୧୧ଶହ କର୍ମଚାରୀଙ୍କୁ ଛଟେଇ କରିବ ଜାଗୁଆର୍‌

ଲଣ୍ଡନ,୧୭।୬: ଟାଟା ମୋଟର୍ସ’ର ନିଜସ୍ବ ୟୁନିଟ ଜାଗୁଆର ଲ୍ୟାଣ୍ଡ ରୋଭର(ଜେଏଲ୍‌ଆର) ଇଲଣ୍ଡ ୟୁନିଟରୁ ୧୧ଶହରୁ ଉର୍ଦ୍ଧ୍ୱ ଚୁକ୍ତିବଦ୍ଧ କର୍ମଚାରୀଙ୍କୁ ଛଟେଇ କରିବ। ମଙ୍ଗଳବାର କମ୍ପାନୀର ମୁଖପାତ୍ର ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ,କୋଭିଡ୍‌-୧୯ ସଂକମ୍ରଣ ଜନୀତ ସମସ୍ୟା ଓ ବାଣିଜି୍ୟକ ମାନ୍ଦାବସ୍ଥା ପାଇଁ କମ୍ପାନୀ ଏହି ନିଷ୍ପତ୍ତି ଗ୍ରହଣ କରିଛି। କମ୍ପାନୀର ଇଂଲଣ୍ଡ ୟୁନିଟ ଗତ ୩ମାସ ହେବ ବିଭିନ୍ନ ସମସ୍ୟା ସହ ଲଢେଇ କରୁଛି। ଫଳରେ କମ୍ପାନୀ ଗତ ଆର୍ଥତ୍କ ବର୍ଷ ଚତୁର୍ଥ ତ୍ରୈମାସରେ ବିକ୍ରି ୩୦% ଖସି ଥିବା ବେଳେ ସାରା ବର୍ଷ ପାଇଁ ମୋଟ ୧୨.୧% କ୍ଷତି ସହିଛି। ସେହିଭଳି ଇଣ୍ଟରନେଟ ବାଣିଜି୍ୟକ କମ୍ପାନୀ ପଲିସି ବଜାରର ଗ୍ରୁପର ଋଣ ଏବଂ କ୍ରେଡିଟ କାର୍ଡ ସେବା ଯୋଗାଉଥିବା ସହାୟକ କମ୍ପାନୀ ପୈସା ବଜାର ମଧ୍ୟ ବିଭିନ୍ନ ସମସ୍ୟା କାରଣରୁ ପ୍ରାୟ ୧୫ଶହରୁ ୨୦୦୦ କର୍ମଚାରୀଙ୍କୁ ଛଟେଇ କରିବ ବୋଲି ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବେଦାନ୍ତ ବାଲ୍‌କୋ ‘ପ୍ୟାଟ୍‌ ଟପ୍‌ ପ୍ରଦର୍ଶନକାରୀ’

ଭୁବନେଶ୍ୱର,୧୩।୪: ବେଦାନ୍ତ ଆଲୁମିନିୟମର ସହାୟକ କମ୍ପାନୀ ଭାରତ ଆଲୁମିନିୟମ କମ୍ପାନୀ ଲିମିଟେଡ୍‌ (ବାଲ୍‌କୋ)କୁ ନିକଟରେ ସମ୍ମାନଜନକ ‘ପ୍ୟାଟ୍‌ ଟପ୍‌ ପ୍ରଦର୍ଶନକାରୀ’ ପୁରସ୍କାର ପ୍ରଦାନ କରାଯାଇଛି। ବିଶେଷକରି...

ପି ସି ଚନ୍ଦ୍ରା ଜୁଏଲର୍ସର ଏକ୍ସକ୍ଲୁସିଭ ଆଉଟ୍‌ଲେଟ

ଭୁବନେଶ୍ୱର,୩।୧୦ (ଅଭୟ ଦାଶ): ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ପି ସି ଚନ୍ଦ୍ରା ଜୁଏଲର୍ସର ଏକ୍ସକ୍ଲୁସିଭ ଆଉଟଲେଟ ମୁମ୍ବାଇର ଭାସି ସେକ୍ଟର-୧୭ଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି।...

ଅମ୍ବାନୀଙ୍କୁ ପଛରେ ପକାଇ ଆଦାନୀ ୧ ନଂ.

ନୂଆଦିଲ୍ଲୀ,୯।୨: ଦୀର୍ଘ ବର୍ଷ ଧରି ଭାରତ ଏବଂ ଏସିଆର ସବୁଠାରୁ ଧନୀ ବ୍ୟକ୍ତି ଭାବେ ସର୍ବୋଚ୍ଚ ସ୍ଥାନରେ ରହିଥିବା ରିଲାଏନ୍ସ ଗ୍ରୁପ୍‌ର ଅଧ୍ୟକ୍ଷ ମୁକେଶ ଅମ୍ବାନୀଙ୍କୁ...

ସବୁ ସେକ୍ଟରକୁ ପ୍ୟାକେଜ ଦେବେ ସରକାର

ନୂଆଦିଲ୍ଲୀ,୮।୫: କୋଭିଡ୍‌-୧୯ ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ କ୍ଷେତ୍ରକୁ ସରକାର ପ୍ୟାକେଜ ପ୍ରଦାନ କରିବେ। ଏ ନେଇ ବର୍ତ୍ତମାନ ବିଚାର ହେଉଥିବା ବେଳେ ଶୀଘ୍ର ଘୋଷଣା...

ଭଞ୍ଜନଗର ସହରରେ ଟ୍ରେଣ୍ଡ୍‌ସର ଏକ୍ସକ୍ଲୁସିଭ ଷ୍ଟୋର

ଭୁବନେଶ୍ୱର,୧।୯: ଗଞ୍ଜାମ ଜିଲାର ଭଞ୍ଜନଗର ସହରରେ ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍‌ ଟ୍ରେଣ୍ଡ୍‌ସର ଏକ୍ସକ୍ଲୁସିଭ ଷ୍ଟୋରର ଶୁଭାରମ୍ଭ ହୋଇଯାଇଛି। ଏହା ଜରିଆରେ...

ଲରେନ୍ସ ଆଣ୍ଡ ମାୟୋର ନୂତନ କଲେକ୍ସନ

ଭୁବନେଶ୍ୱର,୨୮।୬: ଦେଶର ପ୍ରମୁଖ ଅପ୍ଟିକାଲ ବ୍ରାଣ୍ଡ୍‌ ‘ଲରେନ୍ସ ଆଣ୍ଡ ମାୟୋ’ର ନୂତନ କଲେକ୍ସନ ‘ଦି ୟୁନାଇଟେଡ୍‌ କଲର୍ସ ଅଫ୍‌ ବେନେଟ୍‌ଟନ୍‌ (ୟୁସିବି) ଆଇଓ୍ବେର’ ସମ୍ପର୍କରେ ଘୋଷଣା...

ନିମ୍ନ ସ୍ତରରେ ବିଜ୍‌ନେସ୍‌ ସେଣ୍ଟିମେଣ୍ଟ

କରୋନା ଯୋଗୁ ଦେଶର ମାନୁଫାକଚରିଂ କ୍ଷେତ୍ର କାର୍ଯ୍ୟକଳାପ ମାର୍ଚ୍ଚ ମାସରେ ହ୍ରାସ ଘଟିଛି। ଏହା ୪ ମାସର ସର୍ବନିମ୍ନ ସ୍ତର। କରୋନା ଏବଂ ଅନ୍ତର୍ଜାତୀୟ ବଜାରର...

ରିଲିଫ ପାଣ୍ଠିକୁ ସିଟିଟିସିର ସହାୟତା

ଭୁବନେଶ୍ୱର,୨୮-୫ : ଭାରତ ସରକାରଙ୍କ ଅଧିନ ଭୁବନେଶ୍ୱରସ୍ଥିତ ସେଣ୍ଟ୍ରାଲ ଟୁଲ ରୁମ୍‌ ଆଣ୍ଡ ଟ୍ରେନିଂ ସେଣ୍ଟର(ସିଟିଟିସି) ଫନୀ ପ୍ରଭାବିତଙ୍କ ସହାୟତା ଲାଗି ଆଗେଇ ଆସିଛି। ଅନୁଷ୍ଠାନର...

Advertisement
Archives

Model This Week