୧୦ ବର୍ଷ ହେବ ହାତ ଧୋଇ ନାହାନ୍ତି ଏହି ସେଲିବ୍ରିଟି

ଓ୍ବାଶିଂଟନ: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ସାରା ବିଶ୍ୱକୁ ବ୍ୟାପି ସାରିଲାଣି କହିଲେ ଚଳେ। ଏହାଠାରୁ ଦୂରେଇ ରହିବା ପାଇଁ ସବୁ ଦେଶର ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ବାରମ୍ବାର ହାତ ଧୋଇବାକୁ ପରାମର୍ଶ ଦେଉଥିବା ଦେଖାଯାଇଛି। ହେଲେ ଏମିତି ଜଣେ ସେଲିବ୍ରିଟି ଅଛନ୍ତି ଯେ ପାଖାପାଖି ୧୦ ବର୍ଷ ହେବ ହାତ ଧୋଇ ନ ଥିବା କୁହନ୍ତି। ଆମେରିକାର ଲୋକପ୍ରିୟ ଟେଲିଭିଜନ ଶୋ’ ‘ଫକ୍ସ ଆଣ୍ଡ ଫ୍ରେଣ୍ଡସ’ର ହୋଷ୍ଟ ପେଟେ ହେଗସେଠ ପ୍ରାୟ ୧୦ ବର୍ଷ ହେବ ହାତ ଧୋଇ ନ ଥିବା କୁହନ୍ତି। ‘ଫକ୍ସ ଆଣ୍ଡ ଫ୍ରେଣ୍ଡସ’ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପସନ୍ଦର ଶୋ’ ବୋଲି କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

କରଣଙ୍କ ରୋମାଣ୍ଟିକ୍‌ ଫିଲ୍ମରେ ନଜର ଆସିବେ ଆୟୁଷ୍ମାନ

ମୁମ୍ବାଇ: ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଭେଟି ଦେବା ପରେ ଅଭିନେତା ଆୟୁଷ୍ମାନ ଖୁରାନାଙ୍କ ଚାହିଦା ବଢ଼ିଗଲାଣି। ନାମୀଦାମୀ ନିର୍ଦ୍ଦେଶକ ଆୟୁଷ୍ମାନଙ୍କୁ ତାଙ୍କ ଫିଲ୍ମରେ...

ଅନିଦ୍ରା ରହିଥିଲେ ପ୍ରିୟଙ୍କା

ନିକ୍‌ ଜୋନାସଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହେବା ପରେ ପ୍ରିୟଙ୍କା ଚୋପ୍ରା ପ୍ରାୟ ଅଭିନୟ ନିକଟରୁ ଦୂରେଇ ଯାଇଛନ୍ତି। ଯଦି ସୁଯୋଗ ମିଳେ ତେବେ...

ପିଜାପ୍ରିୟ ପରିଣିତି

ପରିଣିତିଙ୍କ ସବୁଠୁ ପ୍ରିୟ ଖାଦ୍ୟ କ’ଣ ଜାଣନ୍ତି? ତାହା ହେଲା ପିଜା। କେବଳ ସେ ପିଜା ଖାଆନ୍ତି ନାହିଁ, ଭିନ୍ନ ଭିନ୍ନ ସ୍ବାଦର ପିଜା ମଧ୍ୟ...

ବିଗ୍‌ ବସ୍‌ ସିଜନ୍‌ ୧୩ରେ ଅମୀଷା ପଟେଲ

ମୁମ୍ବାଇ: ଟିଭି ଦୁୁନିିଆର ସବୁଠାରୁ ବିବାଦୀୟ ଶୋ ‘ବିଗ୍‌ ବସ୍‌’କୁ ହିଟ୍‌ କରିବାକୁ ନିର୍ମାତା ସବୁବେଳେ ଚେଷ୍ଟା କରିଥାନ୍ତି। ସିଜନ୍‌ ୧ରୁ ୧୧ ଯାଏଁ ସବୁବେଳେ...

ରିଲିଜ ହେଲା ‘ଆର୍ଟିକଲ-୧୫’

ଫିଲ୍ମ ଫ୍ରାଇଡେ’ରେ  ରିଲିଜ ହୋଇଛି ଆୟୁଷ୍ମାନ ଖୁରାନାଙ୍କ ଅଭିନୀତ ଫିଲ୍ମ ‘ଆର୍ଟିକଲ-୧୫’। ଭାରତୀୟ ସମ୍ବିଧାନର ଧାରା ୧୫କୁ ନେଇ ଏହି ଫିଲ୍ମ ନିର୍ମାଣ କରାଯାଇଛି। ଅନୁଭବ...

ଗୁଣି ଗାରେଡ଼ି ପୂଜାପାଠ ପାଇଁ ସୁଶାନ୍ତଙ୍କ ଆକାଉଣ୍ଟ୍‌ ଖାଲି କରିଦେଇଛନ୍ତି ଗର୍ଲ ଫ୍ରେଣ୍ଡ ରିୟା

ମୁମ୍ବାଇ, ୨।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଧୀରେଧୀରେ ଅଧିକ ରହସ୍ୟମୟ ହେବାରେ ଲାଗିଛି। ସୁଶାନ୍ତଙ୍କ ଆକାଉଣ୍ଟ ତାଙ୍କ ଗର୍ଲ ଫ୍ରେଣ୍ଡ୍‌ ରିୟା...

‘କେଦାରନାଥ’ର ଗୋଟିଏ ବର୍ଷ ପୂର୍ତ୍ତି: ପୋଷ୍ଟ ଲେଖି ପୁରୁଣା ସ୍ମୃତିକୁ ମନେ ପକାଇଲେ ସାରା

ବମ୍ବେ: ଇତିମଧ୍ୟରେ ଫିଲ୍ମ ‘କେଦାରନାଥ’କୁ ପୁରିଛି ଏକ ବର୍ଷ। ସୋସିଆଲ ମିଡିଆରେ ଫିଲ୍ମ ସହ ଜଡିତ କିଛି ଫଟୋ ଶେୟାର କରି ପୁରୁଣା ସ୍ମୃତିକୁ ମନେପକାଇଛନ୍ତି...

କରୋନା ଯୋଦ୍ଧାଙ୍କୁ ୧ ଲକ୍ଷ ସାନିଟାଇଜର ଦାନ କଲେ ସଲମାନ

ମୁମ୍ବାଇ: କରୋନା ମହାମାରୀକୁ ନେଇ ଦେଶ ଏକ ଘଡିସନ୍ଧି ମୁହୂର୍ତ୍ତ ଦେଇ ଗତି କରୁଥିବା ବେଳେ ବଲିଉଡ୍‌ ଭାଇଜାନ ସଲମାନ ଖାଁ ଲୋକମାନଙ୍କୁ ସହାୟତା ଯୋଗାଇ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *