୧୦୦୦ ଏୟାରକୁଲର ଦେଲା ସିମ୍ଫୋନି

ନୂଆଦିଲ୍ଲୀ,୧-୫: କୋଭିଡ୍‌-୧୯ ଯୁଦ୍ଧରେ ପ୍ରମୁଖ ଏୟାରକୁଲର ମାନୁଫାକଚର କମ୍ପାନୀ ସିମ୍ଫୋନି ସାମିଲ ହୋଇଛି। ଗୁଜରାଟ ସରକାରଙ୍କୁ ଏହା ୧୦୦୦ ଏୟାରକୁଲର ଦାନ କରିଥିବା ସୂଚନା ଦେଇଛି। ଗୁଜରାଟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗରେ ଏହି କୁଲରଗୁଡିକ ବ୍ୟବହାର କରାଯିବା କାର୍ଯ୍ୟକ୍ରମ ରହିଛି। କୋଭିଡ୍‌ ପ୍ରଭାବିତ ସ୍ଥାନ, ଟ୍ରିଟ୍‌ମେଣ୍ଟ ସେଣ୍ଟର, କ୍ୱାରାଣ୍ଟାଇନ ସେଣ୍ଟର, ହେଲ୍‌ଥ କେୟାର ଫାସିଲିଟିଗୁଡିକରେ ଏଗୁଡିକ ଲଗାଯିବ। କରୋନା ବିରୋଧରେ ସମସ୍ତେ ଆଗେଇ ଆସିବାକୁ କମ୍ପାନୀ ପକ୍ଷରୁ ଆହ୍ବାନ କରାଯାଇଛି। ଗୁଜରାଟ ସରକାରଙ୍କ ସହ ମିଳିତ ହୋଇ କାମ କରୁଥିବାରୁ ଅତ୍ୟନ୍ତ ଖୁସି ବୋଲି କମ୍ପାନୀର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଆଚଲ ବାକେରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ମହଙ୍ଗା ହେଲା ସୁନା ଦର

ନୂଆଦିଲ୍ଲୀ,୨୪।୨: ଆହୁରି ମହଙ୍ଗା ହେଲା ସୁନା ଓ ରୂପା। ଭାରତରେ ୧୦ ଗ୍ରାମ ପିଛା ସୁନା ଦର ପାଖାପାଖି ୧୪୦୦ ଟଙ୍କା ବଢିିଛି। ସେପଟେ ଏକ...

‘ଖଣିଜ ପଦାର୍ଥ ଆମ ବିକାଶର ମାପକାଠି’

ଭୁବନେଶ୍ୱର,୨୪।୧: ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ପରିସରରେ ଶକ୍ତି ଏବଂ ପରିବେଶ ସମ୍ବନ୍ଧୀୟ ଏକ ଜାତୀୟସ୍ତରୀୟ କର୍ମଶାଳା ‘ନାନୋ ମ୍ୟାଟେରିଆଲ୍‌ସ’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ଏସ୍‌ଇଆର୍‌ବି ‘ଆସିଲେରେଟ୍‌ ବିଜ୍ଞାନ-କର୍ମଶାଳା’...

୯.୧ ଲକ୍ଷ କୋଟିକୁ ଖସିପାରେ ଏନ୍‌ପିଏ

ନୂଆଦିଲ୍ଲୀ, ୪-୯: ଦେଶରେ ଥିବା ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ମୋଟ ଏନ୍‌ପିଏ ଆର୍ଥତ୍କ ବର୍ଷ ୨୦୧୯-୨୦ରେ ୯.୧ ଲକ୍ଷ କୋଟି ଟଙ୍କାକୁ ହ୍ରାସ ଘଟିପାରେ।୨୦୧୯ ମାର୍ଚ୍ଚ ୩୧...

କଲ୍ୟାଣ ଜୁଏଲର୍ସ ପକ୍ଷରୁ ନୂଆ ଅଭିଯାନ

ଭୁବନେଶ୍ୱର, ୧୮-୪: କଲ୍ୟାଣ ଜୁଏଲର୍ସ ପକ୍ଷରୁ ଆକର୍ଷଣୀୟ ଅଫର ଘୋଷଣା କରାଯାଇଛି। ମାଗଣା ଗୋଲ୍ଡ କଏନ ଭାବେ ଶୋ’ରୁମ ପକ୍ଷରୁ ୩୦୦ କିଲୋ ପର୍ଯ୍ୟନ୍ତ ସୁନା...

କାନନର ଫଟୋକପି ମଡେଲ ପ୍ରଦର୍ଶିତ

କଟକ,୨୫।୧୧:କାନନ ଇଣ୍ଡିଆ ଓ ଗାୟତ୍ରୀ ଡକ୍ୟୁଟେକ୍ସ ପ୍ରାଇଭେଟ ଲିମିଟେଡ୍‌ର ମିଳିତ ଉଦ୍ୟମରେ ସ୍ଥାନୀୟ ବାଦାମବାଡ଼ି ନିକଟସ୍ଥ ଏକ ହୋଟେଲ ପରିସରରେ କାନନ ଫଟୋ କପି ମଡେଲର...

ଖୁଚୁରା ମୁଦ୍ରାସ୍ଫୀତି ୫.୯୧%

ନୂଆଦିଲ୍ଲୀ,୧୪।୪: ଚଳିତ ବର୍ଷ ମାର୍ଚ୍ଚରେ ଦେଶର ଖୁଚୁରା ମୁଦ୍ରାସ୍ଫୀତି ୫.୯୧% ହ୍ରାସ ଘଟିଛି। ଖାଦ୍ୟ ସାମଗ୍ରୀ ଦର କମିବାରୁ ଯୋଗୁ ଏଭଳି ସ୍ଥିତି ଉପୁଜିଥିବାରୁ ମୁଦ୍ରାସ୍ଫୀତି...

ଏପ୍ରିଲରେ ୧୫ ଦିନ ବ୍ୟାଙ୍କ ବନ୍ଦ ! ଜରୁରୀ କାମ ଥିଲେ ଶୀଘ୍ର ସାରିଦିଅନ୍ତୁ

ନୂଆଦିଲ୍ଲୀ,୩୧।୩: ଏପ୍ରିଲ ପହିଲାରୁ ଆରମ୍ଭ ହେବାକୁ ଯାଉଛି ନୂଆ ଆର୍ଥିକ ବର୍ଷ। ଏହାପରଠାରୁ ଅନେକ ପରିବର୍ତ୍ତନ ହେବାକୁ ଯାଉଛି। ହେଲେ ଆସନ୍ତା ମାସର ୩୦ ଦିନରୁ...

ଗାଡ଼ି ବୀମା କଭର ମହଙ୍ଗା ହୋଇପାରେ

ନୂଆଦିଲ୍ଲୀ,୧୨।୯: ଆଗାମୀ ମାସଗୁଡିକରେ ନୂଆ ଗାଡ଼ି କିଣିବା ୧୦% ମହଙ୍ଗା ହୋଇପାରେ। ବୀମା ପଲିସିର ଡିଜାଇନ ଏବଂ ମୋଟର ବୀମା କଭର ମଡେଲ ପରିବର୍ତ୍ତନ ହେବାର...

Advertisement
Archives

Model This Week