୧୦୦ରୁ ଉର୍ଦ୍ଧ୍ୱ ମହିଳାଙ୍କୁ ବଳାତ୍କାର କରିଥିବା ୭୧ବର୍ଷୀୟ ବୃଦ୍ଧ ଗିରଫ

ଲୁଇସିୟାନା, ୧୮।୪: ବଳାତ୍କାର ଅଭିଯୋଗରେ ଜଣେ ୭୧ବର୍ଷୀୟ ବୃଦ୍ଧଙ୍କୁ ପୋଲିସ ଗିରଫ କରିଛି। ତାଙ୍କ ନାଁରେ ୧୦୦ରୁ ଉର୍ଦ୍ଧ୍ୱ ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ସେଥିମଧ୍ୟରୁ ଅଧିକାଂଶ ନାବାଳିକା। ସୂଚନାଯୋଗ୍ୟ, ଆମେରିକାର ଲୁଇସିୟାନା ସହରରେ ବାସ କରୁଥିବା ଫାଉଣ୍ଟେନ ନାମକ ଏହି ବ୍ୟକ୍ତି ୧୯୭୦ରୁ ଏଭଳି ଜଘନ୍ୟ କାଣ୍ଡ କରିବା ଆରମ୍ଭ କରିଥିଲେ। କିନ୍ତୁ ପ୍ରମାଣ ଅଭାବରୁ ବର୍ତ୍ତି ଯାଉଥିଲେ। ଗତ ଏପ୍ରିଲ ୯ରେ ତାଙ୍କୁ ପୋଲିସ ଗିରଫ କରିଥିଲା। ଜେରାବେଳେ ପୋଲିସ ଆଗରେ ସବୁ ସତ ଘଟଣା ପ୍ରକାଶ କରିଥିଲେ ଫାଉଣ୍ଟେନ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ କ୍ୟାନସର ପୀଡ଼ିତାଙ୍କ ସମେତ ୫ ନୂଆ କରୋନା ପଜିଟିଭ୍‌

ବରଗଡ଼ ଅଫିସ,୨ା୮: ବରଗଡ଼ ଜିଲାରେ ରବିବାର ପୁଣି ୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଭୁବନେଶ୍ବରରେ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଥିବା...

ସାପ କାମୁଡାରେ ନାବାଳିକାଙ୍କ ଜୀବନ ଗଲା

ସଜନାଗଡ଼, ୨୭।୫(ଡି.ଏନ.ଏ.)-ନୀଳଗିରି ବ୍ଲକ ବରହମ୍‌ପୁର ଥାନା ଅଧୀନ ନରଣପୁର ପଞ୍ଚାୟତ ନୂଆସାହି ଗ୍ରାମର ନୀଳକଣ୍ଠ ପାତ୍ରଙ୍କ ଝିଅ ନିନି(୮)ରବିବାର ବିଳମ୍ବିତ ରାତିରେ ଶୌଚ ପାଇଁ ଉଠିଥିଲେ।...

ଓଏମ୍‌ସି ଗ୍ରାହକ ପରିଚାଳନା ସେବା ଶୁଭାରମ୍ଭ

ଭୁବନେଶ୍ୱର,୨ା୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନଫରେନ୍ସ ଜରିଆରେ ୫-ଟି କାର୍ଯ୍ୟକ୍ରମ ଅନ୍ତର୍ଗତ ଓଡ଼ିଶା ଖଣି ନିଗମ(ଓଏମ୍‌ସି)ର ଗ୍ରାହକ ସମନ୍ବିତ ପରିଚାଳନା ସେବା(ସିଆଇଏମ୍‌ଏସ୍‌) ଏବଂ...

ବରୀ, କୋରେଇ ବ୍ଲକରେ ମେଗା ଜଳଯୋଗାଣ ପ୍ରକଳ୍ପ

ଯାଜପୁର ଅଫିସ,୧୮ା୧: ଯାଜପୁର ଜିଲା ବରୀ ବ୍ଲକର ୮୯ ଗ୍ରାମ ଓ କୋରେଇ ବ୍ଲକର ୧୫୮ ଗ୍ରାମ ପାଇଁ ୨ଟି ମେଗା ପାଇପ ଜଳଯୋଗାଣ ପ୍ରକଳ୍ପକୁ...

ଜୀବନ, ଜୀବିକାର ସୁରକ୍ଷା ଉପରେ ଗୁରୁତ୍ୱାରୋପ -ଉତ୍ତରାଞ୍ଚଳ ରାଜସ୍ବ କମିଶନରଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର, ୧୦ା୭ (ସ୍ବ.ପ୍ର./ଡି.ଏନ୍‌.ଏ.)- ଉତ୍ତରାଞ୍ଚଳ ରାଜସ୍ବ କମିଶନର ନିରଞ୍ଜନ ସାହୁ ଗୁରୁବାର କେନ୍ଦୁଝର ଜିଲା ଗସ୍ତରେ ଆସି କୋଭିଡ୍‌-୧୯ ପରିଚାଳନା, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ତଥା ଅନ୍ୟାନ୍ୟ କାର୍ଯ୍ୟକ୍ରମର...

ଦୁର୍ଘଟଣା ପରେ ୩ବର୍ଷ ହେଲା ଶଯ୍ୟାଶାୟୀ

ବାଲେଶ୍ୱର ଅଫିସ, ୩।୮: ବାଲେଶ୍ୱର ଜିଲା ରେମୁଣା ବ୍ଲକ ବଡ଼ପାଳ ପଞ୍ଚାୟତ ତୋଭାପାଳ ସାହିର ଲୋଧା ସିଂ (୪୬)ଙ୍କ ପରିବାରରେ ଏବେ ଦେଖାଦେଇଛି ଦୁଃଖର ଝଡ।...

ଜିଲାପାଳଙ୍କୁ ଫେରାଦ ହେଲେ ହିତାଧିକାରୀ

କେନ୍ଦୁଝର, ୨୫।୧ (ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଅଧୀନ ତେନ୍ତଳାପଶି ପଞ୍ଚାୟତ (ଓ୍ବାର୍ଡ ନଂ. ୨,୩) ବଡ଼କମଣ୍ଡରା ଗ୍ରାମକୁ ପୁରୁଣା ତାଲିକାରେ ୯୧ଟି ଘର...

ବିଛିନ୍ନାଞ୍ଚଳରେ ପ୍ରଜାମେଳି: ବିଏସଏଫ କ୍ୟାମ୍ପ ନିର୍ମାଣକୁ ବିରୋଧ କରି ଏକାଠି ହେଲେ ଶହ ଶହ ଆଦିବାସୀ

କୋରୁକୋଣ୍ଡା/ଚିତ୍ରକୋଣ୍ଡା,୩।୧୨(ଡି.ଏନ.ଏ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଛିନ୍ନାଞ୍ଚଳରେ ପୁଣି ଥରେ ପ୍ରଜାମେଳି ହେବା ଦେଖାଦେଇଛି। ଏହି ପ୍ରଜାମେଳି ଚିତ୍ରକୋଣ୍ଡା ବିଛିନ୍ନାଞ୍ଚଳର ଯୋଡ଼ାଆମ୍ବ ପଞ୍ଚାୟତର ହନ୍ତାଳଗୁଡାଠାରେ ହୋଇଥିଲା। ଏହି...

Advertisement
Archives

Model This Week