୧୦ ଗ୍ରାମ୍‌ ବ୍ରାଉନ ସୁଗାର ଜବତ

ଭଦ୍ରକ ଅଫିସ, ୧୬ା୪-ଭଦ୍ରକ ଜିଲା ପୁରୁଣାବଜାର ପୋଲିସ ବୁଧବାର ଧନାଟୋଲା ଅଞ୍ଚଳରୁ ୧୦ ଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛି। ଏନେଇ ଜଣେ ବ୍ୟବସାୟୀଙ୍କୁ ଅଟକ ରଖି ପଚରାଉଚରା କରାଯାଇଛି। ଏଥିପୂର୍ବରୁ ଭଦ୍ରକ ଟାଉନ ପୋଲିସ ବନ୍ତଛକ ପୋଲ ତଳେ ପ୍ରାୟ ୩୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ କରିଥିଲା। ଲକ୍‌ଡାଉନ ସମୟରେ ନିଶା ମାଫିଆ ମାନେ ଚଢ଼ାଦରରେ ବିକ୍ରି କରିବା ପାଇଁ ବାଲେଶ୍ୱର ଅଞ୍ଚଳରୁ ଭଦ୍ରକକୁ ଚାଲାଣ କରି ନିଜର ସାମ୍ରାଜ୍ୟ ବିସ୍ତାର କରୁଥିବା ଏହା ପ୍ରମାଣିତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡ ଟେକିଲାଣି ଡି-ବ୍ରଦର୍ସ ଗ୍ୟାଙ୍ଗ୍‌

କଟକ ଅଫିସ,୧୩।୮: ଅନେକ ଦିନର ବ୍ୟବଧାନ ପରେ ଗ୍ୟାଙ୍ଗଷ୍ଟାର ଧଳସାମନ୍ତ ଭ୍ରାତାଙ୍କ ଡି-ଗ୍ୟାଙ୍ଗ ସହରରେ ପୁଣି ମୁଣ୍ଡ ଟେକିଲାଣି। ଗ୍ୟାଙ୍ଗର ପୂର୍ବତନ ସଦସ୍ୟଙ୍କୁ ଫେରାଇଆଣି ଧଳସାମନ୍ତ...

କରୋନାଠାରୁ ଗ୍ୟାସ୍‌ ନିର୍ଗତ ଥିଲା ବେଶି ଭୟଙ୍କର

ଜୟପୁର,୧୦ା୫(ଡି.ଏନ୍‌.ଏ.)- କାରୋନା ଭୂତାଣୁ ଯେତେ ଭୟ ସୃଷ୍ଟି କରି ନ ଥିଲା ନିର୍ଗତ ବିଷାକ୍ତ ଗ୍ୟାସ୍‌ ତା’ଠାରୁ ଅଧିକ ଭୟଙ୍କର ଥିଲା। ଚାରିଆଡ଼େ ଲୋକଙ୍କ ମୃତ୍ୟୁ...

ଚିହ୍ନଟ ହେଲା ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ

ତାଳଚେର,୩୧ା୩(ନି.ପ୍ର.): ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ସୋମବାର ନିଶାର୍ଦ୍ଧରେ ଚିହ୍ନଟ ହୋଇଛି। ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା ମନ୍ଦିରର ପଛ ପାଖ ପୂର୍ବ ଦିଗରେ...

ବାର୍‌ ଉପରେ ପୋଲିସ୍‌ର ଚଢ଼ାଉ, ମାଲିକ ଗିରଫ

ବାଲେଶ୍ୱର ଅଫିସ/ଜଳେଶ୍ୱର, ୮।୬(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ସହରରେ ଥିବା ଶାନ୍ତି ବାର୍‌ ଉପରେ ସୋମବାର ପୋଲିସ୍‌ ଅଚାନକ ଚଢ଼ାଉ କରିଥିଲା। ବେଆଇନ ଭାବେ ଖୋଲା ମଦ...

ଆକର୍ଷଣ ସାଜିଲା ଖବରକାଗଜ ନିର୍ମିତ କୁନିରଥ

ଜୟପୁର,୪ା୭(ଡି.ଏନ୍‌.ଏ.): ଜୟପୁର ସହରର କେବିଏସ୍‌ଡି ରାସ୍ତାଦେଇ ତିନି ଠାକୁର ପହଣ୍ଡିରେ ମନ୍ଦିରରୁ ରଥପଡ଼ିଆ ପର୍ଯ୍ୟନ୍ତ ଯାଇଥିଲେ। ଏହି ସମୟରେ ସେହି ରାସ୍ତାରେ ପୁରୁଣା ଖବରକାଗଜରେ ନିର୍ମିତ ଏକ...

ଦୁରଦିନରେ ପରିବାର: ସରକାରୀ ଚିକିଛା ସାହାଯ୍‌ ଆଶ୍‌ରେ ହେମନ୍ତ

  ଜାମଟିକ୍ରା, ୧୪।୧୨ (ଡି.ଏନ୍‌.ଏ.)- ବରଗଡ଼ ଜିଲା ଅତାବିରା ବ୍ଲକ ଝିଲିମିଣ୍ଡା ପଁଚେତ୍‌ ଅଧୀନ ରଙ୍ଗିଆଟିକ୍ରା ଗଁାର ହେମନ୍ତ ମେହେର(୪୫)କଁର ପରିବାର କହେଲେ ମାଏକିନା ଆର...

କାନ୍ଥ ପଡ଼ି ସ୍ବାମୀ ମୃତ, ସ୍ତ୍ରୀ ଓ ଜ୍ୱାଇଁ ଗୁରୁତର

କେନ୍ଦୁଝର,୨୪।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ପଣ୍ତାପଡ଼ା ଥାନା ତେନ୍ତେଳାପୋଶି ପଞ୍ଚାୟତ ମିଶ୍ରମାଳ ଗ୍ରାମରେ କାନ୍ଥ ପଡ଼ି ସ୍ବାମୀଙ୍କର ମୃତ୍ୟୁ ଘଟିଥିବାବେଳେ ସ୍ତ୍ରୀ ଓ ଜ୍ବାଇଁ...

ନେସ୍କୋର ବକେୟା ବିଦ୍ୟୁତ୍‌ ବିଲ ଆଦାୟ, ସଂଯୋଗ ବିଚ୍ଛିନ୍ନ ଅଭିଯାନ: ୪ ଦିନରେ ଆଦାୟ ହେଲା ୫କୋଟି ୩୭ଲକ୍ଷ

ବାଲେଶ୍ୱର ଅଫିସ, ୨୧।୨-ବାଲେଶ୍ୱର ନେସ୍କୋ ୟୁଟିଲିଟି ପକ୍ଷରୁ ଗତ ୧୬ତାରିଖଠାରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଜିଲାର ୧୩୨ଟି ସ୍ବତନ୍ତ୍ର ସ୍କ୍ବାଡ଼ ଦ୍ୱାରା ବକେୟା...

Coronavirus Update

Archives

Model This Week

Why Dharitri