୧୦ରୁ ୪୯ ଶଯ୍ୟା ବିଶିଷ୍ଟ ନର୍ସିଂ ହୋମରେ ହେବ କୋଭିଡ-୧୯ର ଚିକିତ୍ସା

ନୂଆଦିଲ୍ଲୀ,୧୪।୬: ରାଜଧାନୀ ଦିଲ୍ଲୀରେ ବେଳକୁ ବେଳ କରୋନା ସ୍ଥିତି ବିଗିଡିବାରେ ଲାଗିଛି। ଏହାର ମୁକାବିଲା କରିବାକୁ ଏବେ ରୋଗୀଙ୍କ ପାଇଁ ବେଡ୍‌ର ଆବଶ୍ୟକତା ଜରୁରୀ ହୋଇପଡିଛି। ତେଣୁ ଦିଲ୍ଲୀରେ ଥିବା ନର୍ସିଂ ହୋମ ଗୁଡିକୁ କରୋନା ଚିକିତ୍ସାରେ ଲଗାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ୧୦ରୁ ୪୯ ଶଯ୍ୟା ବିଶିଷ୍ଟ ନିର୍ସିଂ ହୋମରେ କରୋନା ରୋଗୀଙ୍କ ଚିକିତ୍ସା ହୋଇ ପାରିବ ବୋଲି ସରକାର କହିଛନ୍ତି। ତେବେ କେବଳ ଚକ୍ଷୁ ଚିକିତ୍ସା ହେଉଥିବା ନର୍ସିଂ ହୋମ, ଇଏନ୍‌ଟି ସେଣ୍ଟର, ଡାଏଲିସିସ ସେଣ୍ଟର, ମ୍ୟାଟରନିଟି ହୋମ୍ସ ଓ ଆଇଭିଏଫ୍‌ ସେଣ୍ଟରକୁ ଏଥିରୁ ବାଦ୍‌ ଦିଆଯାଇଛି। ଏହି ନିର୍ଦ୍ଦେଶ ଜାରି ହେବା ୩ ଦିନ ମଧ୍ୟରେ ୧୦-୪୯ ଶଯ୍ୟା ବିଶିଷ୍ଟ ନର୍ସିଂ ହୋମ କରୋନା ରୋଗୀଙ୍କୁ ସେବା ଯୋଗାଇ ଦେବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତ୍ୟେକ ନାଗରିକଙ୍କ ବଢ଼ିବ ରୋଗ ପ୍ରତିରୋଧକ ଶକ୍ତି, ସରକାର ନେଉଛନ୍ତି ଏପରି ପଦକ୍ଷେପ ଜାଣନ୍ତୁ

ନୂଆଦିଲ୍ଲୀ,୨୮ା୯: ବର୍ତ୍ତମାନ ଦେଶର ପ୍ରତ୍ୟେକ ନାଗରିକ ମହାମାରୀ କରୋନା ଭୂତାଣୁ ସଂକ୍ରମଣରୁ କିପରି ରକ୍ଷା ପାଇବେ ସେ ନେଇ ଚିନ୍ତାରେ ପଡ଼ିଛନ୍ତି। ତେବେ ଦେଶର ପ୍ରତ୍ୟେକ...

ଦାଦନଙ୍କୁ ୨ ମାସ ମାଗଣା ଖାଦ୍ୟଶସ୍ୟ

ନୂଆଦିଲ୍ଲୀ,୨୧ା୫(ଆଇଏଏନ୍‌ଏସ୍‌): କରୋନା ମହାମାରୀର ମୁକାବିଲା ପାଇଁ ସାରା ଦେଶ ଲକ୍‌ଡାଉନରେ ରହିଥିବାରୁ କାମଧନ୍ଦା ହରାଇ ପ୍ରବାସୀ ଶ୍ରମିକମାନେ ନାହିଁ ନ ଥିବା ଅସୁବିଧା ଓ ଆର୍ଥତ୍କ...

ଜି-୨୦ ସମ୍ମିଳନୀ ପାଇଁ ବଜେଟରେ ଶହେ କୋଟିର ପ୍ରସ୍ତାବ

ନୂଆଦିଲ୍ଲୀ,୧।୨: କିଛିଦିନ ହେବ ଦେଶ ମହଙ୍ଗା ମାଡରେ ଭାଙ୍ଗି ପଡିଥିବା ବେଳେ ଏବେ ସମସ୍ତଙ୍କ ନଜର ରହିଛି ଚଳିତ ବର୍ଷର ବଜେଟ ଉପରେ। କୃଷକ, ମଧ୍ୟବିତ୍ତ,...

ବରଗଡ଼ରୁ ୩ ହାଇଦ୍ରାବାଦ ଫେରନ୍ତାଙ୍କ ସମେତ ୧୪ ନୂଆ କରୋନା ପଜିଟିଭ ଚିହ୍ନଟ

ବରଗଡ଼ ଅଫିସ,୨୫।୭: ବରଗଡ଼ ଜିଲାରୁ ଶନିବାର ପୁଣି ୧୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩ଜଣ ବରଗଡ଼ ଜିଲାର ହୋଇଥିବାବେଳେ ଅନ୍ୟ...

ଟୁରିଷ୍ଟ ବସ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୫ ଜୀବନ

ଅମ୍ବାଲା,୨୭।୧୨: ହରିୟାଣାର ଅମ୍ବାଲା-ଦିଲ୍ଲୀ ରାଜପଥରେ ଥିବା ହେଲିଙ୍ଗ ଟଚ ହସ୍ପିଟାଲ ନିକଟରେ ସୋମବାର ସକାଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ସକାଳ ପ୍ରାୟ ୩ ଟା...

୬ ରାଜ୍ୟରେ ମୃତ୍ୟୁ ସଂଖ୍ୟା ଅଧିକ

ନୂଆଦିଲ୍ଲୀ, ୨୩।୫(ପି.ଟି.): ଭାରତରେ ଦୈନିକ ସଂକ୍ରମଣ କ୍ରମାଗତ ୬ ଦିନ ହେଲା ୩ ଲକ୍ଷ ତଳେ ରହିଛି। ଶନିବାର ସକାଳ ୮ଟା ସୁଦ୍ଧା ଗତ ୨୪...

CORONAVIRUS UPDATE: ରାଜ୍ୟରେ ପୁଣି ରେକର୍ଡ ଭାଙ୍ଗିଲା ସଂକ୍ରମିତଙ୍କ ସଂଖ୍ୟା; ୩୦ ଜିଲାରୁ ୩୯୯୬ ଚିହ୍ନଟ

ଭୁବନେଶ୍ୱର, ୧୧।୯(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୩୦ ଜିଲାରୁ ରେକର୍ଡ ସଂଖ୍ୟକ ୩୯୯୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ...

ବଳାତ୍କାରକୁ ନେଇ କଂଗ୍ରେସ ବିଧାୟକଙ୍କ ବିବାଦୀୟ ମନ୍ତବ୍ୟ

ବେଙ୍ଗାଲୁରୁ,୧୭ ।୧୨: କଂଗ୍ରେସ ବିଧାୟକ ତଥା କର୍ନାଟକ ବିଧାନସଭାର ପୂର୍ବତନ ଅଧ୍ୟକ୍ଷ ରମେଶ କୁମାର ମହିଳାଙ୍କୁ ନେଇ ବଡ ଆପତ୍ତିଜନକ ବୟାନ ଦେଇଛନ୍ତି । ବୟାନ...

Advertisement
Archives

Model This Week