୧୦୭୧ରୁ ୯୮୯ ନମୁନା ନେଗେଟିଭ୍‌

ବାରିପଦା ଅଫିସ, ୨୭ା୪:  କରୋନା ସନ୍ଦେହରେ ମୟୂରଭଞ୍ଜ ଜିଲାର ୧୦୭୧ ଜଣଙ୍କ ସାମ୍ପୁଲ ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ସେଥିମଧ୍ୟରୁ ୯୮୯ ଜଣଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ଅବଶିଷ୍ଟ ୮୨ ଜଣଙ୍କ ରିପୋର୍ଟକୁ ଅପେକ୍ଷା କରାଯାଇଛି। ୧୦୭୧ ଜଣଙ୍କ ମଧ୍ୟରୁ ୭୯ ଜଣ ବିଦେଶ ଫେରନ୍ତା, ୩୦୪ ଜଣଙ୍କ ଟ୍ରାଭେଲ ହିଷ୍ଟ୍ରିି ଓ ଜ୍ୱର ଆସିବା, ୨୪୩ ଜଣ କାଶ ହୋଇ ଅସୁସ୍ଥ ଅନୁଭବ କରିବା, ୧୨ ଜଣ ଶ୍ୱାସକ୍ରିୟାରେ ଅସୁସ୍ଥ ଅନୁଭବ କରିବା ଓ ୪୩୩ ଜଣ ବ୍ୟକ୍ତି ହଟସ୍ପଟ ଅଞ୍ଚଳରୁ ଆସିଥିବା କାରଣରୁ ସେମାନଙ୍କ ସ୍ବାବ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା। ଉଲ୍ଲେଖଯୋଗ୍ୟ ଯେ, ବର୍ତ୍ତମାନ ସୁଦ୍ଧା ଜିଲାରେ ଗୋଟିଏ ବି ପିଜିଟିଭ କେସ୍‌ ମିଳି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରୋତ୍ସାହିତ କରିବ ପ୍ରଦର୍ଶନୀ

ଅନୁଗୋଳ ଅଫିସ, ୨ା୧୦ ଆବର୍ଜନାରେ ସଜା ଯାଇପାରେ ଡ୍ରଇଂ ରୁମ୍‌। ବଢ଼ାଯାଇପାରେ ଡାଇନିଂ ଟେବୁଲର ଶୋଭା। ଅଳିଆ ଗଦାର ଭଙ୍ଗା କାଚ, ଫଟା ପ୍ଲାଷ୍ଟିକ, ଚିରା...

ପ୍ରତିଶ୍ରୁତି ପରେ ହେବାକୁ ଥିବା ଆନ୍ଦୋଳନ ସ୍ଥଗିତ

କୁଚିଣ୍ଡା,୧୦ା୮(ଡି.ଏନ.ଏ.): କୁଚିଣ୍ଡା ଉପଖଣ୍ଡରେ ୨୦୨୧ରେ ହୋଇଥିବା ଖରିଫ ଧାନ ଫସଲ ମରୁଡି ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ପ୍ରଦାନରେ କମ୍ପାନୀ ଟାଳଟୁଳ ନୀତି ଅବଲମ୍ବନ କରୁଛି।...

ଲିଫ୍ଟ ମାଗି ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଦାରିଙ୍ଗବାଡ଼ି,୯ା୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ବାଇକ୍‌ରେ ଲିଫ୍ଟ ମାଗି ମରଣାନ୍ତକ ଆକ୍ରମଣ କରିବାରୁ କୋଟଗଡ଼ ବ୍ଲକ...

କେନ୍ଦୁଝରରେ ୨ବର୍ଷର ରେକର୍ଡ ଭାଙ୍ଗିଲା ଶୀତ

କେନ୍ଦୁଝର,୨୮।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ବର୍ଷା ସାଙ୍ଗକୁ କୋହଲା ପାଗ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଚଳିତବର୍ଷ ସର୍ବନିମ୍ନ ତାପମାତ୍ରା ୫.୬ ଡିଗ୍ରୀ ରେକର୍ଡ କରାଯାଇଛି, ଯାହାକି...

ଭତ୍ତା ନେବାକୁ ଆସି ବୃଦ୍ଧଙ୍କ ପ୍ରାଣ ଗଲା

ବାଲିଆପାଳ, ୧୫।୧୨(ସ୍ବ.ପ୍ର.)-ପଞ୍ଚାୟତ କାର୍ଯ୍ୟାଳୟକୁ ଭତ୍ତା ନେବାକୁ ଆସିଥିବା ବାଲିଆପାଳ ଅଞ୍ଚଳର ଜଣେ ୯୫ ବର୍ଷୀୟ ବୃଦ୍ଧଙ୍କ ରବିବାର ମୃତ୍ୟୁ ହୋଇଛି। ଏହି ଘଟଣା ପରେ ସ୍ଥାନୀୟ...

୧୮ ଜିଲାରେ ଘରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ମନା: ଯିବାକୁ ପଡ଼ିବ ଆଇସୋଲେଶନ ସେଣ୍ଟର…

ମୁମ୍ବାଇ,୨୫।୫: ଏବେ କରୋନା ଆକ୍ରାନ୍ତଙ୍କ ଚିକିତ୍ସାକୁ ଘରେ ନ କରାଯିବାକୁ ମହାରାଷ୍ଟ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। କରୋନା ପଜିଟିଭ୍‌ ହେଲେ ଆକ୍ରାନ୍ତଙ୍କୁ ଆଇସୋଲେଶନ ସେଣ୍ଟର ଯିବାକୁ...

ଓଲଟିଲା ତିର୍ଥଯାତ୍ରୀ ବସ୍‌: ୭ଗୁରୁତର, ୩୦ରୁ ଉଦ୍ଧର୍‌ବ ଆହାତ

ବାଲେଶର ଅଫିସ,୧୦।୮: ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବାକୁ ଯିବା ବେଳେ ଭାରସାମ୍ୟ ହରାଇ ଓଲଟିଲା ତିର୍ଥଯାତ୍ରୀ ବସ୍‌। ବାଲେଶର ଜିଲାର ସୋର ଅନ୍ତର୍ଗତ ୧୬ନଂ ଜାତୀୟ...

ଶାଳୀକୁ ବଳାତ୍କାର କଲା ଭିଣୋଇ

ରାଉରକେଲା ଅଫିସ,୨୦ା୧: ସୁନ୍ଦରଗଡ଼ ଜିଲା ଟାଙ୍ଗରପାଲି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ତାଙ୍କ ଭିଣୋଇ ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଗିରଫ କରିଛି। ପୋଲିସ ସୂଚନା...

Advertisement
Archives

Model This Week