୧୦୦ ଟଙ୍କା ଶସ୍ତା ହେଲା ଏଲ୍‌ପିଜି ସିଲିଣ୍ଡର

ନୂଆଦିଲ୍ଲୀ,୧-୭:  ଅଣ ସବ୍‌ସିଡିଯୁକ୍ତ ଏଲ୍‌ପିଜି ସିଲିଣ୍ଡର ଦର ୧୦୦.୫୦ ଟଙ୍କା ହ୍ରାସ ପାଇଛି। ଜୁଲାଇ ପହିଲାରୁ ଏହା ଲାଗୁ ହୋଇଯିବ। ଫଳରେ ଦିଲ୍ଲୀରେ ଘରୋଇ ବ୍ୟବହାର ହେଉଥିବା ଅଣସବ୍‌ସିଡିଯୁକ୍ତ ଏଲ୍‌ପିଜି ସିଲିଣ୍ଡର ଦର ୬୩୭ ଟଙ୍କା ହେବ। ଇଣ୍ଡିଆନ ଅଏଲ କର୍ପୋରେଶନ ପକ୍ଷରୁ ରବିବାର ଏ ସଂକ୍ରାନ୍ତରେ ଏକ ବିବୃତି ଜାରି କରି କୁହାଯାଇଛି ଯେ, ଅନ୍ତରାଷ୍ଟ୍ରୀୟ ବଜାରରେ ଦର ହ୍ରାସ ପାଇବା ଏବଂ ଡଲାର-ଟଙ୍କା ବିନିମୟ ମୂଲ୍ୟରେ ସ୍ଥିରତା କାରଣରୁ ବିନା ସବ୍‌ସିଡିର ଏଲ୍‌ପିଜି ଦର ହ୍ରାସ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଲ୍ୟା, ମୋଦିଙ୍କ ପ୍ରତ୍ୟର୍ପଣ ତଥ୍ୟ ଦେଲାନି ଏମ୍‌ଇଏ

ନୂଆଦିଲ୍ଲୀ,୧୬।୫: ପଳାତକ ମଦ ବ୍ୟବସାୟୀ ବିଜୟ ମାଲ୍ୟା ଏବଂ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ପ୍ରତ୍ୟର୍ପଣ ସମ୍ପର୍କରେ ତଥ୍ୟ ଦେବାକୁ ମନା କରିଦେଇଛନ୍ତି ବୈଦେଶିକ ମନ୍ତ୍ରଣାଳୟ(ଏମ୍‌ଇଏ)।...

ବ୍ୟାଙ୍କ ଠକେଇ ନେଇ ଇଡିର ଦାବି: ନୀରବ,ଚୋକ୍‌ସିଙ୍କଠୁ ଆଗରେ ସନ୍ଦେସରା ଭ୍ରାତା

ନୂଆଦିଲ୍ଲୀ,୩୦-୬: ଜାଲ୍‌ କମ୍ପାନୀ ପ୍ରତିଷ୍ଠା କରି ବ୍ୟାଙ୍କଗୁଡ଼ିକରୁ ବହୁ ହଜାର କୋଟି ଟଙ୍କା ଠକି ନେବାରେ ଷ୍ଟର୍ଲିଂ ବାୟୋଟେକ କମ୍ପାନୀ ମାଲିକ ସନ୍ଦେସରା ଭ୍ରାତାଙ୍କୁ ନେଇ...

ଚାଷୀଙ୍କୁ ଉପହାର, ବଢ଼ିଲା ରବି ଫସଲ ଏମ୍‌ଏସ୍‌ପି…

ନୂଆଦିଲ୍ଲୀ,୮।୯: କନ୍ଦ୍ର ସରକାର ଚାଷୀଙ୍କ ପାଇଁ ଉପହାର ଘୋଷଣା କରିଛନ୍ତି। ଏହା ଅନ୍ତର୍ଗତ ରବି ଫସଲରେ ସର୍ବନିମ୍ନ୍‌ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) କୁ ବୃଦ୍ଧି କରାଯାଇଛି। ଗହମର...

କରୋନା ଲାଗି ପୂର୍ବତଟ ରେଳପଥର ସତର୍କତା ପଦକ୍ଷେପ

ଭୁବନେଶ୍ୱର,୧୫।୩: ପୂର୍ବତଟ ରେଳପଥ ପକ୍ଷରୁ କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ନିମନ୍ତେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ରେଳପଥର ମହାପ୍ରବନ୍ଧକ ବିଦ୍ୟାଭୂଷଣ ରେଳବାଇ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ମଣ୍ଡଳ ରେଳ...

ମୁଖ୍ୟ ମନ୍ତ୍ରୀଙ୍କୁ ଭେଟିଲେ ଆଇଟିସି ଅଧ୍ୟକ୍ଷ

ଭୁବନେଶ୍ୱର,୩୦-୫: ଆଇଟିସି ଅଧ୍ୟକ୍ଷ ତଥା ନିର୍ଦ୍ଦେଶକ ସଞ୍ଜୀବ ପୁରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶପଥ ଗ୍ରହଣ ଉତ୍ସବ ପରେ ସାକ୍ଷାତ କରିଛନ୍ତି। ବାତ୍ୟା ପ୍ରଭାବିତଙ୍କ ଲାଗି...

ବଢୁଛି ଆମେରିକା ଅତି ଧନୀଙ୍କ ସମ୍ପତ୍ତି

ନୂଆଦିଲ୍ଲୀ,୨୪।୫: କରୋନା ପାଇଁ ସାରା ବିଶ୍ୱ ଏବେ ସଙ୍କଟ ସମୟ ଦେଇ ଗତି କରୁଛି। ଭୂତାଣୁକୁ ରୋକିବା ଲାଗି ବିଭିନ୍ନ ଦେଶ ଲକ୍‌ଡାଉନ ହେବା ଯୋଗୁ...

ଆମାଜନରେ ବିକ୍ରି ହେଉଛି ହିନ୍ଦୁ ଦେବାଦେବୀଙ୍କ ଛବି ଥିବା ସାମଗ୍ରୀ;ଜୋର ଧରିଲା ସୋସିଆଲ ମିଡିଆରେ ବିରୋଧ

ନୂଆଦିଲ୍ଲୀ,୧୭-୫: ଅନ୍‌ଲାଇନ ସପିଂ ପ୍ଲାଟଫର୍ମ ଆମାଜନରେ ହିନ୍ଦୁ ଦେବାଦେବୀଙ୍କ ଛବି ଥିବା ସାମଗ୍ରୀ ବିକ୍ରି ହେବାକୁ ନେଇ ଦେଶରେ ବିରୋଧ ଆରମ୍ଭ ହୋଇଯାଇଛି। ଏହାକୁ ନେଇ...

ସ୍ପଷ୍ଟ କଲା କେନ୍ଦ୍ର: ମାଗଣାରେ ମିଳିବନି ବିଜୁଳି

ନୂଆଦିଲ୍ଲୀ,୧୭-୭: ରାଜନୈତିକ କାରଣରୁ ରାଜ୍ୟ ସରକାରଗୁଡ଼ିକ ଚାଷୀ, ଗରିବଙ୍କୁ ମାଗଣାରେ ବିଜୁଳି ଯୋଗାଇ ଦେଉଛନ୍ତି। ଏଥିପାଇଁ ସେମାନେ କେନ୍ଦ୍ର ସରକାରଙ୍କ ଠାରୁ ରିହାତି ଚାହୁଁଛନ୍ତି। ଏଣିକି...

Advertisement
Archives

Model This Week