୧୦ ଏକର ଫସଲ ନଷ୍ଟ କଲେ ହାତୀପଲ

ବଇଣ୍ଡା,୨୬ା୯(ଡି.ଏନ.ଏ)-ଆଠମଲ୍ଲିକ ବ୍ଲକ ଜାମ୍ବୁଡୋଲୀ ପଞ୍ଚାୟତ ନଟରା ଗ୍ରାମରେ ବୁଧବାର ହାତୀ ଉପଦ୍ରବ କରିଛନ୍ତି। ଫଳରେ ବ୍ୟାପକ ଫସଲ ନଷ୍ଟ ହେବାସହିତ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ନିକଟସ୍ଥ ଜଙ୍ଗଲରୁ ହାତୀପଲ ଗ୍ରାମାଭିମୁଖୀ ହୋଇ ଗ୍ରାମର ଭଜମନ ସ୍ବାଇଁ, ଭବୁନେଶ୍ୱର ସ୍ବାଇଁ, ବ୍ରଜକିଶୋର ସ୍ବାଇଁ, ରାଜକିଶୋର ସ୍ବାଇଁ, ଇନ୍ଦ୍ରମଣୀ ନାୟକ, ସିଦ୍ଧେଶ୍ୱର ସାହୁଙ୍କ ୧୦ ଏକର ଧାନ ଫସଲ ନଷ୍ଟ କରି ଦେଇଛନ୍ତି। ଗ୍ରାମବାସୀ ରାତି ଉଜାଗର ରହି ହାତୀ ଘଉଡ଼ାଉଛନ୍ତି। ତୁରନ୍ତ ବନବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଇ କ୍ଷତିଗ୍ରସ୍ତଙ୍କୁ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri