୧୧ କେଭି ବିଦ୍ୟୁତ ତାର ପଡ଼ି ଜଳିଗଲା ବାଇକ୍‌

ଚାନ୍ଦବାଲି,୧୦।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରା ନିକଟସ୍ଥ କଇଥଖୋଲା ବଜାରରେ ସୋମବାର ସକାଳେ ଏକ ଅଘଟଣ ଘଟିଛି। ସକାଳେ ୨ ଜଣ ବାଇକ୍‌ରେ ଯାଉଥିବା ସମୟରେ ୧୧ କେଭି ବିଦ୍ୟୁତ ତାର ସେମାନଙ୍କ ବାଇକ୍‌ ଉପରେ ଛିଡି ପଡିପଡ଼ିଥିଲା। ଏଥିରେ ବାଇକ୍‌ ଚାଳକ ସୁରେନ୍ଦ୍ର ଜେନା ଓ ଆରୋହୀ ଦୁର୍ଯ୍ୟୋଧନ ରାଉଳ ବିଦ୍ୟୁତ ସଂସ୍ପର୍ଶରେ ଆସି ରାସ୍ତା ତଳକୁ ଛିଟିକି ପଡିଥିଲେ। ମାତ୍ର ଘଟଣାସ୍ଥଳରେ ବାଇକ୍‌ଟି ସମ୍ପୂର୍ଣ୍ଣ ଜଳିଯାଇଛି। ସୁରେନ୍ଦ୍ର ଓ ଦୁର୍ଯ୍ୟୋଧନଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଜିଲା ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ସେମାନଙ୍କ ପରିବାର ପକ୍ଷରୁ ବିଦ୍ୟୁତ୍‌ ବିଭାଗ କର୍ମଚାରୀଙ୍କ ଅବହେଳାକୁ ଦାୟୀ କରାଯାଇ ଧାମରା ଥାନାରେ ଲିଖିତ ଅଭିଯୋଗ ହୋଇଛି । ପୋଲିସ ପହଞ୍ଚି ଜଳି ଯାଇଥିବା ଗାଡ଼ିର ଅବଶିଷ୍ଟ ଅଂଶକୁ ଥାନାକୁ ନେଇଛି। ବିଦ୍ୟୁତ୍‌ ବିଭାଗ ପକ୍ଷରୁ ତାର ମରାମତି ପରେ ସରବରାହ ସ୍ବାଭାବିକ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣୁପୁର ସରକାରୀ ହାଇସ୍କୁଲ ପାଲଟିଛି ରଣକ୍ଷେତ୍ର: ବେଞ୍ଚ ବିବାଦ-ପ୍ରେମ ସମ୍ପର୍କକୁ ନେଇ ହଷ୍ଟେଲ ଓ ଡେ-ସ୍କଲାର ଛାତ୍ରଙ୍କ ମଧ୍ୟରେ…

ଥୁଆମୂଳ ରାମପୁର, ୧୧।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଗୁଣୁପୁର ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।…

ପିଲାଙ୍କ କଳିକୁ ନେଇ ମହିଳାଙ୍କୁ ଟଣାଓଟରା କରି ମାରିଥିଲେ ମାଡ଼: ଅଭିଯୁକ୍ତ ଗିରଫ, ଜାମିନ ନାମଞ୍ଜୁର ପରେ…

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲିବନ୍ଧ ଗ୍ରାମରେ ଜଣେ ମହିଳାଙ୍କୁ ଅସଦାଚରଣ ଓ ଆକ୍ରମଣ କରିବା…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

କଇଠଡା ପଞ୍ଚାୟତ କାର୍ଯ୍ୟାଳୟରୁ ଚୋରି: ତାଲା ଭାଙ୍ଗି… ସରପଞ୍ଚଙ୍କ ଏତଲା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ପଞ୍ଚାୟତ କାର୍ଯ୍ୟାଳୟରୁ ବିଳମ୍ବିତ ରାତିରେ ଚୋରି ହୋଇଥିବା ଏକ ଅଭାବନୀୟ ଘଟଣା ସାମ୍ନାକୁ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ଅଙ୍ଗନୱାଡି ଗୃହ ନିର୍ମାଣ ବିବାଦ: ୨୧ ଆନ୍ଦୋଳନକାରୀଙ୍କ ବିରୁଦ୍ଧରେ ମାମଲା ରୁଜୁ କଲେ ସିଡିପିଓ

ଭଞ୍ଜନଗର, ୧୧।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଜଗନ୍ନାଥପ୍ରସାଦ ବ୍ଲକ ରାଉତି ପଞ୍ଚାୟତରେ ଅଙ୍ଗନୱାଡି କେନ୍ଦ୍ରର ସ୍ଥାୟୀ ଗୃହ ନିର୍ମାଣକୁ ନେଇ ଚାଲିଥିବା ବିବାଦ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri