ବ୍ୟାଘାତ ସୃଷ୍ଟି ହୋଇଛି। ମରାମତି ପାଇଁ ଲୋକେ ଦାବି କରିଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଏହି ଟ୍ୟାଙ୍କରୁ ଗ୍ରାମର ପ୍ରାୟ ୪ହଜାର ଜନସାଧାରଣଙ୍କୁ ଜଳଯୋଗାଣ ହୋଇଥାଏ। ତେବେ ଖରାପ ହୋଇଥିବା ଓଭରହେଡ ଟ୍ୟାଙ୍କ ଚାବି ମରାମତି ନ କରି ସିଧାସଳଖ ପ୍ରକଳ୍ପରୁ ମୋଟର ଯୋଗେ ଜଳଯୋଗାଣ କରାଯାଉଛି। ଯେଉଁମାନେ ପ୍ରକଳ୍ପ ପାଖରେ ରହିଛନ୍ତି ସେମାନେ ପାଣି ପାଉଥିବା ବେଳେ ଦୂରରେ ଥିବା ଗ୍ରାମବାସୀ ପାଣି ପାଇଁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ବଡକଷ୍ଟରେ ସେମାନେ ନଳକୂପ ପାଣି ସଂଗ୍ରହ କରି ବ୍ୟବହାର କରୁଛନ୍ତି। ଏ ନେଇ ଖପ୍ରାଖୋଲ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ କନିଷ୍ଠ ଯନ୍ତ୍ରୀ ସରିତା କୁଜୁରଙ୍କୁ ପଚାରିବାରୁ ଦିନେ ଦୁଇଦିନ ମଧ୍ୟରେ ସମସ୍ୟାର ସମାଧାନ ହୋଇଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri