୧୦ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ୮ ସୁରଟ ଫେରନ୍ତା

ଭୁବନେଶ୍ୱର,୧୦।୫(ବ୍ୟୁରୋ)-ରାଜ୍ୟରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ରବିବାର ରାଜ୍ୟରେ ଚିହ୍ନଟ ହୋଇଥିବା ୧୦ ନୂତନ ଆକ୍ରାନ୍ତଙ୍କ ବିଷୟରେ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ସେମାନଙ୍କ ମଧ୍ୟରେ ୪ ଜଣ ଯାଜପୁରର ହୋଇଥିବାବେଳେ ୨ ଜଣ ସୁରଟ ଫେରନ୍ତା ଏବଂ ଅନ୍ୟ ୨ ଜଣ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଛନ୍ତି। ସେହିପରି ୬ ଜଣ ଭଦ୍ରକ ହୋଇଥିବାବେଳେ ସମସ୍ତେ ସୁରଟ ଫେରନ୍ତା ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

ରାଜ୍ୟରୁ ୨୪ ହଜାର ଶିଶୁ ନିଖୋଜ: ୨୦୨୪ରେ ସର୍ବାଧିକ ୬,୨୨୩ ନିଖୋଜ, ୮୭% ଝିଅ

ଭୁବନେଶ୍ୱର,୨୪।୮(ତ୍ରିନାଥ ମହାନ୍ତି ): ଯାଜପୁର ଜିଲାର ପିହୁ ହେଉ ଅବା ନୟାଗଡ଼ର ପରୀ। ରାଜ୍ୟର ବିଭିନ୍ନ ଜିଲାରୁ କୋମଳମତି ଶିଶୁ ନିଖୋଜ ହୋଇଯାଉଛନ୍ତି। ସେମାନଙ୍କୁ ଖୋଜିବା ପାଇଁ…

ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍‌, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍‌ଜିଟି

ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍‌ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି…

ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୨୪ା୮: ବଙ୍ଗୋପସାଗରରେ ରବିବାର ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ସନ୍ଧ୍ୟା ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ସଂଲଗ୍ନ ଗାଙ୍ଗେଟିକ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପରେ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri