୧୦ ହଜାର ପଇସା କେତେ ଟଙ୍କା: ଉତ୍ତର ଦେଇପାରିଲେନି ଗଣିତ ଶିକ୍ଷୟିତ୍ରୀ

ମୁମ୍ବାଇ,୨।୯: ଘରୋଇ ଟେଲିଭିଜନ ଚ୍ୟାନେଲରେ ପ୍ରସାରିତ ଶୋ’ ‘କୌନ ବନେଗା କରୋଡପତି’ ଏହାର ଟିଆର୍‌ପିକୁ ନେଇ ବେଶ୍‌ ପରିଚିତ। କାରଣ ଏହା ଏକ ଲୋପକ୍ରିୟ ଶୋ’। ନିକଟରେ ଅଗଷ୍ଟ ୩୦ରେ ଏଥିରେ ଭାଗ ନେଇଥିଲେ ଜଣେ ଗଣିତ ଶିକ୍ଷୟିତ୍ରୀ। ଗ୍ରେଟର ନଏଡାର ଏହି ଗଣିତ ଶିକ୍ଷୟିତ୍ରୀ ହଟ୍‌ସିଟ୍‌ରେ ବସିବା ପରେ ହୋଷ୍ଟ ତଥା ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ପ୍ରଶ୍ନ କରିଥିଲେ,‘୧୦ ହଜାର ପଇସା କେତେ ଟଙ୍କା’। ହେଲେ ଏହି ପ୍ରଶ୍ନର ଉତ୍ତର ଦେଇ ପାରି ନ ଥିଲେ ଗଣିତ ଶିକ୍ଷୟିତ୍ରୀ ଦୀପିକା ଶର୍ମା। ଆଉ ଏଥିପାଇଁ ସେ ଲାଇଫ୍‌ ଲାଇନ୍‌ ବ୍ୟବହାର କରିଥିଲେ। ଆଉ ଗଣିତ ଶିକ୍ଷୟିତ୍ରୀ ଭାବେ ଦୀପିକାଙ୍କ ଏଭଳି ଜ୍ଞାନକୁ ନେଇ ଏବେ ସବୁଠି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକର ୯୫ ପ୍ରତିଶତ ବିଧାୟକ କୋଟିପତି, ୭୫ ପ୍ରତିଶତଙ୍କ ବିରୋଧରେ ଅପରାଧିକ ମାମଲା…

ବେଙ୍ଗାଲୁରୁ,୨୯।୩ : କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ମେ ୧୦ରେ ନିର୍ବାଚନ ହେବା ସହିତ ମେ ୧୩ରେ ଏହାର ଫଳାଫଳ ଘୋଷଣା...

କରୋନା ଟିକାର ଦ୍ୱିତୀୟ ଡୋଜ ନେଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨ ।୮: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କରୋନା ଟିକାର ଦ୍ୱିତୀୟ ଡୋଜ ସୋମବାର ନେଇଛନ୍ତି । ଏହାପରେ ସେ ସମସ୍ତଙ୍କୁ କରୋନା ଟିକା...

ବିଗିଡିଲା ମନୀଷ ସିସୋଡିଆଙ୍କ ସ୍ତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ସ୍ତ୍ରୀ ସୀମା ସିସୋଡିଆଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯାଇଛି। ତାଙ୍କୁ...

ଗୋଡ଼ ତଳେ ପଡ଼ି ମାଗିବି କି

କୋଲକାତା,୧୬ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ରର ଭାଜପା ସରକାର ପଶ୍ଚିମବଙ୍ଗକୁ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ବାବଦ ବକେୟା ଅର୍ଥ ଦେଉନାହାନ୍ତି। କେବଳ...

ସୁଶାନ୍ତ ଆତ୍ମହତ୍ୟା ମାମଲା: ରିୟାଙ୍କୁ ଇଡିର ସମନ

ମୁମ୍ବାଇ,୫।୮: ବଲିଉଡ୍‌ର ପ୍ରତିଭାଶାଳୀ ଅଭିନେତା ସୁଶାନ୍ତ ସିଂହ ରାଜପୁତ ଆତ୍ମହତ୍ୟା ମାମଲାରେ ଅଭିନେତ୍ରୀ ତଥା ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ ଦିନକୁ ଦିନ ବିବାଦ ଘେରରେ...

ଆରଏସ୍‌ଏସ୍‌ ପ୍ୟାଣ୍ଟରେ ନିଆଁ ଲାଗିଥିବା ଫଟୋ ପୋଷ୍ଟ କଲା କଂଗ୍ରେସ

ନୂଆଦିଲ୍ଲୀ,୧୨।୯: ଭାରତ ଯୋଡ ଯାତ୍ରା ମଧ୍ୟରେ ସୋମବାର କଂଗ୍ରେସ ଏକ ବିବାଦୀୟ ଫଟୋ ଶେୟାର କରିଛି। କଂଗ୍ରେସ ନିଜର ଅଫିସିଆଲ ଟୁଇଟର୍‌ ହ୍ୟାଣ୍ଡେଲରୁ ନିଆଁ ଲାଗିଥିବା...

ଟିକାଏତ୍‌ଙ୍କୁ ମହାପଞ୍ଚାୟତ ଭରସା

ଗାଜିଆବାଦ, ୧୩।୨(ପି.ଟି.): ନୂଆ କୃଷି ଆଇନ ବିରୋଧରେ ଦିଲ୍ଲୀ ସୀମାରେ ଗତବର୍ଷ ନଭେମ୍ବରରୁ ହଜାର ହଜାର ଚାଷୀ ଆନ୍ଦୋଳନ ଚଳାଇଥିବାବେଳେ ବିଭିନ୍ନ ରାଜ୍ୟରେ ମହାପଞ୍ଚାୟତର ଆୟୋଜନ...

ଅଗ୍ନି ପ୍ରାଇମ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ…

ନୂଆଦିଲ୍ଲୀ, ୧୮।୧୨: ଭାରତ ଶନିବାର ସଫଳତାର ସହ ଅଗ୍ନି ପ୍ରାଇମ କ୍ଷେପଣାସ୍ତ୍ରର ପରୀକ୍ଷଣ କରିଛି। ଏହି କ୍ଷେପଣାସ୍ତ୍ରଟି ଓଡିଶାର ବାଲେଶ୍ୱରର ଚାନ୍ଦିପୁର ସ୍ଥିତ ଅବ୍ଦୁଲ୍‌ କାଲାମ...

Advertisement
Archives

Model This Week