Posted inଜାତୀୟ

୧୦୯ ଘଣ୍ଟା ପରେ ବୋର୍‌ ଓ୍ବେଲ୍‌ରୁ ଉଦ୍ଧାର ହୋଇ ଜୀବନ ହାରିଲେ ୨ ବର୍ଷ ଶିଶୁ ଫତେହବୀର

ଚଣ୍ଡିଗଡ଼, ୧୧।୬: ପଞ୍ଜାବର ସଙ୍ଗରୁର୍‌ ଅଞ୍ଚଳରେ ୨ ବର୍ଷ ଶିଶୁ ଫତେହବୀର ସିଂ ଏକ ଖୋଲା ବୋର୍‌ଓ୍ବେଲ୍‌ରେ ଅସାବଧାନତାରୁ ଖସିପଡ଼ିଥିଲା। ଜୁନ୍‌ ୬ ସନ୍ଧ୍ୟାଠାରୁ ୨୬ ଜଣିଆ ଉଦ୍ଧାରକାରୀ ଦଳ ପତେହବୀରଙ୍କୁ ବଞ୍ଚାଇବାର ଉଦ୍ୟମ ଜାରି ରଖିଥିଲେ। ୧୦୯ ଘଣ୍ଟାପରେ ମଙ୍ଗଳବାର ଭୋର୍‌ ୫ଟା ୧୨ରେ ଫତେହବୀରଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଫତେହବୀରଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଗତ ୫ ଦିନ ଭୋକରେ ରହି ସେ ଦୁର୍ବଳ ହୋଇପଡ଼ିଥିବା ଡାକ୍ତର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ଯିବା ପୂର୍ବରୁ ସବୁ ଜଳିପୋଡ଼ି ହୋଇଗଲା ପାଉଁଶ: ଗୋଟିଏ ଦିନ ପରେ କରିଥାନ୍ତେ…

ଜୟପୁର,୨୦।୪: ରାଜସ୍ଥାନର ବାଡ଼ମେରର ବାଲୋତ୍ରା ରିଫାଇନାରୀରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। CDU ୟୁନିଟରେ ଅଗ୍ନିକାଣ୍ଡ ଘଟିଥିଲା। ନିଆଁ ଲିଭାଇବା ପାଇଁ ବହୁ ସଂଖ୍ୟକ ଦମକଳ ଗାଡ଼ି…

ହବିବନଗର ବେଆଇନ କରତକଳ ଉପରେ ଚଢ଼ାଉ, ୩ ଲକ୍ଷରୁ ଉର୍ଦ୍ଧ୍ବ କାଠ…

ଧାମନଗର,୨୦।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଏନଏସି ଅଧିନ ହବିବନଗର ଠାରେ ଦୀର୍ଘ ଦିନ ଧରି ଚାଲି ଆସୁଥିବା ବେଆଇନ କରତକଳ ଉପରେ ସୋମବାର ଧାମନଗର ବନ ବିଭାଗ ଚଢ଼ାଉ…

ଦଳର ହିତ ପାଇଁ ବଡ଼ ନିଷ୍ପତ୍ତି ନେଲେ ନୀତୀଶ କୁମାର, ଶୁଣିଲେ ଖୁସି ହେବେ ଜେଡିୟୁ କର୍ମୀ

ନୂଆଦିଲ୍ଲୀ,୨୦।୪: ରାଜଧାନୀ ପାଟନାର ଏକ ଆନେ ମାର୍ଗରେ ସୋମବାର ଜେଡିୟୁ ବିଧାନସଭାର ବୈଠକ ବସିଥିଲା। ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଦଳ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି…

ହର୍ମୁଜରେ ଜାହାଜ ଉପରେ ଗୁଳିମାଡ଼ ଘଟଣା, ଆଡଭାଇଜରୀ ଜାରି କଲା ଭାରତ

ନୂଆଦିଲ୍ଲୀ,୨୦।୪: ୧୮ ଏପ୍ରିଲରେ ହର୍ମୁଜ୍ ପ୍ରଣାଳୀରେ ଦୁଇଟି ଭାରତୀୟ ଜାହାଜ ଉପରେ ଗୁଳିଚାଳନା ଘଟଣା ପରେ, ଭାରତୀୟ ନୌସେନା ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଛି । ଭାରତୀୟ…

ଅବସର ନେବାକୁ ନେଇ ମୁହଁ ଖୋଲିଲେ ରିଜ୍‌ଓ୍ୱାନ

କରାଚୀ,୨୦ା୪: ପାକିସ୍ତାନ ସିନିୟର ଉଇକେଟ୍‌କିପର ବ୍ୟାଟର ମହମ୍ମଦ ରିଜ୍‌ଓ୍ୱାନ କହିଛନ୍ତି, ବର୍ତ୍ତମାନ ଯଦିଓ ସେ ଫର୍ମ ଫେରିପାଇବାକୁ ସଂଘର୍ଷ ଚଳାଇଛନ୍ତି, ନିକଟରେ ଟି୨୦ କ୍ରିକେଟରୁ ତାଙ୍କର ଅବସର…

ବଡ଼ ଧରଣର ଭୂକମ୍ପ ଝଟକା; ଘରୁ ବାହାରି ଆସିଲେ ଲୋକେ, ସୁନାମି ଚେତାବନୀ ଜାରି

ଟୋକିଓ,୨୦।୪: ଜାପାନରେ ପୁଣି ଥରେ ଏକ ଭୟଙ୍କର ଭୂମିକମ୍ପ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ରିପୋର୍ଟ ଅନୁଯାୟୀ, ଉତ୍ତର…

ଗଞ୍ଜାମର ପ୍ରସିଦ୍ଧ ଚନ୍ଦନ ଯାତ୍ରା: ଉଠୁଛି ପଡୁଛି ସହର, ୨୧ ଦିନ ଧରି…

ଗଞ୍ଜାମ,୨୦ା୪(ବିଦ୍ୟାଧର ସାହୁ): ଦୀର୍ଘ ୨୧ଦିନ ଧରି ଭକ୍ତି, ପରମ୍ପରା ଓ ଆନନ୍ଦର ରଙ୍ଗରେ ରଙ୍ଗିତ ହେବ ଗଞ୍ଜାମ ସହର।  ସୋମବାର ଅକ୍ଷୟ ତୃତୀୟାରୁ ଆରମ୍ଭ ହୋଇଛି ଗଞ୍ଜାମ…

ଗୋଟିଏ ପଟେ ଯୁଦ୍ଧକୁ ନେଇ ଆମେରିକା ଶାନ୍ତି ଆଲୋଚନା କରୁଥିବା ବେଳେ, ଅନ୍ୟପଟେ ଗୋଟିଏ ଟେବୁଲରେ ବସିବାକୁ ପ୍ରସ୍ତୁତ ଭାରତ-ଆମେରିକା

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ମଧ୍ୟରେ, ଭାରତ ଏବଂ ଆମେରିକା ସୋମବାର (ଏପ୍ରିଲ ୨୦) ୱାଶିଂଟନରେ ଏକ ନୂତନ ପର୍ଯ୍ୟାୟ ବାଣିଜ୍ୟ ଆଲୋଚନା ଆରମ୍ଭ କରିବାକୁ ଯାଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri