୧୧ ଜିଲାରେ ଶନିବାର, ରବିବାର ଶଟ୍‌ଡାଉନ୍‌

ଭୁବନେଶ୍ୱର,୧ା୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସପ୍ତାହକୁ ଦୁଇଦିନିଆ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ରାଜ୍ୟର ୧୧ଟି ଜିଲା ଯଥା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ବଲାଙ୍ଗୀର ଜିଲାରେ ଜୁନ୍‌ ୩୦ ଯାଏ ସପ୍ତାହର ଶନିବାର, ରବିବାର ଶଟ୍‌ଡାଉନ୍‌ ହେବ ବୋଲି ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ସୂଚନା ଦେଇଛନ୍ତି।
ଶଟ୍‌ଡାଉନ୍‌ ଦିନରେ କୌଣସି ଅଫିସ୍‌ ଖୋଲିପାରିବ ନାହିଁ। ପୂର୍ବଭଳି କେବଳ ଅତ୍ୟାବଶ୍ୟକ ସେବା ଚାଲୁ ରହିବ ବୋଲି ଖବରଦାତା ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ କହିଛନ୍ତି। ଏହି ସମୟରେ କେବଳ ସ୍ବାସ୍ଥ୍ୟ, ଅଗ୍ନିଶମ, ପୋଲିସ କର୍ମଚାରୀମାନେ ଯିବା ଆସିବା କରିପାରିବେ। ପେଟ୍ରୋଲ ପମ୍ପ୍‌ ମଧ୍ୟ ଖୋଲା ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ଇଲେକ୍ଟ୍ରୋନିକ୍ସ ହବ୍ ହେବ ଭାରତ: ଘରୋଇ ଉତ୍ପାଦନ ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କ ୪.୬ ବିଲିୟନ ଡଲାର ଅନୁଦାନ

ନୂଆଦିଲ୍ଲୀ,୨ା୧: ଭାରତ ସରକାର ଦେଶର ଇଲେକ୍ଟ୍ରୋନିକ୍ସ ଯୋଗାଣ ଶୃଙ୍ଖଳାକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶୁକ୍ରବାର ଆଇଟି (IT) ମନ୍ତ୍ରଣାଳୟ...

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...

ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି...

ନାଟ୍ୟ ନର୍ତ୍ତନ ଡ୍ୟାନ୍ସ ଫେଷ୍ଟିଭାଲ: ସଫଳତା ଆଣିଲେ….

ଖଡ଼ିଆଳ,୨ା୧ (ସୁଜିତ କୁମାର ପ୍ରଧାନ):  ନୂଆପଡ଼ା ଜିଲା ଖଡିଆଳ ସହରର ଲାଲ ସାହେବ ପଡ଼ାରେ ଥିବା ଧର୍ମେଶ ଡ୍ୟାନ୍ସ ଏକାଡେମୀ ପୁଣି ଏକ ସଫଳତା ହାସଲ...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

ନୂଆବର୍ଷରେ ମାଙ୍କଡ଼ କିଣିବା ପାଇଁ ମାଡ଼ପିଟ୍‌, ଗୋଟିକର ଦାମ୍‌…

ବେଜିଂ,୨ା୧: ନୂଆବର୍ଷ ପାଇଁ ଚାଇନାରେ ମାଙ୍କଡ଼ର ପ୍ରବଳ ଚାହିଦା ବଢ଼ିଛି। ପୂର୍ବରୁ କିଛି ହଜାର ଟଙ୍କାରେ ବିକ୍ରି ହେଉଥିବା ମାଙ୍କଡ଼ଗୁଡ଼ିକ ଏବେ ବେଜିଂରେ ୨୫ ଲକ୍ଷ...

IND vs BAN: ଚଳିତ ବର୍ଷ ବାଂଲାଦେଶ ଗସ୍ତ କରିପାରେ ଭାରତୀୟ ଟିମ, BCCIକୁ ନିମନ୍ତ୍ରଣ, ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨।୧: ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଶୁକ୍ରବାର ଘୋଷଣା କରିଛି ଯେ ଭାରତୀୟ ଦଳ ଚଳିତ ବର୍ଷ ସେପ୍ଟେମ୍ବରରେ ବାଂଲାଦେଶ ଗସ୍ତ କରିବ, ଯେଉଁଠାରେ ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri