ଲଣ୍ଡନ,୨୦ା୨(ପି.ଟି.): ବିଶ୍ୱର ବିକାଶଶୀଳ ଅର୍ଥନୀତି ମଧ୍ୟରୁ ବଛାଯାଇଥିବା ୧୦୦ଟି ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ମଧ୍ୟରେ ଭାରତରୁ ୧୧ଟି ସ୍ଥାନ ପାଇଛି। ଟାଇମ୍ସ ହାୟର ଏଜୁକେଶନ୍ସ ଇମର୍ଜିଂ ଇକୋନୋମିଜ୍ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ ୨୦୨୦ରୁ ଏହା ଜଣାପଡିଛି। ମୋଟ ୪୭ଟି ଦେଶର ୫୩୩ ବିଶ୍ୱବିଦ୍ୟାଳୟକୁ ନେଇ ଏହି ସର୍ଭେ କରାଯାଇଥିବାବେଳେ ସେଥିରେ ଭାରତରୁ ୫୬ଟି ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଥିଲା। ଶ୍ରେଷ୍ଠ ବିବେଚିତ ୧୦୦ ବିଶ୍ୱବିଦ୍ୟାଳୟ ମଧ୍ୟରେ ଚାଇନାରୁ ସର୍ବାଧିକ ୩୦ଟି ରହିଥିବାବେଳେ ଦ୍ୱିତୀୟ ସ୍ଥାନରେ ଭାରତ ରହିଛି। ଏହି ତାଲିକାରେ ଇଣ୍ଡିଆନ ଇନ୍ଷ୍ଟିଚ୍ୟୁଟ୍ ଅଫ ସାଇନ୍ସ (ଆଇଆଇଏସ୍ସି) ୧୬ତମ ସ୍ଥାନରେ ରହିଥିବାବେଳେ ଏହା ପଛକୁ ରହିଛି ଇଣ୍ଡିଆନ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଆଇଆଇଟି)। ଭାରତୀୟ ଉଚ୍ଚଶିକ୍ଷା ଅନୁଷ୍ଠାନଗୁଡ଼ିକ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷତା ଦେଖାଇଛନ୍ତି। ଭାରତ ସରକାର ୨୦୧୭ରେ ଇନ୍ଷ୍ଟିଚ୍ୟୁଟ୍ସ ଅଫ ଏମିନେନ୍ସ ପ୍ରତିଷ୍ଠା କରିଥିଲେ। ଏଥିରେ ଅଂଶଗ୍ରହଣକାରୀ ବିଶ୍ୱବିଦ୍ୟାଳୟ ଅମୃତ ବିଶ୍ୱ ବିଦ୍ୟାପୀଠମ୍ ପ୍ରଥମ ଥର ପାଇଁ ଶ୍ରେଷ୍ଠ ୧୦୦ ଶିକ୍ଷାନୁଷ୍ଠାନ ମଧ୍ୟରେ ସ୍ଥାନ ପାଇଛି। ଅନ୍ୟମାନଙ୍କ ମଧ୍ୟରେ ଆଇଆଇଟି ଖଡ଼ଗପୁର ୨୩ ସ୍ଥାନ ଉପରକୁ ଉଠି ୩୨ତମ ସ୍ଥାନରେ ପହଞ୍ଚିଥିବାବେଳେ ଆଇଆଇଟି ଦିଲ୍ଲୀ ୩୮ତମ, ଆଇଆଇଟି ମାଡ୍ରାସ ୬୩ତମ ସ୍ଥାନରେ ରହିଛି। ଇଣ୍ଡିଆନ ଇନ୍ଷ୍ଟିଚ୍ୟୁଟ ଅଫ୍ ଟେକ୍ନୋଲୋଜି ରୋପଡ୍ ଏବଂ ଇନ୍ଷ୍ଟିଚ୍ୟୁଟ୍ ଅଫ କେମିକାଲ ଟେକ୍ନୋଲୋଜି ପ୍ରଥମ ଥର ଏହି ର଼୍ୟାଙ୍କିଙ୍ଗ୍ରେ ପ୍ରବେଶ କରି ଶ୍ରେଷ୍ଠ ୧୦୦ ମଧ୍ୟରେ ସ୍ଥାନ ପାଇଛନ୍ତି।
Posted inଅନ୍ତର୍ଜାତୀୟ View All
ଆମେରିକୀୟ ସଂସଦରେ ଭାରତୀୟଙ୍କ ଦବ୍ଦବା; ବାଜିମାତ୍ କଲେ ପିୟା ଡାଣ୍ଡିଆ, ଆମେରିକାରେ ହଲଚଲ
ଓ଼୍ବାଶିଂଟନ,୪।୧୧: ଆମେରିକାରେ ମିଡଟର୍ମ ନିର୍ୱାଚନର ଫଳାଫଳ ଆସିବା ଆରମ୍ଭ ହୋଇଯାଇଛି। ଏହି ର୍ନିବାଚନର ପ୍ରଭାବ ଭାରତ ଉପରେ ମଧ୍ୟ ପଡ଼ିବାର ଦେଖିବାକୁ ମିଳିବ। ଗଣତି ଚାଲିଛି ଏବଂ…
ଆମେରିକା ନିର୍ବାଚନରେ ଟ୍ରମ୍ପଙ୍କୁ ଝଟ୍କା; ଡେମୋକ୍ରାଟ୍ସ ହାତେଇଲେ ବହୁମତ, ବିଶ୍ୱରେ ଚହଳ
ଓ଼୍ବାଶିଂଟନ,୪।୧୧: ଆମେରିକାରେ 2026 ମିଡଟର୍ମ ନିର୍ୱାଚନରେ ଭୋଟ ଗ୍ରହଣ ଶେଷ ହୋଇଛି ଏବଂ ଭାରତୀୟ ସମୟ ଅନୁଯାୟୀ ଆଜି ନଭେମ୍ୱର 4 ସକାଳ ସାଢ଼େ 4ଟାରୁ ଭୋଟ…
ୟୁକ୍ରେନ୍ ସହାୟତା କେନ୍ଦ୍ର ଉପରେ ଆକ୍ରମଣ: ୩୧ ମୃତ
କିଭ୍,୪ା୧୧: ଦକ୍ଷିଣ ୟୁକ୍ରେନ୍ର ଏକ ସହାୟତା କେନ୍ଦ୍ରରୁ ଲୋକେ ମାନବୀୟ ସହାୟତା ସଂଗ୍ରହ କରିବା ପାଇଁ ଏକାଠି ହୋଇଥିବାବେଳେ ରୁଷିଆ ଆକ୍ରମଣ କରିବାରୁ ୩୧ ଜଣଙ୍କ ମୃତ୍ୟୁ…
ଆମେରିକା ମଧ୍ୟବର୍ତ୍ତିକାଳୀନ ନିର୍ବାଚନ ପାଇଁ ମତଦାନ ଜାରି
ଓ୍ବାଶିଂଟନ,୪ା୧୧: ଆମେରିକା କଂଗ୍ରେସକୁ କେଉଁ ଦଳ ନିୟନ୍ତ୍ରଣ କରିବ, ସେନେଇ ମଙ୍ଗଳବାର ମଧ୍ୟବର୍ତ୍ତିକାଳୀନ ନିର୍ବାଚନ ଅନୁଷ୍ଠିତ ହେଉଛି। ହାଉସ୍ ଅଫ୍ ରିପ୍ରେଜେଣ୍ଟେଟିଭ୍ସର ସମସ୍ତ ୪୩୫ ଆସନ ଏବଂ…
ଭାରତୀୟ ପତାକା ଥିବା ଜାହାଜ ଉପରେ ଆକ୍ରମଣ; ଜଣେ ବ୍ୟକ୍ତି ନିହତ; ଜାହାଜରେ ଥିଲେ ୧୪ କର୍ମଚାରୀ
ମସକଟ,୩।୧୧: ସୋମବାର ଓମାନ ଉପକୂଳ ନିକଟରେ ଭାରତୀୟ ପତାକା ବହନ କରୁଥିବା ଏକ ମାଲବାହୀ ଜାହାଜ ଉପରେ ଏକ ଅଜ୍ଞାତ ଆକାଶୀୟ ବସ୍ତୁ ଦ୍ୱାରା ଆକ୍ରମଣ କରାଯାଇଥିଲା।…
Video: ଏଭରେଷ୍ଟ ବେସ କ୍ୟାମ୍ପ ନିକଟରେ ୨ ହେଲିକପ୍ଟର ମୁହାଁମୁହିଁ ଧକ୍କା
କାଠମାଣ୍ଡୁ,୩।୧: ନେପାଳର ସୋଲୁଖୁମ୍ବୁରେ ଏକ ବଡ଼ ଦୁର୍ଘଟଣା ଘଟିଛି, ଯେଉଁଠାରେ ଦୁଇଟି ହେଲିକପ୍ଟର ପରସ୍ପର ସହ ଧକ୍କା ହେବା ଫଳରେ ବଡ଼ଧରଣର ଆତଙ୍କ ସୃଷ୍ଟି ହୋଇଛି। ଏହି…
‘ଆମେ ଯୁଦ୍ଧ ଜିତି ସାରିଛୁ’ ଟ୍ରମ୍ପଙ୍କ ବଡ଼ ଦାବି; କହିଲେ, ‘ଶାନ୍ତି ପାଇଁ ଭିକ ମାଗୁଛି ତେହରାନ’
ଓ୍ବାଶିଂଟନ,୩।୧୧: ଆମେରିକା ଏବଂ ଇରାନ ମଧ୍ୟରେ ପୁଣିଥରେ ଯୁଦ୍ଧ ଆରମ୍ଭ ହୋଇଯାଇଛି। ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ଚାଲିଥିବା ବେଳେ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କେଶମ ଦ୍ୱୀପ (Qeshm Island)…
ୟୁକ୍ରେନ ଉପରେ ବଡ଼ ଧରଣର ଆକ୍ରମଣ କଲା ରୁଷିଆ; ୨୬ ମୃତ, ୨୭ ନିଖୋଜ
କ୍ୱିଭ,୩।୧୧: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆଉ ଏକ ବଡ଼ ଧରଣର ଆକ୍ରମଣ ହୋଇଛି। ରୁଷୀୟ ସେନା ୟୁକ୍ରେନର ଜାପୋରିଝିଆ ଅଞ୍ଚଳରେ ଥିବା…

