୧୦ ବର୍ଷ ତଳକୁ ଖସିଲା ଟିକସ-ଜିଡିପି ଅନୁପାତ

ନୂଆଦିଲ୍ଲୀ,୧୦।୬: ଆର୍ଥିକ ବର୍ଷ ୨୦୧୯-୨୦ରେ ଦେଶର ଟିକସ ଜିଡିପି ଅନୁମାତ ୧୦ ବର୍ଷ ନିମ୍ନକୁ ଖସିଯାଇଛି। ଏହି ସମୟରେ ଏହା ୯.୮୮% ସ୍ତରକୁ ଖସିଥିବା ଜଣାପଡିଛି। ସୀମା ଶୁଳ୍କ ଏବଂ କର୍ପୋରେଶନ ଟିକସ ଆଦାୟ କମିବା ଯୋଗୁ ଏଭଳି ସ୍ଥିତି ଉପୁଜିଛି। ଏହି ସମୟରେ ଉତ୍ପାଦ ଟିକସ ସଂଗ୍ରହରେ ସାମାନ୍ୟ ଅଭିବୃଦ୍ଧି ପରିଲକ୍ଷିତ ହୋଇଛି। ଲକ୍‌ଡାଉନର ପ୍ରଭାବ ମଧ୍ୟ ଏଥିରେ ସାମିଲ ରହିଛି। ଆର୍ଥତ୍କ ବର୍ଷ ୨୦୧୮-୧୯ରେ ଟିକସ ଜିଡିପି ଅନୁପାତ ୧୦.୯୭% ରହିଥିବା ବେଳେ ୨୦୧୭-୧୮ରେ ୧୧.୨୨% ସ୍ତରରେ ରହିଥିଲା। ଆର୍ଥତ୍କ କାର୍ଯ୍ୟକଳାପ ହ୍ରାସ ଏବଂ ଟିକସ ସଂଗ୍ରହ କମୁଥିବାରୁ ଏହି ବ୍ୟବଧାନ ବଢ଼ିବ ବୋଲି ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେନ୍‌ସେକ୍ସ ୫୩ ହଜାର ସ୍ତର ଟପିଲା

ମୁମ୍ବାଇ: ପ୍ରଥମଥର ଲାଗି ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ) ୫୩ ହଜାର ପଏଣ୍ଟ ସ୍ତର ଟପିଛି। ବୁଧବାର ସେନ୍‌ସେକ୍ସରେ ୧୯୪ ପଏଣ୍ଟ ବଢ଼ିଥିବା ନଜରକୁ ଆସିଛି। ମେଟାଲ...

‘ଚଏସ୍‌’କୁ ସମ୍ମାନ ଦେଉ

ରାଜ୍ୟରେ ଇଲେକ୍ଟ୍ରୋନିକ୍ସ ପ୍ରଡକ୍ଟସ୍‌ ଓ ଇଲେକ୍ଟ୍ରିକାଲ ଆପ୍ଲିଏନ୍ସେସ୍‌ ବିକ୍ରି କ୍ଷେତ୍ରରେ ରାଜ୍‌ ଇଲେକ୍ଟ୍ରୋନିକ୍ସ ଏକ ବଡ଼ ନାଁ। ଏହି ବ୍ୟବସାୟିକ ପ୍ରତିଷ୍ଠାନ ଗ୍ରାହକଙ୍କୁ ଦୃଷ୍ଟାନ୍ତମୂଳକ ସେବା...

୧୦% ଅଧିକ ଘରୋଇ ଉଡ଼ାଣକୁ ଅନୁମତି

ନୂଆଦିଲ୍ଲୀ: ବିମାନ ଯାତ୍ରୀଙ୍କ ଲାଗି ଖୁସି ଖବର। କେନ୍ଦ୍ର ସରକାର ଦେଶ ମଧ୍ୟରେ ୧୦% ଅଧିକ ବିମାନ ଚଳାଚଳ ଲାଗି ବୁଧବାର ଅନୁମତି ପ୍ରଦାନ କରିଛନ୍ତି।...

ଏମ୍‌ଜିଏନ୍‌ଆର୍‌ଇଜିଏ ଶ୍ରମିକଙ୍କ ମଜୁରି ବଢ଼ିଲା

ନୂଆଦିଲ୍ଲୀ,୨୧।୪: ବର୍ତ୍ତମାନ କୋଭିଡ୍‌-୧୯ ଯୋଗୁ ଲୋକମାନେ ବିଭିନ୍ନ ସମସ୍ୟା ସାମ୍ନା କରୁଛନ୍ତି। ଏହାକୁ ଧ୍ୟାନରେ ରଖି କେନ୍ଦ୍ର ସରକାର ସୋମବାର ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ...

ପୂର୍ବତନ ଭୂଷଣ ସିଏମ୍‌ଡିଙ୍କ ୨୦୦ କୋଟିର ସମ୍ପତ୍ତି ଜବତ

ନୂଆଦିଲ୍ଲୀ,୧୯-୧: ଭୂଷଣ ପାଓ୍ବାର ଆଣ୍ଡ ଷ୍ଟିଲ ଲିମିଟେଡର ପୂର୍ବତନ ସିଏମ୍‌ଡି ସଞ୍ଜୟ ସିଂଘଲଙ୍କ ୨୦୦ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ସମ୍ପତ୍ତି ଜବତ କରାଯାଇଛି। ବେଆଇନ ଅର୍ଥ...

ଖୁଚୁରା ବଜାରରେ କରୋନା ପ୍ରହାର: ବ୍ୟବସାୟିକ କ୍ଷତି ୩ ହଜାର କୋଟି

ଭୁବନେଶ୍ୱର,୨୬।୭(ବ୍ୟୁରୋ): କୋଭିଡ୍‌-୧୯ ଏବଂ ଲକ୍‌ଡାଉନ୍‌ ଯୋଗୁ ଓଡ଼ିଶାର ରିଟେଲ ବିଜ୍‌ନେସ୍‌ ବା ଖୁଚୁରା ବ୍ୟବସାୟ ବିଶେଷମାତ୍ରାରେ ପ୍ରଭାବିତ ହୋଇଛି। ଏହି ସମୟ ମଧ୍ୟରେ ପ୍ରାୟ ୩ହଜାର...

ଭବିଷ୍ୟତ ବିକ୍ରିକୁ ନେଇ ଚିନ୍ତାରେ ଅଟୋ କମ୍ପାନୀ

ନୂଆଦିଲ୍ଲୀ,୨୯।୪: ସାରା ଦେଶରେ ଲକ୍‌ଡାଉନ ଏବଂ ଚାହିଦା ହ୍ରାସ ଭଳି ସମସ୍ୟା ସହ ଦେଶର ଅଟୋ କମ୍ପାନୀଗୁଡ଼ିକ ଜୁଝିହେଉଛନ୍ତି। ମାନ୍ଦାବସ୍ଥା ଲାଗି ଗତ ଗୋଟିଏ ବର୍ଷ...

ଜେ ଆଣ୍ଡ କେ ବ୍ୟାଙ୍କ ସରକାରଙ୍କ ନିୟନ୍ତ୍ରଣକୁ ଆସିବ

ନୂଆଦିଲ୍ଲୀ,୭-୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟିବା ପରେ ଏବେ କେନ୍ଦ୍ର ସରକାର ଜେ ଆଣ୍ଡ କେ ବ୍ୟାଙ୍କକୁ ନିଜ ନିୟନ୍ତ୍ରଣକୁ ନେବେ। ବର୍ତ୍ତମାନ ଏହି ବ୍ୟାଙ୍କର...

Advertisement
Archives

Model This Week