୧୧ କେଭି ବିଦ୍ୟୁତତାର ଲାଗି ଜଣକ ଜୀବନଗଲା

ଶେରଗଡ଼,୧।୮(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଗୋବିନ୍ଦପୁର ବାଲିସାହି ରାସ୍ତାରେ ଗୁରୁବାର ପୂର୍ବାହ୍ନରେ ୧୧କେଭି ତାର ଲାଗି ଜଣେ ବ୍ୟକ୍ତିଙ୍କ ଜୀବନ ଯାଇଛି। ସେ ହେଲେ ଗୋବିନ୍ଦପୁର ଗ୍ରାମର ବୃନ୍ଦାବନ ସ୍ବାଇଁ (୫୦)। ବୃନ୍ଦାବନ ଗ୍ରାମର ରାସ୍ତା ପାର୍ଶ୍ୱରେ ଥିବା ଏକ କାକପୋଇ ଡାଳ କାଟିବାକୁ ଗଛ ଉପରେ ଚଢ଼ିଥିଲେ। କାଟିବା ସମୟରେ ଡାଳଟି ଯାଇ ୧୧କେଭି ତାର ଉପରେ ପଡ଼ିଥିଲା। ଫଳରେ ସେ ବିଦ୍ୟୁତ ସଂସ୍ପର୍ଶରେ ଆସି ସେହି ଗଛ ଉପରେ ଲଟକି ରହିଥିଲେ। ଖବର ପାଇ ବିଭାଗୀୟ ଯନ୍ତ୍ରୀ ଡିଲେଶ୍ବର ଆଚାରୀ, ଶେରଗଡ଼ ଥାନା ଏସ୍‌ଆଇ ରଘୁନାଥ ମାଝି ଓ ଏଏସ୍‌ଆଇ ହରିହର ଗନ୍ତାୟତ ପହଞ୍ଚିଥିଲେ। ପରେ ଦମକଳ ବାହିନୀକୁ ଡକାଇ ଗଛରେ ଲାଗିଥିବା ବୃନ୍ଦାବନଙ୍କୁ ତଳକୁ ଓହ୍ଲାଇ ମୃତଦେହ ବ୍ୟବଚ୍ଛେଦ ପାଇଁ ଆସିକା ପଠାଇଛନ୍ତି। ଏନେଇ ଶେରଗଡ଼ ଥାନାରେ ୧୦/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପରେ ବହ୍ଲା କାଠ ତଳେ ଗଞ୍ଜେଇ: ଟ୍ରକରୁ ୧.୮୧କୋଟିର ଗଞ୍ଜେଇ ଜବତ

ନୟାଗଡ ଅଫିସ,୧୬ା୨: ନୟାଗଡ ଜିଲା ଦଶପଲ୍ଲା ବ୍ଲକ ତୁମୁଡି ପଞ୍ଚାୟତ ରଙ୍ଗମାଟିଆ ଗ୍ରାମ ନିକଟ ବଲାଙ୍ଗୀର-ଖୋର୍ଦ୍ଧା ୫୭ନଂ ଜାତୀୟ ରାଜପଥ କଡରେ ଥିବା ଏକ ଢାବା...

ଶ୍ରୀମନ୍ଦିରରେ କୃଷ୍ଣଲୀଳା ସମାପନ

ପୁରୀ ଅଫିସ,୨୯ା୮: ପ୍ରବଳ ପ୍ରତାପୀ କଂସ ବଧ ସହିତ ଶ୍ରୀମନ୍ଦିରରେ ଚାଲିଥିବା କୃଷ୍ଣଲୀଳା ପରିସମାପ୍ତି ଘଟିଛି। ଭାଦ୍ରବ ଶୁକ୍ଲ ଦଶମୀ ଅବସରରେ ଶୁକ୍ରବାର ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ଧାର, କରଜ ବଢ଼ିଲାଣି ସେଲୁନ ଖୋଲିବାକୁ ଅନୁମତି ଦିଅ

ବଡଗାଁ,୧୭ା୬: ସୁନ୍ଦରଗଡ଼ ଜିଲା ବଡଗାଁ ବାରିକ ସମାଜ ପକ୍ଷରୁ ଗୁରୁବାର ବୈଠକ କରି ସେଲୁନ ଖୋଲିବାକୁ ଅନୁମତି ଦେବାକୁ ସରକାରଙ୍କ ନିକଟରେ ଅନୁରୋଧ କରିଛନ୍ତି ।...

ଅଟୋ ଉପରେ ମାଡ଼ିଗଲା ଟ୍ରକ୍‌: ୩ ଜଣଙ୍କ ଜୀବନ ଗଲା

କୋରାପୁଟ,୨୮ା୫(ସ୍ବ.ପ୍ର.): ସଦର ଥାନା ଅନ୍ତର୍ଗତ ଦୟାନିଧିଗୁଡ଼ା ନିକଟରେ ଏକ ଅଟୋ ଉପରେ ଟ୍ରକ୍‌ ମାଡ଼ିଯିବାରୁ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ...

ବ୍ରିଟେନରେ ହେବ ଜଗନ୍ନାଥ ମନ୍ଦିର

ପୁରୀ ଅଫିସ,୧୯ା୧୦: ମହାପ୍ରଭୁ ହେଉଛନ୍ତି ଜଗତର ଠାକୁର। ତାଙ୍କ ମାୟାରେ ବନ୍ଧା ସମଗ୍ର ବିଶ୍ୱ। ମହାପ୍ରଭୁଙ୍କ ପ୍ରତି ଗଭୀର ଆସ୍ଥା ଓ ବିଶ୍ୱାସ ରଖିଥିବା ବହୁ...

କ୍ୱାରାଣ୍ଟାଇନ ସେଣ୍ଟରରେ ଡାଲିରୁ ବାହାରିଲା ଝିଟିପିଟି: ଏହାକୁ ଖାଇ ୫ ଅସୁସ୍ଥ

ଛତ୍ରପୁର, ୧୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ମହାନାଦପୁର ପଞ୍ଚାୟତ ଖୁରିଗାଁ ପ୍ରାଥମିକ ବିଦ୍ୟାଳୟରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ପ୍ରବାସୀ ତଥା ଅନ୍ତେବାସୀଙ୍କୁ ସୋମବାର ରାତିରେ...

ସପ୍ତାହେ ହେଲା ବିନା ଡାକ୍ତରରେ ଚାଲିଛି ରୋଗୀ ସେବା

ବେଗୁନିଆପଡା,୧୪।୨(ଡି.ଏନ.ଏ.): ଗଞ୍ଜାମ ଜିଲା କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଏକ ସପ୍ତାହରୁ ଅଧିକ ସମୟ ହେବ ବିନା ଡାକ୍ତରରେ ଚାଲିଛି। ଆଇପିଏଚ ଷ୍ଟାଣ୍ଡାର୍ଡ ୧ର ମାନ୍ୟତା...

ସ୍ତ୍ରୀଙ୍କୁ ହତ୍ୟା କରି ଫେରାର ଥିଲେ ସ୍ବାମୀ: ବିସ୍ଫୋରକ, ବାରୁଦ ସାମଗ୍ରୀ ବୋଝେଇ ଗାଡ଼ି ସହ ପଡିଲେ ଧରା

ଯୋଡ଼ା,୧୭।୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ଉପକଣ୍ଠ ଦେଇ ଯାଇଥିବା ୫୨୦ ନଂ. ଜାତୀୟ ରାଜପଥର ରଣାଶାଳ ଘାଟି ନିକଟରୁ ଗୁରୁବାର ଯୋଡ଼ା ପୋଲିସ ବିସ୍ଫୋରକ...

Advertisement
Archives

Model This Week