Advertisement

୧୦ ଲକ୍ଷ ଦେଲା ଏୟୁସିସି ବ୍ୟାଙ୍କ

ଢେଙ୍କାନାଳ ଅଫିସ୍‌, ୧।୪ – ଅନୁଗୋଳ ସଂଯୁକ୍ତ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ(ଏୟୁସିସି) ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ମଙ୍ଗଳବାର ୧୦ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି ା ବ୍ୟାଙ୍କ ସଭାପତି ଅକ୍ଷୟ କୁମାର ମହାନ୍ତି ଢେଙ୍କାନାଳ ଜିଲା କାର୍ଯ୍ୟାଳୟରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କୁ ଏ ସମ୍ପର୍କିତ ଚେକ୍‌ ପ୍ରଦାନ କରିଥିଲେ। ସେହିପରି ପୂର୍ବତନ ବିଧାୟକ ନବୀନ ନନ୍ଦ ଗୋଟିଏ ମାସର ପେନ୍‌ସନ ବାବଦ ୩୮ ହଜାର ଟଙ୍କା ଚେକ୍‌ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଦେଇଛନ୍ତି। କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ଲାଗି ରାଜ୍ୟ ସରକାର ଗ୍ରହଣ କରିଥିବା ପଦକ୍ଷେପକୁ ସେ ସ୍ବାଗତ କରିଛନ୍ତି। ଅନୁରୂପ ଭାବେ ସ୍ଥାନୀୟ ରାଇଜିଂ ଷ୍ଟାର କ୍ଲବର ସଦସ୍ୟମାନେ ୫୦ହଜାର ଟଙ୍କାର ଚେକ୍‌ ଜିଲାପାଳଙ୍କ ଜରିଆରେ ପ୍ରଦାନ କରିଛନ୍ତି। କ୍ଲବର ସମ୍ପାଦକ ଗୁରୁପଦ ବିଶ୍ୱାଳ, ଉପସଭାପତି ରଶ୍ମିରଞ୍ଜନ ପାଢ଼ୀ, ମନୋଜ ପୃଷ୍ଟି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳାପଥର ଉତ୍ତୋଳନ:୫ ମାମଲାରେ ପେଞ୍ଚ

ଯାଜପୁର ଅଫିସ,୨୬।୩: ଯାଜପୁର ଜିଲା ରାଜସ୍ବ ବିଭାଗର ଛତ୍ରଛାୟା ତଳେ ଚାଲିଥିବା ବେଆଇନ କଳାପଥର ଲୁଟ୍‌ ଘଟଣା ଦିନକୁଦିନ ଅଣାୟତ୍ତ ହେବାରେ ଲାଗିଛି। ତହସିଲ କୋର୍ଟରୁ...

କଟକରୁ ୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ମାଲଗୋଦାମ ଅଞ୍ଚଳରୁ ଅଛନ୍ତି ସର୍ବାଧିକ, ଜାଣନ୍ତୁ…

କଟକ ଅଫିସ,୪।୮: କଟକରେ ମାଡ଼ି ଚାଲିଛି କରୋନା। ମଙ୍ଗଳବାର ସହରରେ ୯୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ କଟକରେ ମୋଟ ସଂକ୍ରମିତଙ୍କ ସଂଖ୍ୟା...

ମେମୁ ଟ୍ରେନ୍‌କୁ ବ୍ରହ୍ମପୁରରୁ ଚଳାଇବାକୁ ଦାବି

ବ୍ରହ୍ମପୁର ଅଫିସ୍‌,୨୭ା୧୧-ଗଞ୍ଜାମ ଜିଲା ବିଜୁ ପଟ୍ଟନାୟକ ସିନିୟର୍‌ ସିଟିଜେନ୍‌ ଫୋରମ୍‌ ତରଫରୁ ବିଭିନ୍ନ ଦାବି ସମ୍ପର୍କରେ ମଙ୍ଗଳବାର ଷ୍ଟେଶନ୍‌ ମ୍ୟାନେଜର୍‌ଙ୍କ ମାଧ୍ୟମରେ କେନ୍ଦ୍ର ରେଳମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ...

ଲୋକଙ୍କୁ ସଚେତନ କରିବା ସହ ମାସ୍କ ବାଣ୍ଟୁଛନ୍ତି ଡାବୁଗାଁ ବିଧାୟକ

ପାପଡ଼ାହାଣ୍ଡି, ୨୦।୩(ଡି.ଏନ୍‌.ଏ.): କରୋନା ମୁକାବିଲା ଲାଗି ରାଜ୍ୟ ସରକାର ଆଗୁଆ ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ନବରଙ୍ଗପୁର ଜିଲା ଡାବୁଗାଁ ବିଧାୟକ ମନୋହର...

ରାଶନ କାର୍ଡରୁ କଟିଲା ହିତାଧିକାରୀଙ୍କ ନାଁ: ବ୍ଲକ ସମ୍ମୁଖରେ ଭାଜପାର ବିକ୍ଷୋଭ

ଦିଗପହଣ୍ଡି,୬ା୧୧(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ଅଧୀନ ବିଭିନ୍ନ ଗ୍ରାମାଞ୍ଚଳରେ ରାଶନ କାର୍ଡରୁ ବହୁ ପରିବାର ସଦସ୍ୟଙ୍କ ନାଁ କଟିଯାଇଛି। ଏଥିପାଇଁ ସେମାନଙ୍କୁ ୨ ମାସ ହେଲା ଚାଉଳ ମିଳୁନାହିଁ।...

ଅନ୍ୟ ଆକାଉଣ୍ଟରେ ଜମା ହୋଇଛି ହିତାଧିକାରୀଙ୍କ ଆବାସ ଟଙ୍କା

ନବରଙ୍ଗପୁର,୧୮।୧୧(ବି.ପ୍ର.): ନବରଙ୍ଗପୁର ପୌରାଞ୍ଚଳରେ ଧନୀକ ଶ୍ରେଣୀର ଲୋକଙ୍କୁ ମିଳୁଛି ଆବାସ। ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ଟଙ୍କା ପାଇବାବେଳେ ପ୍ରଥମ କିସ୍ତି ଅନ୍ୟ ଆକାଉଣ୍ଟକୁ ଚାଲି...

୪୦ବର୍ଷ ପରେ ଘରକୁ ଫେରିଲେ ନିଖୋଜ ବ୍ୟକ୍ତି

ଆସିକା,୨୮ା୮(ଡି.ଏନ୍‌.ଏ.)- ଆସିକା ଥାନା ଅନ୍ତର୍ଗତ ଦେବଭୂମି ଗ୍ରାମର ଜଣେ ବ୍ୟକ୍ତି ୪୦ ବର୍ଷ ହେଲା ନିଖୋଜ ଥିବା ବେଳେ ମଙ୍ଗଳବାର ଘରକୁ ଫେରିଛନ୍ତି। ସେ ହେଲେ...

କାମ କରିବାକୁ ଯାଇ ଶ୍ରମିକ ନିଖୋଜ: ଉତ୍ତେଜନା, ପୋଲିସ ଫୋର୍ସ ମୁତୟନ

ବିନିକା,୨ା୪(ଡି.ଏନ୍‌.ଏ.): ସୁବଣ୍ଣର୍ର୍ପୁର ଜିଲା ବିନିକା ବ୍ଲକ ଅନ୍ତର୍ଗତ କୁଇବାହାଲ ଗ୍ରାମରେ ବୁଧବାର ଜଣେ ଶ୍ରମିକ କ୍ଷେତକୁ କାମ କରିବାକୁ ଯାଇ ନିଖୋଜ ହୋଇ ଯାଇଛନ୍ତି। ସେ...

Advertisement
Archives

Model This Week