Posted inଫୁରସତ

୧୦୦୧ ଛିଦ୍ର ଥିବା ଧବଳ ଶିବଲିଙ୍ଗ ପୂଜା କଲେ ପୂରଣ ହୁଏ ସବୁ ମନସ୍କାମନା

ମଧ୍ୟପ୍ରଦେଶର ଶିବା ସହରରେ ରହିଛି ୧୦୦୧ ଛିତ୍ର ଥିବା ଧବଳ ଶିବଲିଙ୍ଗ। ଏଠାରେ ଥିବା ମହା ମୃତ୍ୟୁଞ୍ଜୟ ମନ୍ଦିରରେ ଏହି ଚମତ୍କାରି ଶିବ ଲିଙ୍ଗ ରହିଛି। ଏହାକୁ ଦେଖିବାକୁ ଦୂର ଦୂରାନ୍ତରରୁ ଭକ୍ତମାନେ ଆସିଥାଆନ୍ତି। ଏଠାରେ ଶିବଙ୍କୁ ମହାମୃତ୍ୟୁଞ୍ଜୟ ଭାବେ ପୂଜା କରାଯାଇଥାଏ। ଲୋକଙ୍କର ବିଶ୍ୱାସ ରହିଛି କି ଏହି ୧୦୦୧ ଛିତ୍ର ଥିବା ଧବଳ ଶିବଲିଙ୍ଗ ଅକାଳ ମୃତ୍ୟୁରୁ ଜନତାଙ୍କୁ ରକ୍ଷା କରିଥାଏ। କୁହାଯାଏ ଏଠାରେ ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠକଲେ ଅକାଳ ମୃତ୍ୟୁ ଦୂରେଇ ଯାଇଥାଏ। ଏଠାରେ ମନସ୍କାମନା କଲେ ନାନଦି ବ୍ୟାଧି ଦୂର ହୋଇଥାଏ ବୋଲି କୁହାଯାଏ। ଆଉ ମସ୍କାମନା ପୂରଣ ହେଲେ ଧବଳ ଶିବଲିଙ୍ଗ ନିକଯରେ ନଡ଼ିଆ ଓ ବେଲପତ୍ର ଚଢାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏହା ଡବଲ ଗେମ୍‌…, କ୍ରିକେଟର୍ସଙ୍କ ସହ ହ୍ୟାଣ୍ଡସେକ୍‌ ପାଇଁ କାହିଁକି ନାହିଁ ଅନୁମତି? ଜୟଶଙ୍କରଙ୍କ ସହ PAK ସ୍ପିକରଙ୍କ ହାତ ମିଳାଇବାକୁ ନେଇ…

ଇସଲାମାବାଦ/ନୂଆଦିଲ୍ଲୀ,୨।୧: ପାକିସ୍ତାନୀ ବିଶେଷଜ୍ଞ କମର ଚିମା ଢାକାରେ ପାକିସ୍ତାନ ଜାତୀୟ ପରିଷଦର ବାଚସ୍ପତି ଆୟାଜ ସାଦିକଙ୍କ ସହ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କରଙ୍କ ହାତ...

ହାତୀର ଟ୍ରାଙ୍କୁଲାଇଜ୍‌ ଚିକିତ୍ସା ପାଇଁ ଅନୁମତି ମାଗିଥିଲା ବନ ବିଭାଗ, ହେଲେ…

ବଲାଙ୍ଗୀର,୨ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଞ୍ଜ ବେଲଗାଁ ସେକ୍ସନ ନାରିକଟା ବିଟ୍‌ ବିଜେପୁର ପଞ୍ଚାୟତ ବର୍ଣ୍ଣି ଜଙ୍ଗଲସ୍ଥିତ ନୀମପଡ଼ା ଗାଁର ନାଳରେ ଏକ...

ଖୋଲିଲା ମଣ୍ଡି: ପ୍ରଥମ ଦିନରେ ଧାନ ଦେଲେ ଏତିକି ଚାଷୀ

ପାଟଣା,୨।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟରେ ଶୁକ୍ରବାର ରାଜ୍ୟ ଯୋଗାଣ ନିଗମ ତରଫରୁ ଧାନ ମଣ୍ଡି ଖୋଲିଛି। ପ୍ରଥମ ଦିନରେ ପାଟଣା...

ଖଣ୍ଡଗିରି ମାଘ ମେଳା ନେଇ ମେୟରଙ୍କ ସୂଚନା, ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ…

ଭୁବନେଶ୍ବର, ୨/୧:  ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ । ଖଣ୍ଡଗିରି ମାଘ...

‘କେହି ଟି-୨୦ ବିଶ୍ୱକପ ଦେଖିବେ ନାହିଁ…’ ଆଇସିସି ଉପରେ ବର୍ଷିଲେ ଅଶ୍ୱିନ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨।୧: ପୂର୍ବତନ ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରବିଚନ୍ଦ୍ରନ ଅଶ୍ୱିନ ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ସମ୍ପର୍କରେ ନିଜର ନିରାଶା ପ୍ରକାଶ କରିଛନ୍ତି। ଅଶ୍ୱିନ କହିଛନ୍ତି ,...

ଯୁବକଙ୍କୁ ଦଳି ମାରିବା ପରେ ବି ଜଗି ରହିଛି ହାତୀ 

ଖୋର୍ଦ୍ଧା,୨।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଭୂଆସୁଣି ପାଟଣା ଗାଁରେ ଯୁବକଙ୍କୁ ଜଣେ ଯୁବକଙ୍କୁ ଏକ ଦନ୍ତା ଦଳି ଦେଇଛି। ମୃତକ ହେଲେ ପ୍ରିୟବ୍ରତ...

ବିରାଟ-ରୋହିତଙ୍କୁ ଦେଖିବାକୁ ପ୍ରଶଂସକଙ୍କ ପ୍ରବଳ ଉତ୍ସାହ: ୮ ମିନିଟ୍‌ରେ ସରିଗଲା ଭାରତ ବନାମ ନ୍ୟୁଜିଲାଣ୍ଡ ଟିକେଟ

ନୂଆଦିଲ୍ଲୀ,୨।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ୍‌ ଜାନୁଆରୀ ୧୧, ୨୦୨୬ରେ ଆରମ୍ଭ ହେବାକୁ ଯାଉଛି। ଏହି ହାଇ-ଭୋଲଟେଜ ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହିତ।...

ରାଗିକି ପଞ୍ଚମ ହୋଇଗଲେ ଜାଭେଦ ଅଖତର: ଦେଇଦେଲେ ଏମିତି ଧମକ

ପ୍ରବୀଣ ଗୀତିକାର ଜାଭେଦ ଅଖତର ପ୍ରତ୍ୟେକ ପ୍ରସଙ୍ଗରେ ସ୍ପଷ୍ଟ ମତ ରଖିବା ପାଇଁ ଜଣାଶୁଣା। ଅନ୍ୟ ଅନେକ ତାରକାଙ୍କ ପରି, ଆଜିକାଲି ସେ ମଧ୍ୟ ଡିପ୍‌ଫେକ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri