୧୦ରେ ଓଡ଼ିଶା ଆସିବେ ଶିବରାଜ ସିଂହ ଚୌହ୍ବାନ

ଭୁବନେଶ୍ୱର,୯।୮(ବ୍ୟୁରୋ): ଭାଜପାର ସଦସ୍ୟତା ଅଭିଯାନ ଗତ ଜୁଲାଇ ୬ରୁ ଦେଶ ସମେତ ସାରା ରାଜ୍ୟରେ ଆରମ୍ଭ ହୋଇଯାଇଛି। ଏହି ସଦସ୍ୟତା ଅଭିଯାନର ସମୀକ୍ଷା କରିବା ସହ ଓଡ଼ିଶାରୁ ସକ୍ରିୟ ସଦସ୍ୟତା ଗ୍ରହଣ କରିବା ପାଇଁ ଅଗଷ୍ଟ ୧୦ରେ ରାଷ୍ଟ୍ରୀୟ ସଦସ୍ୟତା ପ୍ରମୁଖ ଓ ଭାଜପା ରାଷ୍ଟ୍ରୀୟ ଉପସଭାପତି ଶିବରାଜ ସିଂହ ଚୌହାନ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ୧୦ ତାରିଖ ସକାଳେ ସେ ଭୁବନେଶ୍ୱରଠାରେ ପହଞ୍ଚି ରାଜ୍ୟ କାର୍ଯ୍ୟାଳୟରେ ସଦସ୍ୟତା ଅଭିଯାନର ସମୀକ୍ଷା କରିବେ। ଏହାପରେ ଖୋର୍ଦ୍ଧା ଗୀତା ଭବନ ପଡିଆରେ ଏକ ବିଶାଳ ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ଯୋଗଦେବେ। ସେଠାରେ ସେ ସମସ୍ତଙ୍କୁ ସଦସ୍ୟତା କରାଇବା ସହ ଓଡ଼ିଶା ପ୍ରଦେଶରୁ ସକ୍ରିୟ ସଦସ୍ୟତା ଗ୍ରହଣ କରିବେ। ସେହିଦିନ ସାରେ ବୁଦ୍ଧିଜୀବୀଙ୍କ ସମେତ ବିଭିନ୍ନ ବର୍ଗର ଲୋକଙ୍କ ସହ ଆଲୋଚନା କରି ସମସ୍ତଙ୍କୁ ସଦସ୍ୟତା କରାଇବେ ବୋଲି ଜଣାପଡିଛି। ଅଗଷ୍ଟ ୧୧ ତାରିଖ ସକାଳେ ସେ ଏକ ଖବରଦାତା ସମ୍ମିଳନୀ କରିବେ ବୋଲି ଭାଜପା ନେତା ପୃଥ୍ବିରାଜ ହରିଚନ୍ଦନ କହିଛନ୍ତି। ଓଡ଼ିଶାରେ ୫୦ ଲକ୍ଷ ନୂତନ ସଦସ୍ୟତା ସଂଗ୍ରହ କରିବାର ଲକ୍ଷ୍ୟ ରଖି ଭାଜପା ରାଜ୍ୟ ଶାଖା ଅଭିଯାନ ବ୍ୟାପକ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋମହର୍ଷଣକାରୀ ଘଟଣା…ପ୍ୟାଣ୍ଟରେ ପରିସ୍ରା କରିଦେବାରୁ ନିଷ୍ଠୁର ହେଲେ ଶିକ୍ଷୟିତ୍ରୀ, ଗୁପ୍ତାଙ୍ଗରେ ଚେଙ୍କ ଦେଇ…

ଲକ୍ଷ୍ନୌ,୨୭।୭: ବାରାଣସୀର ଲାଲପୁର-ପାଣ୍ଡେପୁର ପୋଲିସ ଷ୍ଟେସନ ଅଞ୍ଚଳର ଏକ ପ୍ଲେ ସ୍କୁଲରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ଶିକ୍ଷୟିତ୍ରୀ ୫ ବର୍ଷୀୟ ଛାତ୍ରଙ୍କ ଗୁପ୍ତାଙ୍ଗରେ…

ଇସ୍ତଫା ପରେ ବି ନରମି ନାହାନ୍ତି ଧର୍ମେନ୍ଦ୍ର; କଂଗ୍ରେସ ନେତା ଜୟରାମ ରମେଶଙ୍କୁ ଦେଲେ କଡ଼ା ଜବାବ, କହିଲେ-ମୁଁ ଜଣେ …

ନୂଆଦିଲ୍ଲୀ, ୨୭।୭: ଜନ୍ତର-ମନ୍ତରରେ ମାସେରୁ ଅଧିକ ସମୟ ଧରି ଚାଲିଥିବା CJPର ଆନ୍ଦୋଳନ ପରେ ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଇସ୍ତଫା ପରେ ସୋମବାର…

ବିରୋଧୀଙ୍କ ୫ ରଣନୀତି: BJPକୁ ୨୦୨୯ ପର୍ଯ୍ୟନ୍ତ ଚାପରେ ରଖିବାକୁ ରଚୁଛନ୍ତି ଚକ୍ରବ୍ୟୂହ! ପରଦା ପଛରେ ଚାଲିଛି…

ନୂଆଦିଲ୍ଲୀ, ୨୭।୭: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ NEET ପ୍ରଶ୍ନପତ୍ର ଲିକ୍‌-୨୦୨୬ ପ୍ରସଙ୍ଗରେ ନରେନ୍ଦ୍ର ମୋଦି ସରକାରଙ୍କୁ ରାଜନୈତିକ ଭାବେ ଘେରିବାକୁ ପ୍ରସ୍ତୁତି ଚଳାଇଥିବା କୁହାଯାଉଛି।…

ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ: କହିଲେ, ରାଜନୀତି କ୍ଷେତ୍ରରେ…

ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର ପ୍ରଭାନ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

ହସ୍ପିଟାଲରୁ ସିଧା ରାଜଘାଟ ପହଞ୍ଚିଲେ ୱାଙ୍ଗଚୁକ, ବାପୁଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଅନୁଷ୍ଠିତ ପ୍ରତିବାଦରେ ପରିବେଶ କର୍ମୀ ସୋନମ ୱାଙ୍ଗଚୁକ୍ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ସେ କିଛି ଦିନ ଧରି ଅନଶନରେ…

ତୀରନ୍ଦାଜ ପ୍ରତିଯୋଗିତା: କଳାହାଣ୍ଡର ୩ ପ୍ରତିଯୋଗୀ ଜାତୀୟସ୍ତରକୁ ମନୋନୀତ

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ତୀରନ୍ଦାଜ ପ୍ରତିଯୋଗୀମାନେ ସିବିଏସଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତାରେ ୩ଟି ସ୍ବର୍ଣ୍ଣ…

ରାସ୍ତାରେ ଶହ ଶହ ଖାଲ ଢିପ ଯୋଗୁ ଯାତାୟାତରେ ସମସ୍ୟା, ଚେତାବନୀ ଦେଲେ ସହରବାସୀ, ମରାମତି ନ ହେଲେ ଆଗାମୀ ଦିନରେ…

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗୀର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri