୧୦୮ ଓ ୧୦୨ ଆମ୍ବୁଲାନ୍ସ ସେବାରେ ରେକର୍ଡ

ଭୁବନେଶ୍ୱର,୧୬ା୫ (ବ୍ୟୁରୋ): ଲକ୍‌ଡାଉନ୍‌ ଜାରି ରହିଥିବାବେଳେ ମାର୍ଚ୍ଚ ଓ ଏପ୍ରିଲ୍‌ରେ ୧୦୮ ଏବଂ ୧୦୨ ଆମ୍ବୁଲାନ୍ସ ରେକର୍ଡ ସଂଖ୍ୟକ ରୋଗୀଙ୍କୁ ଜରୁରୀକାଳୀନ ସେବା ଯୋଗାଇଛି। ମୟୂରଭଞ୍ଜରେ ୧୦୮ ଆମ୍ବୁଲାନ୍ସ ଜରିଆରେ ସର୍ବାଧିକ ଲୋକ ସେବା ପାଇଛନ୍ତି। ସେହିଭଳି ଅନୁଗୋଳ ଜିଲାରେ ୧୦୨ ଆମ୍ବୁଲାନ୍ସ ଜରିଆରେ ସର୍ବାଧିକ ଗର୍ଭବତୀ ମହିଳା ଏବଂ ଶିଶୁ ସେବା ପାଇପାରିଥିବା ଜଣାପଡିଛି। ୧୦୮ ସେବା ପାଇବାରେ ମୟୂରଭଞ୍ଜ, କଟକ ଏବଂ ଖୋର୍ଦ୍ଧା ଜିଲା ଆଗରେ ରହିଥିବାବେଳେ ୧୦୨ ଆମ୍ବୁଲାନ୍ସ ସେବା ପାଇବାରେ ଅନୁଗୋଳ, ବାଲେଶ୍ୱର ଏବଂ ବରଗଡ଼ ଆଗରେ ରହିଛି। ମୟୂରଭଞ୍ଜ ଜିଲାରେ ମୋଟ ୩୪ଟି ୧୦୮ ଆମ୍ବୁଲାନ୍ସ ସେବା ଯୋଗାଉଥିବାବେଳେ ମାର୍ଚ୍ଚ ଓ ଏପ୍ରିଲରେ ଯଥାକ୍ରମେ ୪୫୭୧ ଏବଂ ୪୧୯୬ ଜଣ ରୋଗୀ ହସ୍ପିଟାଲକୁ ସ୍ଥାନାନ୍ତର ହୋଇଛନ୍ତି। କଟକ ଜିଲାରେ ୨୬ଟି ଆମ୍ବୁଲାନ୍ସ କାର୍ଯ୍ୟ କରୁଥିବାବେଳେ ଯଥାକ୍ରମେ ୩୯୨୩ ଏବଂ ୩୬୦୭ଜଣ ରୋଗୀ ସେବା ପାଇଛନ୍ତି। ଖୋର୍ଦ୍ଧା ଜିଲାରେ ୨୩ଟି ଆମ୍ବୁଲାନ୍ସ ରହିଥିବାବେଳେ ଯଥାକ୍ରମେ ୩୮୯୯ ଏବଂ ୩୫୫୩ ଜଣ ରୋଗୀ ସେବା ପାଇପାରିଛନ୍ତି। ସେହିପରି ଅନୁଗୋଳରେ ୧୬ଟି ୧୦୨ ଆମ୍ବୁଲାନ୍ସ ଯୋଗେ ଦୁଇମାସରେ ଯଥାକ୍ରମେ ୧୩୧୧ ଏବଂ ୧୪୮୯ ଜଣଙ୍କୁ ହସ୍ପିଟାଲକୁ ଯାଇଛନ୍ତି। ବାଲେଶ୍ୱରରେ ୨୯ଟି ଆମ୍ବୁଲାନ୍ସରେ ଯଥାକ୍ରମେ ୨୯୪୨ ଏବଂ ୩୩୫୭ ଜଣଙ୍କୁ ସେବା ମିଳିଛି। ବରଗଡ଼ ଜିଲାରେ ୧୫ଟି ୧୦୨ ଆମ୍ବୁଲାନ୍ସ ମାଧ୍ୟମରେ ଯଥାକ୍ରମେ ୧୪୪୪ ଜଣ ଏବଂ ୧୫୪୮ଜଣ ସେବା ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ…

ଓଡ଼ିଶା ପୋଲିସକୁ ମିଳିବ ‘ପ୍ରେସିଡେଣ୍ଟସ୍୩ କଲର:  ଜୁଲାଇ ୫ରେ ଗୃହମନ୍ତ୍ରୀ ଅମିତ ଶାହ ପ୍ରଦାନ କରିବେ ସମ୍ମାନ

ଭୁବନେଶ୍ୱର, ୨୭।୬: ଓଡ଼ିଶା ପୋଲିସ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ଆସିବାକୁ ଯାଉଛି। ଦେଶର ଅନ୍ୟତମ ସର୍ବୋଚ୍ଚ ପୋଲିସ ସମ୍ମାନ ‘ପ୍ରେସିଡେଣ୍ଟସ୍ କଲର’ (President’s Colour) ରେ…

ଗଞ୍ଜେଇ ଚାଲାଣ କରୁଥିଲେ, ପୋଲିସକୁ ଦେଖି ଡିଭାଇଡରରେ ପିଟିହେଲା କାର୍; ଜବତ ହେଲା ୨୫ ଲକ୍ଷର…

ଝାରସୁଗୁଡ଼ା, ୨୭।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବିଜୁ ଏକ୍ସପ୍ରେସ୍‌ ୱେର ଖେରୁଆଲ୍ ଛକ ନିକଟରୁ ବିପୁଳ…

ଶିଶୁ ଜନ୍ମ ହେଲେ ମୁଖ୍ୟମନ୍ତ୍ରୀ ଦେବେ ୧ ଗ୍ରାମର ସୁନା ମୁଦି, ରାଜ୍ୟ ସରକାରଙ୍କ ଖାସ୍ ସ୍କିମ୍…

ଚେନ୍ନାଇ,୨୭ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ନିଜର ଏକ ପ୍ରମୁଖ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ଏଣିକି ରାଜ୍ୟର ସମସ୍ତ ସରକାରୀ ମାତୃତ୍ୱ କେନ୍ଦ୍ର ଓ…

ଏକାଠି ହେଲେ ଗଞ୍ଜାମ ଜିଲା ଠିକାଦାର ସଂଘ: ଆଗକୁ…

ଦିଗପହଣ୍ଡି,୨୭|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟ ମା ‘ ରତ୍ନେଶ୍ୱରୀ ଶକ୍ତିପୀଠ ପରିସରରେ  ଶୁକ୍ରବାର ନିଖିଳ ଓଡିଶା ଠିକାଦାର ମହାସଂଘ…

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ

ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର…

ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri