୧୦୨୬ ହୋମ୍‌ ଆଇସୋଲେଶନରେ, ୯୫ ଜଣଙ୍କ ୧୪ଦିନ ପୂରିଲା

ଶେରଗଡ଼,୨୯ା୩(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକ ୨୨ ପଞ୍ଚୟତରେ ୧୧୧୬ ଜଣ ବାହାରୁ ଗଁାକୁ ଫେରିଥିଲେ। ସେମାନଙ୍କୁ ନିଜନିଜ ଘରେ ଆଇସୋଲେଶନରେ ରଖାଯାଇଛି। ସେମାନଙ୍କ ଘର ଆଗରେ କରୋନା ସମ୍ପର୍କରେ ଏକ ପୋଷ୍ଟର ପ୍ରଶାସନ ପକ୍ଷରୁ ଲଗାଇ ଦିଆଯାଇଛି। ଉକ୍ତ ଘରୁ ବାହାରୁ ଆସିଥିବା ବ୍ୟକ୍ତି ମାନଙ୍କୁ ୧୪ ଦିନ ପର୍ଯ୍ୟନ୍ତ ବାହାରକୁ ନ ବାହାରିବା ପାଇଁ ବାରଣ କରାଯାଇଛି। ଶନିବାର ସୁଦ୍ଧା ୧୧୧୬ ଜଣରୁ ମୋଟ ୯୫ ଜଣଙ୍କ ୧୪ ଦିନ ପୁରିଛି। ସେମାନଙ୍କ ସ୍ଥିତି ଠିକ୍‌ ଥିବାବେଳେ ଉକ୍ତ ୯୫ଜଣ ବୁଲାବୁଲି କରିପାରିବେ ବୋଲି ପ୍ରଶାସନ ପକ୍ଷରୁ ଜଣାଯାଇଛି। ଉକ୍ତ ସମସ୍ତ କାର୍ଯ୍ୟ ବିଡିଓ ସୁରଞ୍ଜନ କୁମାର ସାହୁ ଓ ତହସିଲଦାର ଡ଼. ଦୟାସିନ୍ଧୁ ପରିଡା ତଦାରଖ କରୁଥିବାବେଳେ ଶେରଗଡ଼ ଥାନା ଅଧିକାରୀ ରମେଶ ଚନ୍ଦ୍ର ଦାସ ପାଟ୍ରୋଲିଂ କଡାକଡି କରି ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ଭି ୬୯ ଗ୍ରାମରେ ଜବର ଦଖଲ ଉଚ୍ଛେଦ କଲା ପ୍ରଶାସନ

କାଲିମେଳା, ୧୬ା୪(ଡି ଏନ ଏ ): ମାଲାକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ କାଲିମେଳା ପଞ୍ଚାୟତର ଏମ୍‌ଭି-୬୯ ଗ୍ରାମରେ ଥିବା କାଳିମନ୍ଦିର ନିକଟରେ ସରକାରୀ ଜମିରେ...

ପୋଡ଼ିଲେ ମାଓବାଦୀ ପୋଷାକ, ସମାଜର ମୁଖ୍ୟସ୍ରୋତରେ ହେଲେ ସାମିଲ

ଚିତ୍ରକୋଣ୍ଡା,୧୧ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ସଫଳ ହେବାକୁ ଲାଗିଛି ସରକାରଙ୍କ ଆଣ୍ଟି ମାଓବାଦୀ ଅପରେଶନ। ଜିଲାରୁ ମାଓବାଦୀଙ୍କୁ ସମ୍ପୂର୍ଣ୍ଣ ଭାବରେ ମୂଳପୋଛ କରିବା ପାଇଁ ବିଏସ୍‌ଏଫ୍‌ ଆସିବା...

ନିମ୍ନମାନର ରାସ୍ତାକାମ, ବନ୍ଦ କଲେ ଗ୍ରାମବାସୀ

ଅମରପାଲି, ୧୧।୭(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ମୁଖ୍ୟ ଛକଠାରୁ ରେଢ଼ାଖୋଲ- ବୀରମହାରାଜପୁର ସୀମାବର୍ତ୍ତୀ ଅମରପାଲି ପର୍ଯ୍ୟନ୍ତ ହେଉଥିବା ରାସ୍ତା କାମ ନିମ୍ନମାନର ହେଉଥିବା ଅଭିଯୋଗ ହେଉଛି।...

କୋକସରାରେ ମା’ ଠାକୁରାଣୀଙ୍କ ଘଟଯାତ୍ରା; ଅଞ୍ଚଳରେ ଭକ୍ତିମୟ ପରିବେଶ

କୋକସରା, ୧୨।୪(ଡି.ଏନ୍‌.ଏ.): ଚୈତ୍ର ମାସରେ କଳାହାଣ୍ଡି ଜିଲା କୋକସରାରେ ଅନୁଷ୍ଠିତ ହୋଇଥାଏ ମା’ ଠାକୁରାଣୀଙ୍କ ଘଟଯାତ୍ରା। ଏହାକୁ ନେଇ ଅଞ୍ଚଳରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଥାଏ।...

ବନ୍ଧୁକ ମୁନରେ ୧୫ ଲକ୍ଷ ଟଙ୍କାର ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ

ପଦ୍ମପୁର,୧ା୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସୁଦର୍ଶନପୁର ମାଛ ହାଟ ଛକରେ ଜଣେ ସୁନା ଦୋକାନୀଙ୍କଠାରୁ ୧୫ଲକ୍ଷ ଟଙ୍କାର ସୁନା ଗହଣା ଲୁଟି ନେଇଛନ୍ତି...

ତେଜିଲେ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଜମାକାରୀ

ବାଲେଶ୍ୱର ଅଫିସ, ୧୪।୨: ବାଲେଶ୍ୱର ଜିଲାରେ ବିଭିନ୍ନ ଚିଟ୍‌ଫଣ୍ଡ କମ୍ପାନୀରେ ଟଙ୍କା ଜମା ରଖି କ୍ଷତିଗ୍ରସ୍ତ ହୋଇଥିବା ଜମାକାରୀମାନେ ଟଙ୍କା ଫେରସ୍ତ ପାଇଁ ‘ଆର୍ଥତ୍କ ସଂସ୍ଥାମାନଙ୍କ...

ବିଦେଶରୁ ଘରକୁ ଆସୁଛି ଅଧିକ ଅର୍ଥ

କେନ୍ଦ୍ରାପଡା ଅଫିସ, ୨୧ା୧୦:ଆନ୍ତର୍ଜାତିକ ମୁଦ୍ରା ବିନିମୟ କ୍ଷେତ୍ରରେ ଟଙ୍କାର ଅବମୂଲ୍ୟାୟନ ବଢ଼ି ଚାଲିଛି। ଏହା ଭାରତୀୟ ଅର୍ଥନୀତି ଉପରେ ପ୍ରଭାବ ପକାଉଛି ବୋଲି ଅର୍ଥନୀତିଜ୍ଞମାନେ ଆଶଙ୍କା...

ନ୍ୟାୟ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଗୁହାରି କଲେ ମା’

ଭୁବନେଶ୍ୱର,(ବ୍ୟୁରୋ)/ ଧର୍ମଶାଳା, (ଡି.ଏନ.ଏ.)୨୧।୩: ନୟାଗଡ଼ ଜିଲା ରଣପୁର ଥାନା ମଝିଆଖଣ୍ଡ ଗୋଡ଼ିପୋଖରୀ ଗ୍ରାମର କ୍ୟାମେରାମ୍ୟାନ ମାନସ ସ୍ବାଇଁଙ୍କୁ ଅପହରଣ ଓ ନିର୍ଯାତନା ପରେ ହତ୍ୟା କରି...

Advertisement
Archives

Model This Week