୧୧୬୧ ଜଣଙ୍କ ୧୪ ଦିନିଆ ଆଇସୋଲେଶନ ଅବଧି ସରିଲା

ଶେରଗଡ଼,୬ା୪(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକକୁ ଗତ ୨୨ ତାରିଖ ପୂର୍ବରୁ ରାଜ୍ୟ ବାହାରୁରୁ ୧୧୬୧ ଜଣ ବ୍ୟକ୍ତି ଫେରିଥିଲେ। ବ୍ଲକ ପ୍ରଶାସନ ଜାଣିବା ପରେ ଗ୍ରାମପଞ୍ଚାୟତ ନୋଡାଲ ଅଧିକାରୀ ଓ ପଞ୍ଚାୟତ ଗ୍ରାମ ସେବକ, ସରପଞ୍ଚଙ୍କ ଜରିଆରେ ସମସ୍ତ ୧୧୬୧ଜଣଙ୍କୁ ନିଜ ଘରେ ଆଇସୋଲେଶନରେ ରଖିବାକୁ ସେମାନଙ୍କ ପରିବାରଙ୍କୁ ନିବେଦନ କରାଯାଇଥିଲା। ତାଙ୍କ ଘର ଆଗରେ ଏକ ପୋଷ୍ଟର ମଧ୍ୟ ଲଗାଯାଇଥିଲା। ସୋମବାର ସେମାନଙ୍କ ୧୪ଦିନ ପୁରିଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। ଲକ୍‌ଡାଉନ୍‌ କଟକଣା ଥିବାରୁ ଏହାକୁ ମାନିବା ସହ ସାମାଜିକ ଦୂରତ୍ୱ ରଖିବା ଜରୁରୀ ବୋଲି ସେମାନଙ୍କୁ କୁହାଯାଇଥିବା ବିଡିଓ ସୁରଞ୍ଜନ କୁମାର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟାର୍ଗେଟ ଅଛି, ଟୋକନ ନାହିଁ

ପଦ୍ମପୁର, ୩୦।୧ (ଡି.ଏନ.ଏ): ବରଗଡ ଜିଲା ପଦ୍ମପୁର ଉପଖଣ୍ଡରେ ଖରିଫ ଧାନ ସଂଗ୍ରହ ଅଢ଼େଇ ମାସ ବିତି ଗଲାଣି । ତଥାପି ଉପଖଣ୍ଡର ପ୍ରାୟ ୭୦ଟି...

କ୍ୱାରାଣ୍ଟାଇନ କେନ୍ଦ୍ର ବୁଲି ଦେଖିଲେ ବିଧାୟିକା

କବିସୂର୍ଯ୍ୟନଗର,୨୮ା୫-କବିସୂର୍ଯ୍ୟନଗରରେ ଥିବା ବିଭିନ୍ନ କ୍ୱାରାଣ୍ଟାଇନ କେନ୍ଦ୍ରକୁ ଗୁରୁବାର ବିଧାୟିକା ଲତିକା ପ୍ରଧାନ ବୁଲି ଦେଖିଛନ୍ତି। ଏଥିସହ କ୍ୱାରାଣ୍ଟାଇନ କେନ୍ଦ୍ରରେ ଥିବା ପ୍ରବାସୀମାନଙ୍କ ସହ ଆଲୋଚନା କରିଛନ୍ତି।...

ମାର୍କେଟ କମ୍ପ୍ଲେକ୍ସ ନିର୍ମାଣକୁ ବିରୋଧ: ବିଡିଓଙ୍କୁ ଦାବିପତ୍ର ପ୍ରଦାନ କଲେ ଗ୍ରାମବାସୀ

ରିଆମାଳ,୪।୧୨(ଡି.ଏନ୍‌.ଏ.)-ଦେବଗଡ଼ ଜିଲା ରିଆମାଳ ବ୍ଲକ ସଦର ମହକୁମା ଅଧୀନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହତାରେ ଥିବା ପୁରୁଣା ମାର୍କେଟ କମ୍ପ୍ଲେକ୍ସକୁ ଭାଙ୍ଗି ନୂତନ ଭାବେ...

କନ୍ଧମାଳରେ ୧୪୪ ଧାରା: ପର୍ଯ୍ୟଟକଙ୍କୁ ଦାରିଙ୍ଗବାଡ଼ି ମନା

ଦାରିଙ୍ଗବାଡି,୧୭।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ କରୋନା ଭୂତାଣୁ ବ୍ୟାପିବାକୁ ରୋକିବା ନିମନ୍ତେ ସତର୍କ ରହିବାକୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ମଙ୍ଗଳବାର କନ୍ଧମାଳ ଜିଲାପାଳ ଡ....

୪୨ ବର୍ଷରେ ବଇଣ୍ଡା ଚନ୍ଦନଯାତ୍ରା

( ପରିକ୍ଷିତ ସାହୁ ) ବଇଣ୍ଡା,୨୩।୫: ଆଠମଲ୍ଲିକ ଉପଖଣ୍ଡର ପ୍ରସିଦ୍ଧ ବଇଣ୍ଡା ଚନ୍ଦନ ଯାତ୍ରା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାରଠାରୁ ଏହି ଯାତ୍ରା ଆରମ୍ଭ...

ଗଞ୍ଜାମ ଜିଲା ପ୍ରଶାସନର ଚେତାବନୀ: କୋଭିଡ-୧୯ ନିୟମ ନ ମାନିଲେ ସିଲ୍‌ ହେବ ଦୋକାନ

ଗଞ୍ଜାମ,୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ଯୋଗୁ ଚିନ୍ତାରେ ଜିଲା ପ୍ରଶାସନ। ଏହିପାଇଁ ରେଶମ ସହର ବ୍ରହ୍ମପୁର ଓ...

ଲକ୍ଷାଧିକ ଟଙ୍କା ହଡ଼ପ କରି ଅଭିଯୁକ୍ତ ଗିରଫ

ଯୋଡ଼ା, ୨୮।୫ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଆର୍ଥ ମୁଭର୍ସ ଓ ଡିପି ସିଂ ନାମକ ଦୁଇଗୋଟି ବ୍ୟବସାୟିକ ସଂସ୍ଥାରେ ଲକ୍ଷାଧିକ ଟଙ୍କା ହଡପ କରିଥିବା ଅଭିଯୋଗରେ...

ଲୁଣା ନଦୀପଥରେ ଆସିଲା ବୃହତ୍‌ ମେଶିନ

କେନ୍ଦ୍ରାପଡ଼ା ଅଫିସ, ୬ା୪: କେନ୍ଦ୍ରାପଡ଼ା ଜିଲା ଜଳପଥରେ ନୌପରିବହନ ଦୀର୍ଘଦିନ ପରେ ଦେଖିବାକୁ ମିଳିଛି। ଚାର୍ଟାର୍ଡ ଭେସେଲରେ କୌଣସି ଏକ କମ୍ପାନୀ ପାଇଁ ଆସିଥିବା ଏକ...

Advertisement
Archives

Model This Week