ନୂଆଦିଲ୍ଲୀ,୨୫-୮: କେନ୍ଦ୍ର ସରକାର ଭିତ୍ତିଭୂମି ନିର୍ମାଣ କ୍ଷେତ୍ରରେ ଆସନ୍ତା ୫ ବର୍ଷରେ ୧୦୦ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିବେ। ଏଥିପାଇଁ ଅଗ୍ରାଧିକାର ଭିତ୍ତିରେ ଭିତ୍ତିଭୂମିଗୁଡ଼ିକର ଚିହ୍ନଟ ପାଇଁ ସରକାରଙ୍କ ପକ୍ଷରୁ ଏକ ଆନ୍ତଃମନ୍ତ୍ରିସ୍ତରୀୟ ଟାସ୍କଫୋର୍ସ ଗଠନ କରାଯାଇଛି। ଏ ସମ୍ପର୍କରେ ସୂଚନା ଦେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ କହିଛନ୍ତି ଯେ, ଆର୍ଥିକ ବ୍ୟାପାର ଅଧୀନରେ ଏହି ଟାସ୍କଫୋର୍ସ କାମ କରିବ। ପ୍ରକଳ୍ପଗୁଡ଼ିକର ନିର୍ମାଣରେ ହେଉଥିବା ଖର୍ଚ୍ଚ ଓ କାର୍ଯ୍ୟ ଉପରେ ତୀକ୍ଷ୍ନ ନଜର ରଖାଯିବ ଏବଂ ସେଗୁଡ଼ିକୁ ତ୍ୱରାନ୍ବିତ କରିବା ପାଇଁ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି। ଭିତ୍ତିଭୂମି ଓ ଗୃହ ପ୍ରକଳ୍ପଗୁଡ଼ିକୁ ଯେପରି ତ୍ୱରାନ୍ବିତ ଭାବେ ଅର୍ଥ ମିଳିବ ସେଥିଲାଗି ଏକ ସଂସ୍ଥା ଗଠନ କରାଯିବ ବୋଲି ସେ କହିଛନ୍ତି।
DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!
ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…
Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…
ନୂଆଦିଲ୍ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…
ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭
ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…
୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…
ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…
ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?
ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…
ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି
ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…
ଡିଜିଟାଲ୍ ଯୁଗରେ ବି କ୍ୟାଶ୍ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା
ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…
ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ
ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…
Archives

