Posted inଫୁରସତ

୧୧ ବର୍ଷ ଧରି ରୋଗଶଯ୍ୟାରେ ପଡ଼ିଥିଲେ ଛାତ୍ର, ଡାକ୍ତର ପାରିଲେନି, ନିଜେ ରସର୍ଚ୍ଚ କରି ହେଲେ ଭଲ

ଆମେରିକାର ଡାଉ ଲିଣ୍ଡ୍‌ସେ ନାମକ ଜଣେ ଛାତ୍ର ୧୧ ବର୍ଷ ଧରି ରୋଗଶଯ୍ୟାରେ ପଡ଼ିଥିଲେ। ତାଙ୍କୁ ଭଲ କରିବା ପାଇଁ ସମସ୍ତ ଡାକ୍ତର ଲାଗିଥିଲେ ମଧ୍ୟ ବିଫଳ ହୋଇଥିଲେ। ସେ ଥାଏରଏଡ୍‌ ରୋଗରେ ପୀଡ଼ିତ ବୋଲି ଯଦିଓ ଡାକ୍ତର କହିଥିଲେ ତଥାପି ଆରୋଗ୍ୟ କରିପାରି ନ ଥିଲେ। ଏହା ପରେ ଛାତ୍ରଜଣକ ୨୫୦ ହଜାର ପୃଷ୍ଠା ବିଶିଷ୍ଟ ଏଣ୍ଡୋକ୍ରିନୋଲୋଜି ବହି ପଢ଼ିଥିଲେ। ପରେ ସେ ଜାଣିବାକୁ ପାଇଲେ କି ତାଙ୍କର ଆଡ୍ରିନାଲ ଗ୍ଲାଣ୍ଡ୍‌ସ (ଅଧିବୃକକ୍‌ ଗ୍ରନ୍ଥି)ରେ ଟ୍ୟୁମର ହୋଇଛି। ଏହା ପରେ ଡାଉ ଲିଣ୍ଡ୍‌ସେ ତାଙ୍କର ଜଣେ ବୈଜ୍ଞାନିକ ବନ୍ଧୁଙ୍କ ସହ ସାହାଯ୍ୟ ନେଇ ନିଜର ଅପରେଶନ କରାଇଲେ। ଫଳରେ ସେ ଠିକ୍‌ରେ ଚଲାବୁଲା ମଧ୍ୟ କରିପାରିଲେ।
ସୂଚନା ଯେ, ରକ୍‌ ହାର୍ଟ ୟୁନିଭର୍‌ସିଟିରେ ପଢୁଥିବା ଲିଣ୍ଡ୍‌ସେଙ୍କୁ ୧୯୯୯ ମସିହାରେ ଯେତେବେଳେ ୨୧ ବର୍ଷ ହୋଇଥିଲା ସେ ଡାଇନିଂ ଟେବୁଲରେ ଖାଉଥିବା ସମୟରେ ପଡ଼ିଯାଇଥିଲେ। ତା’ ପରଠାରୁ ସେ ଖାଲି ବାରମ୍ବାର ବେହୋସ ହୋଇପଡୁଥିଲେ। ଡାକ୍ତର ବୁଝିପାରୁ ନ ଥିଲେ କାହିଁକି ଏପରି ହେଉଛି। ଲିଣ୍ଡ୍‌ସେ ଛୋଟ ଥିବାବେଳେ ତାଙ୍କ ମାଆ ଏବଂ ମାଉସୀଙ୍କ ମଧ୍ୟ ଏହି ରୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…

ସାଧୁ ବେଶରେ ଅଭିନୟ ପଡ଼ିଲା ମହଙ୍ଗା, ପପୁ ଯାଦବଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧।୮: ମୌସୁମୀ ଅଧିବେଶନ ୨୦୨୬ ସମୟରେ ସଂସଦରେ ରାମ ମନ୍ଦିର ଦାନ ଚୋରିକୁ ନେଇ ନାଟକ କରି ସାଂସଦ ପପୁ ଯାଦବ ଆଇନଗତ ଜାଲରେ ଫସିଯାଇଛନ୍ତି। କାରଣ…

‘ମୁଁ ଲଜ୍ଜିତ, ନିଜ ମୁହଁକୁ ଆଇନାରେ ଦେଖିପାରୁନି’ ପିଏମ ମୋଦିଙ୍କୁ ଅପଶବ୍ଦ କହିଥିବା ଯୁବତୀ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧।୮: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀଜଣକ ସୋସିଆଲ ମିଡିଆରେ ଭିଡିଓ ଜାରି କରି…

ସରେଣ୍ଡର କଲା ହମାସ! ଗାଜାରୁ ସେନା ପ୍ରତ୍ୟାହାର କରିବ ଇସ୍ରାଏଲ, ଟ୍ରମ୍ପ କଲେ ବଡ଼ ଘୋଷଣା

ଓ୍ବାଶିଂଟନ୍‌,୧।୮: ଗାଜା ସଂଘର୍ଷ ସମ୍ପର୍କରେ ଏକ ବଡ଼ କୂଟନୈତିକ ବିକାଶ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ହମାସ ଆତ୍ମସମର୍ପଣ କରିଛି ଏବଂ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

Odisha Floods: ଆକାଶ ମାର୍ଗରୁ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କହିଲେ ବନ୍ୟାରେ ୮ ଲକ୍ଷ …

ଭୁବନେଶ୍ୱର, ୧।୮ : : ରାଜ୍ୟର ବନ୍ୟା ପରିସ୍ଥିତିର ଆକାଶ ମାର୍ଗରୁ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବନ୍ୟା ଯୋଗୁ ପ୍ରାୟ ୮ ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri