Posted inଖେଳ

୧୦୦ ଉଇକେଟ ନେବାରେ ମାଲିଙ୍ଗା ପ୍ରଥମ

କାଣ୍ଡି (ଶ୍ରୀଲଙ୍କା), ୭ା୯ (ଏଏଫ୍‌ପି)- ଶ୍ରୀଲଙ୍କାର ଲସିଥ ମାଲିଙ୍ଗା ବୋଲର ଭାବେ ଅନ୍ତର୍ଜାତୀୟ ଟି୨୦ରେ ୧୦୦ ଉଇକେଟ ହାସଲ କରିବାରେ ପ୍ରଥମ ବୋଲର ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। କାଣ୍ଡିଠାରେ ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ମ୍ୟାଚରେ ସେ ଏହି ସଫଳତା ହାସଲ କରିଛନ୍ତି। ଗତ ରବିବାର ସେ ଶାହିଦ ଆଫ୍ରିଦିଙ୍କ ୯୭ ଉଇକେଟ ସଫଳତାକୁ ଅତିକ୍ରମ କରି ଟି୨୦େରେ ସର୍ବାଧିକ ଉଇକେଟ ହାସଲକାରୀ ବୋଲର ବିବେଚିତ ହୋଇଥିଲେ। ମାତ୍ର ଶୁକ୍ରବାର କଲିନ୍‌ ମୁନ୍‌ରୋଙ୍କୁ ବୋଲ୍ଡ କରି ସେ ଉଇକେଟ ହାସଲରେ ଶତକ ପୂରଣ କରିଛନ୍ତି। ଏହାଥିଲା ତାଙ୍କର ୭୬ତମ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ। ୩୬ ବର୍ଷୀୟ ସ୍ପିଡ୍‌ଷ୍ଟର ୪ଟି ବଲ୍‌ରେ ୪ ଉଇକେଟ ଅକ୍ତିଆର କରିବା ସହ ଏକ ହ୍ୟାଟ୍ରିକ ଅର୍ଜନ କରିଛନ୍ତି। ସେ ପ୍ରଥମେ କ୍ରମାଗତ ହାମିଶ ରଥରଫୋର୍ଡ, କଲିନ ଡି’ ଗ୍ରାଣ୍ଡହୋମ୍‌ ଏବଂ ରସ୍‌ ଟେଲରଙ୍କୁ ଏବଂ ପରେ ମୁନ୍‌ରୋଙ୍କୁ ଆଉଟ୍‌ କରି ପ୍ୟାଭିଲିୟନ ପଠାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri