Posted inଜାତୀୟ

୧୦ରୁ ସିବିଏସ୍‌ଇ ଦଶମ, ଦ୍ୱାଦଶ ଶ୍ରେଣୀ ଖାତାଦେଖା

ନୂଆଦିଲ୍ଲୀ,୯ା୫-କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଖାତାଦେଖା ରବିବାରଠାରୁ ଆରମ୍ଭ ହେଉଛି। ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ଏଥିପାଇଁ ଦେଇଥିବା ପ୍ରସ୍ତାବକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଅନୁମୋଦନ କରିଛି। କୋଭିଡ୍‌-୧୯ ଜନିତ ଲକ୍‌ଡାଉନ ଯୋଗୁ ଚଳିତ ବର୍ଷ କେତେକ ବିଷୟରେ ପରୀକ୍ଷା ଏପର୍ଯ୍ୟନ୍ତ ହୋଇପାରି ନ ଥିବାବେଳେ ଖାତାଦେଖା ବିଳମ୍ବିତ ହୋଇଛି। ଏଥର ଶିକ୍ଷକଶିକ୍ଷୟିତ୍ରୀମାନେ ସେମାନଙ୍କ ଘରେ ରହି ପରୀକ୍ଷା ଖାତା ମୂଲ୍ୟାୟନ କରିବେ। ଏଥିପାଇଁ ୩୦୦୦ ସ୍କୁଲ୍‌ରୁ ପରୀକ୍ଷା ଖାତାଗୁଡ଼ିକୁ ମୂଲ୍ୟାୟନ କରିବାକୁ ଥିବା ଶିକ୍ଷକମାନଙ୍କ ଘରକୁ ପଠାଯିବ। ମୂଲ୍ୟାୟନ ପ୍ରକ୍ରିୟା ୫୦ ଦିନରେ ଶେଷ ହେବ ବୋଲି ଆଶା କରାଯାଉଛି। ଚଳିତ ବର୍ଷ ଦଶମ ଶ୍ରେଣୀରେ ପାଖାପାଖି ୧୮ ଲକ୍ଷ ଓ ଦ୍ୱାଦଶ ଶ୍ରେଣୀରେ ୧୨ ଲକ୍ଷ ପିଲା ବୋର୍ଡ ପରୀକ୍ଷା ଦେଇଥିଲେ। ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖ୍‌ରିୟାଲ ନିଶଙ୍କଙ୍କ କହିବା ଅନୁଯାୟୀ ୩୦୦୦ ସ୍କୁଲରେ ଖାତାଦେଖା ପାଇଁ ଅନୁମତି ମିଳିଛି। ଉକ୍ତ ସ୍କୁଲ୍‌ରୁ ପରୀକ୍ଷା ଖାତାକୁ ଶିକ୍ଷକମାନଙ୍କ ଘରକୁ ପଠାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜାଜନକ ରେକର୍ଡ କଲା KKR: IPL ଇତିହାସରେ ଯାହା କେବେ ଘଟି ନ ଥିଲା…

ନୂଆଦିଲ୍ଲୀ,୧୫।୪: IPL 2026ର ୨୨ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ (KKR) ଚେନ୍ନାଇ ସୁପର କିଙ୍ଗ୍ସ (CSK) ବିପକ୍ଷରେ ୩୨ ରନରେ ପରାଜୟ ବରଣ କରିଛି। ଏହା…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ବଡ଼ ରେକର୍ଡ କଲେ ସମ୍ରାଟ ଚୌଧୁରୀ: ପ୍ରଥମଥର ବିହାରରେ…

ପାଟନା,୧୫।୪: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ତାରାପୁର ବିଧାୟକ ସମ୍ରାଟ ଚୌଧୁରୀ ବିହାରର ୨୪ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ଶପଥ…

ମା’ରାମଚଣ୍ଡୀଙ୍କ ସାମ୍ନାରେ ରଡ଼ ନିଆଁରେ ଚାଲିଲେ ସେବକ: ୭ଥର ପରେ ଘଟିଲା…

ମହାକାଳପଡ଼ା,୧୫ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ପୀଠରେ ଝାମୁଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୋର ସାଢ଼େ ଚାରିଟାରୁ ମନ୍ଦିର…

ଡବେରୀ ଜଳ ସମସ୍ୟାର ହେବ ସମାଧାନ: ପଦକ୍ଷେପ ନେଲା ପ୍ରଶାସନ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଡବେରୀରେ ଜଳ ସମସ୍ୟାର ସମାଧାନ ପାଇଁ ବ୍ଲକ ପ୍ରଶାସନ ପଦକ୍ଷେପ ନେଇଛି। ପ୍ରଥମ ପର୍ଯ୍ୟାୟରେ ଜଳ ଅଭାବ ସ୍ଥାନରେ…

ଶିଶୁପୁତ୍ର ଜନ୍ମଦେଲେ ୧୪ ବର୍ଷୀୟ ବାଳିକା: ବାପା-ମା’ଙ୍କୁ ନେଇ ପୀଡ଼ିତା ଯାହା କହିଲେ, ଗୋଡ଼ ତଳୁ ଖସିଯିବ ମାଟି

ଡେରାଡୁନ,୧୫।୪: ଉତ୍ତରାଖଣ୍ଡର ପିଥୋରାଗଡ଼ର ଜିଲା ହସ୍ପିଟାଲରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୧୪ ବର୍ଷୀୟା ଝିଅ ଶିଶୁକୁ ଜନ୍ମ ଦେଇଛନ୍ତି। ଏହାପରେ ନବଜାତ ଶିଶୁର…

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…

ହଙ୍ଗେରୀ: ସମ୍ମାନ ଓ ସ୍ବାଧୀନତା

କେନ୍ଦ୍ରୀୟ ୟୁରୋପୀୟ ରାଷ୍ଟ୍ର ହଙ୍ଗେରୀ ଦୀର୍ଘ ୧୬ ବର୍ଷ ପରେ ନୂଆ ଶାସକ ଦେଖିବାକୁ ଯାଉଛି। ଉଗ୍ର ଦକ୍ଷିଣପନ୍ଥୀ ରାଜନୀତି ଚଳାଇ ଆସିଥିବା ଭିକ୍ଟର ଓର୍ବାନ୍‌ଙ୍କୁ ଦେଶବାସୀ…

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri