୧୦୩ କେଜି ଗଞ୍ଜେଇ ଜବତ, ୩ ଗିରଫ

ଫିରିଙ୍ଗିଆ,୧୯।୬- ଫିରିଙ୍ଗିଆ ପୋଲିସ ଡିଣ୍ଡିରାଗାଁ ପଞ୍ଚାୟତ ପାଖରେ ଚଢ଼ାଉ କରି ଏକ ଡାଲା ଅଟୋରୁ ୧୦୩ କେଜି ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଫିରିଙ୍ଗିଆର ଜିତେନ୍ଦ୍ର ଦିଗାଲ, ବନ୍ଧୁ ପ୍ରଧାନ ଓ ନୟାଗଡର ଦୀପୁନ ଚିନାର। ଅଟୋ ନଂ(ଓଡି ୧୨ଏ- ୩୧୩୭)ରେ ଗଞ୍ଜେଇ ବୋଝେଇ ହୋଇ ବାହାରକୁ ଚାଲାଣ ହେଉଥିବା ପୋଲିସକୁ ଖବର ମିଳିଥିଲା। ଥାନାଧିକାରୀ ପି. ଶ୍ୟାମସୁନ୍ଦର ରାଓଙ୍କ ନେତୃତ୍ୱରେ ଏକ ଟିମ୍‌ ସେଠାକୁ ଯାଇ ଛପି ରହିଥିଲା। ଗାଡି ଆସିବାରୁ ଅଟକାଇ ଯାଞ୍ଚ ବେଳେ ସେଥିରୁ ଗଞ୍ଜେଇ ଜବତ ହୋଇଥିଲା। ଏନେଇ ନଂ.୫୪/୧୯ରେ ଏକ ମାମଲା ରୁଜୁ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ଘଟଣା: ପ୍ରେମ ପାଇଁ ହତ୍ୟା କରାଯାଇଥିବା ଅଭିଯୋଗ କଲେ ସ୍ତ୍ରୀ

ଜଗତ୍‌ସିଂହପୁର ଅଫିସ, ୭ା୧୦- ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅଢଙ୍ଗ ପଞ୍ଚାୟତ ଦାଗାଁ ବିଦ୍ୟାଳୟ (ବାତ୍ୟା ଆଶ୍ରୟସ୍ଥଳ) ବିଲ୍ଡିଂରୁ ଗତ ୫ ତାରିଖ ରାତିରେ ଜଣେ...

ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ପରଲୋକ

ରାୟଗଡ଼ା ଅଫିସ,୧୭ା୧: ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ପରଲୋକ ଘଟିଛି। ରବିବାର ବିଳମ୍ବିତ ରାତିରେ ରାୟଗଡ଼ା ଜିଲା ଗୁଣୁପୁର ସେବାସମାଜ ପରିସରରେ ୮୮ ବର୍ଷ ବୟସରେ ସେ...

୧୭ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୭ ଜିଲାରେ କାଳବୈଶାଖୀ ଆଶଙ୍କା କରାଯାଉଛି। ଏହିସବୁ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି । ଏହି...

୯ଶହ ବୀମାଧାରୀଙ୍କ ମଧ୍ୟରେ ୨୧ଜଣ ପରୀକ୍ଷାର୍ଥୀ: ସରିଲା ରିମାଣ୍ଡ, ଜେଲ ଫେରିଲେ କୋଟିପତି ବିରଞ୍ଚି

ଭୁବନେଶ୍ୱର,୭।୮(ବ୍ୟୁରୋ): ବହୁ କୋଟିର ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ସଦସ୍ୟଙ୍କ ପ୍ରାଇଭେଟ ସେକ୍ରେଟାରି (ପିଏସ୍‌)...

ୟୁଜି,ପିଜି ପରୀକ୍ଷାକୁ ନେଇ ଏଭଳି ନିଷ୍ପତ୍ତି

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଚଳିତ ବର୍ଷ ୟୁଜି/ପିଜି ପରୀକ୍ଷା ପ୍ରାୟତଃ ଅନୁଷ୍ଠିତ ହେବ। ଶନିବାର ବସିଥିବା କୁଳପତିମାନଙ୍କ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ...

ବାଲାଟ ପେପରରେ ତ୍ରୁଟି: କେନ୍ଦ୍ରାପଡା, ଯାଜପୁରରେ ନିର୍ବାଚନ ବାତିଲ

ଭୁବନେଶ୍ୱର, ୨୨।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ମଙ୍ଗଳବାର ଚତୁର୍ଥ ପର୍ଯ୍ୟାୟ ମତଦାନ ଜାରି ରହିଛି। ତେବେ ମଧ୍ୟାହ୍ନ ୧୨ଟା ସୁଦ୍ଧା ୪୫ ପ୍ରତିଶତରୁ ଅଧିକ ମତଦାନ...

୧୦ ଲକ୍ଷ ଟଙ୍କାର ଗୁଟ୍‌ଖା ଜବତ

ବ୍ରହ୍ମପୁର ଅଫିସ,୯ା୮- ବଡବଜାର ପୋଲିସ ଗୁରୁବାର ପାଣିଗ୍ରାହୀ ପେଣ୍ଠରେ ଥିବା ଏକ ଗୁଟ୍‌ଖା କାରଖାନାରେ ଚଢାଉ କରି ବିପୁଳ ପରିମାଣର ଗୁଟ୍‌ଖା ଜବତ କରିଛି। ଜଣେ...

ଅନ୍ନଦାତା ହେବେ ଊର୍ଜାଦାତା: ଧର୍ମେନ୍ଦ୍ର

ଭୁବନେଶ୍ୱର,୪-୯(ବ୍ୟୁରୋ):ଦେଶର ଅନ୍ନଦାତାମାନେ ଊର୍ଜାଦାତା ହେବେ। ଏହି ନୀତି ଆଧାରରେ ମୋଦି ସରକାର କାମ କରୁଛନ୍ତି ା ତେଣୁ ଲୋକଙ୍କ ଆୟକୁ ବଢାଇବା ପାଇଁ ବିଭିନ୍ନ କୃଷି...

Advertisement
Archives

Model This Week