ଆଳି,୨୩।୭(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଲାଇନ୍ ମ୍ୟାନ୍ଙ୍କ ମୃତ୍ୟୁ ଘଟିଛି। ସେ ହେଲେ କାଳନ୍ଦୀ ସିଂ(୫୬)। କାଳନ୍ଦୀ ସାନଆଙ୍କୋରୁ ମହୁ ଯାଇଥିବା ୧୧ କେଭି ବିଦ୍ୟୁତ୍ ତାରରେ ଫ୍ୟୁଜ୍ ବାନ୍ଧୁଥିବା ବେଳେ କେହି ଜଣେ ବିଦ୍ୟୁତ୍ ଚାର୍ଜ କରିଦେଇଥିଲେ। ଫଳରେ ସେ ତଳେ ପଡ଼ିଯାଇଥିଲେ ଓ ତାଙ୍କର ମୃତ୍ୟୁ ଘଟିଛି।
Posted inକେନ୍ଦ୍ରାପଡ଼ା View All
ଆଜି ଜିଲାରେ ସବୁ ସ୍କୁଲ ଛୁଟି, ଜିଲାପାଳ ନିର୍ଦ୍ଦେଶ ଦେଇ କହିଲେ…
କେନ୍ଦ୍ରାପଡା,୨୭ା୭(ଜଗନ୍ନାଥ ଧଳ): ବଙ୍ଗୋପସାଗରରେ ଲଘୁଚାପ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପାଣିପାଗ ବିଶେଷଜ୍ଞଙ୍କ ପୂର୍ବ ଅନୁମାନଯେ ଆସନ୍ତା ସୋମବାର କେନ୍ଦ୍ରାପଡା ଜିଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ଅଛି।…
ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି, କହିଲେ ମୋ’ ବିରୋଧରେ…
ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ୨୨ରୁ ୨୧ ଜଣ ଓ୍ବାର୍ଡ ସଭ୍ୟା/ସଭ୍ୟ ଅନାସ୍ଥା ଆଣିଛନ୍ତି।…
ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଲା ଅନାସ୍ଥା ପ୍ରସ୍ତାବ
ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ…
ଭିଜିଲାନ୍ସ ଜାଲରେ ମହିଳା RI, ୫୫୦୦ ଲାଞ୍ଚ ନେବାବେଳେ….
ଡେରାବିଶ,୨୪ା୭(ଅଜୟ ବେବର୍ତ୍ତା): ଭିଜିଲାନ୍ସ ଜାଲରେ ମହିଳା ରାଜସ୍ୱ ନିରିକ୍ଷିକା ସାଇ ଦର୍ଶିନୀ ଲେଙ୍କା । ଜମି ମ୍ୟୁଟେସନ୍ ପାଇଁ ଲାଞ୍ଚ ନେଉଥିବାବେଳେ ମାଡିବସିଲା ଭିଜିଲାନ୍ସ । ସୂଚନା…
ବତିଘର ପଞ୍ଚାୟତକୁ ମିଳିଲା ମୋବାଇଲ ଆମ୍ବୁଲାନ୍ସ: ଡୋର୍ ଟୁ ଡୋର୍ ସ୍କ୍ରିନ୍ ଟେଷ୍ଟ କରିବେ ସ୍ବାସ୍ଥ୍ୟ କର୍ମଚାରୀ
ମହାକାଳପଡ଼ା,୨୪ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନଦୀନାଳ ଘେରା ଆଇଲାଣ୍ଡ ବତିଘର ପଞ୍ଚାୟତକୁ ନାହିଁ ଯାତାୟାତ ବ୍ୟବସ୍ଥା। ଫଳରେ ପଞ୍ଚାୟତ ଅଧୀନ ୧୦ଟି ଗାଁରେ…
Archives

