୧୧ ଦିନରେ ଲକ୍ଷେ ୩୪ ହଜାର

ନୂଆଦିଲ୍ଲୀ, ୨୧।୬:ଦେଶରେ କରୋନା ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ଲଗାତାର ୧୧ ଦିନ ଧରି ଦେଶରେ ହାରାହାରି ୧୦ ହଜାରରୁ ଅଧିକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଉଛି। ଜୁନ୍‌ ୧୦ଠାରୁ ଜୁନ୍‌ ୨୦ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏହି ସମୟ ମଧ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ୩୪ ହଜାର ୯୯୩ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ହାରାହାରି ୩ ଶହରୁ ଅଧିକ ରହୁଛି। ଜୁନ୍‌ ୧୦ରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ହଜାର ୩୭୫ ଥିବାବେଳେ ୧୭ ଜୁନ୍‌ରେ ୧୩ ହଜାର ୧୦୩ ଥିଲା। ସେହିପରି ୧୯ ଜୁନ୍‌ରେ ଏହା ୧୪ ହଜାର ୭୨୧ରେ ପହଞ୍ଚିଥିବାବେଳେ ୨୦ ଜୁନ୍‌ରେ ୧୫ ହଜାର ୪୧୩ ଛୁଇଁଛି। ସେହିପରି ୧୦ ଜୁନ୍‌ରେ ମୃତ୍ୟୁ ସଂଖ୍ୟା ୩୮୮ ଥିବାବେଳେ ୧୫ ଜୁନରେ ଏହା ୩୯୫ ଥିଲା। ଜୁନ୍‌ ୧୮ରେ ଏହା ୩୪୨ ଥିବାବେଳେ ଜୁନ୍‌ ୧୯ରେ ୩୬୬ରେ ପହଞ୍ଚିଥିଲା। ୨୦ ଜୁନ୍‌ରେ ଏହା ୩୦୬ ରହିଥିଲା। ସୂଚନାଯୋଗ୍ୟ, ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୧୧ ହଜାର ୭୭୩ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୧୩ ହଜାର ୨୮୧ ଛୁଇଁଛି। ଇତିମଧ୍ୟରେ ୨ ଲକ୍ଷ ୨୮ ହଜାର ୩୦୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୦୦ ଲୋକଙ୍କ ମୃତ୍ୟୁ ପରେ ଏବେ ହେବ ଆଲୋଚନା! ଲେବାନନ ଉପରେ ଆକ୍ରମଣ ମଧ୍ୟରେ ଇସ୍ରାଏଲର ୟୁ-ଟର୍ଣ୍ଣ

ଲେବାନନ୍ ଉପରେ ଇସ୍ରାଏଲର ଆକ୍ରମଣର କିଛି ଦିନ ପରେ, ଦୁଇ ଦେଶ ମଧ୍ୟରେ ଆଲୋଚନା ପାଇଁ ପ୍ରସ୍ତୁତି ଚାଲିଛି। ଏହା ଉଲ୍ଲେଖନୀୟ ଯେ ଯୁଦ୍ଧବିରତି ଘୋଷଣା ପରଠାରୁ,…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri