୧୦ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୫ ପ୍ରତିଶତ

ନୂଆଦିଲ୍ଲୀ, ୭।୬: ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୯ ହଜାର ୯୪୬ରେ ପହଞ୍ଚିଛି। ସେହିପରି ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୪୭ ହଜାର ୪୦ ରହିଛି। ସେଥିମଧ୍ୟରୁ ୧୦ଟି ରାଜ୍ୟରେ ମୃତକଙ୍କ ସଂଖ୍ୟା ମୋଟ ମୃତ୍ୟୁ ସଂଖ୍ୟାର ୯୫ ପ୍ରତିଶତ ରହିଛି। ଏସବୁ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୪ ପ୍ରତିଶତ ରହିଛି। ମହାରାଷ୍ଟ୍ର, ତାମିଲନାଡୁ, ଦିଲ୍ଲୀ, ଗୁଜରାଟ, ରାଜସ୍ଥାନ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ,ପଶ୍ଚିମବଙ୍ଗ, କର୍ନାଟକ, ବିହାର ଆଦି ରାଜ୍ୟରେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ଅଧିକ ରହିଛି। ମହାରାଷ୍ଟ୍ର, ଗୁଜରାଟ, ଦିଲ୍ଲୀ, ମଧ୍ୟପ୍ରଦେଶ, ପଶ୍ଚିମବଙ୍ଗରେ ମୃତକଙ୍କ ସଂଖ୍ୟା ୮୩ ପ୍ରତିଶତ ରହିଛି। ଦିଲ୍ଲୀରେ ସ୍ଥିତି ଧୀରେ ଧୀରେ ଗୁରୁତର ହେବାରେ ଲାଗିଛି। ସୁରକ୍ଷା ଦୃଷ୍ଟିରୁ ଏସବୁ ୧୦ ରାଜ୍ୟରେ ନମୁନା ପରୀକ୍ଷା ହାର ବୃଦ୍ଧି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ୨୮ ହଜାର ଟପିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୭।୩: ଦେଶରେ କରୋନା ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪...

ପଞ୍ଚମ କରୋନା ଆକ୍ରାନ୍ତଙ୍କ ପରିଚୟ ପ୍ରକାଶ କଲା ବିଏମ୍‌ସି, ନିଷିଦ୍ଧାଞ୍ଚଳ ହେଲା ସୂର୍ଯ୍ୟନଗର

ଭୁବନେଶ୍ୱର, ୨ା୪(ବ୍ୟୁରୋ): ଭୁବନେଶ୍ୱରରୁ ବୁଧବାର ଚିହ୍ନଟ ହୋଇଥିବା ଓଡ଼ିଶାର ୫ମ କରୋନା ଆକ୍ରାନ୍ତଙ୍କ ପରିଚୟ ଲୋକଲୋଚନକୁ ଆଣିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ସେ ହେଲେ...

ଆଜିଠାରୁ ନୌସେନାର ତିନି ଦିବସୀୟ ସମ୍ମଳନୀ

ନୂଆଦିଲ୍ଲୀ,୪।୯: ଭାରତ ମହାସାଗରରେ ଚାଇନାର ସାମରିକ ଶକ୍ତି ବୃଦ୍ଧି ମଧ୍ୟରେ, ନୌସେନାର ଶୀର୍ଷ କମାଣ୍ଡୋମାନେ ସୋମବାର ଠାରୁ ଆରମ୍ଭ ହେବାକୁ ଥିବା ତିନି ଦିନିଆ ସମ୍ମିଳନୀରେ...

ରୟାଲ କଲେଜ ଗ୍ଲାସ୍‌ଗୋର ଉପଦେଷ୍ଟା ହେଲେ ପି. ରଘୁରାମ

ହାଇଦ୍ରାବାଦ, ୮ା୪: ଜଣାଶୁଣା ଭାରତୀୟ ସର୍ଜନ ଡା. ପି. ରଘୁରାମ ଗ୍ଲାସ୍‌ଗୋର ରୟାଲ କଲେଜ ଅଫ୍‌ ଫିଜିସିଆନ୍ସ ଆଣ୍ଡ ସର୍ଜନ୍‌ସ (ଆର୍‌ସିପିଏସ୍‌ଜି)ର ଅନ୍ତର୍ଜାତୀୟ ଉପଦେଷ୍ଟା ନିଯୁକ୍ତ...

ବ୍ରିଟେନରେ ଡେଲ୍ଟା ଭାରିଆଣ୍ଟ ଭୟ

ଲଣ୍ଡନ, ୧୬ା୬: ଭାରତରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନା ଭୂତାଣୁ ଡେଲ୍ଟା ଭାରିଆଣ୍ଟ ଏବେ ଡେଲ୍ଟା ପ୍ଲସ୍‌ର ରୂପ ନେଇଛି। ଏହି ଷ୍ଟ୍ରେନ୍‌ ବ୍ରିଟେନରେ ଆତଙ୍କ...

ମହଙ୍ଗା ହେଲା ରୋଷେଇ ଗ୍ୟାସ ସିଲିଣ୍ଡରର ଦାମ୍‌

ନୂଆଦିଲ୍ଲୀ,୧।୬: ଦେଶରେ ସୋମାବାର ଅନ୍‌ଲକ୍‌ ୧.୦ ଆରମ୍ଭ ହୋଇଛି। ପ୍ରଥମ ଦିନରୁ ହିଁ ସାଧାରଣ ଜନତାଙ୍କ ଉପରେ ପଡିଛି ମହଙ୍ଗା ମାଡ। ଦେଶର ଅଏଲ ମାର୍କେଟିଂ...

ଦିଲ୍ଲୀ ହିଂସା: ଆଖିରେ କଳାପଟି ବାନ୍ଧି ଏମ୍‌ପିଙ୍କ ବିରୋଧ ପ୍ରଦର୍ଶନ

ନୂଆଦିଲ୍ଲୀ,୨।୩: ଦିଲ୍ଲୀରେ ଉପୁଜିଥିବା ଦଙ୍ଗାକୁ ନେଇ ସୋମବାର ସଂସଦ ଭବନରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି)ଏମ୍‌ପିମାନେ ଆଖିରେ କଳାପଟି ବାନ୍ଧି ବିରୋଧ...

ମୁମ୍ବାଇରେ ପ୍ରବଳ ବର୍ଷା : ୩ ମୃତ, ୫ ଆହତ

ମୁମ୍ବାଇ,୨୯ା୬(ପି.ଟି.): ମୁମ୍ବାଇରେ ଶୁକ୍ରବାର ପ୍ରବଳ ବର୍ଷାରେ ୩ ଜଣଙ୍କ ମୃତ୍ୟୁ ହେବା ସହ ୫ ଆହତ ହୋଇଛନ୍ତି। ଚଳିତ ବର୍ଷ ବହୁ ବିଳମ୍ବରେ ମୌସୁମୀ ମହାରାଷ୍ଟ୍ର...

Advertisement
Archives

Model This Week